Browsing Category

Odisha

All about all odisha state news updates

ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମାଓବାଦୀ କ୍ୟାମ୍ପ ଠାବ

ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମାଓବାଦୀ କ୍ୟାମ୍ପ ଠାବ  । ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମାଓବାଦୀ କ୍ୟାମ୍ପ ସହ ସେଠାରୁ ବିପୁଳ ପରିମାଣ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।  ମାଲକାନଗିରି ଓ ଆନ୍ଧ୍ରପ୍ରଦେଶର ସୀମାବର୍ତ୍ତୀ ମାଛକୁଣ୍ଡ ଥାନା ଅଧୀନରେ ଥିବା କୋଡ଼ାପୁଟ ଏବଂ ଗୁମୁଡ଼ାପୁଟ…

ବଲାଙ୍ଗୀରରେ ଡାକ୍ତରଙ୍କୁ ମାଡ ମାରିଲେ ଦୁର୍ବୃତ୍ତ

ବଲାଙ୍ଗୀର: ବଲାଙ୍ଗୀରରେ ଡାକ୍ତରଙ୍କୁ ମାଡ ମାରିଲେ ଦୁର୍ବୃତ୍ତ । ମହିଳା ରୋଗୀଙ୍କ ସ୍ବାମୀ ଓ କିଛି ଯୁବକ, ଡାକ୍ତରଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିଛନ୍ତି । ଡାକ୍ତର ବିଶ୍ବରଞ୍ଜନ ସ୍ବାଇଁ ମେଡିକାଲ କଲେଜ ହସ୍ପିଟାଲରୁ ଓପିଡି ସାରି ହଷ୍ଟେଲକୁ ଫେରୁଥିବା ବେଳେ ଶାନ୍ତିପଡ଼ାରେ…

ପାତାଳି ନଦୀରେ ବୁଡିଲା ଡଙ୍ଗା, ୫ ନିଖୋଜ

କୋରାପୁଟ: ନନ୍ଦପୁର ବ୍ଲକ ପାତାଳି ନଦୀରେ ଡଙ୍ଗା ବୁଡି ୫ ନିଖୋଜ ରହିଥିବା ବେଳେ ଜଣଙ୍କ ମୃତଦେହ ଭାସୁଛି। ନିଖୋଜ ଥିବା ବ୍ୟକ୍ତିମାନେ ହେଲେ ନନ୍ଦପୁର ବ୍ଲକ କୁଲାରସିଂ ପଞ୍ଚାୟତର ତାନସିଂ ଗ୍ରାମର ୩ ମହିଳା ଏବଂ ଦୁଇ ନାବାଳିକା। ୫ ଜଣ ଏକ ଦେଶୀ ଡଙ୍ଗାରେ ବାଡେଲା ଗ୍ରାମକୁ ଏକ ବାହାଘରରେ ଯୋଗ…

ପିଲାଙ୍କୁ ଗୁରୁମନ୍ତ୍ର ଦେଲେ 5T ଅଧ୍ୟକ୍ଷ

ଅନୁଗୁଳ: ଅନୁଗୁଳରେ ପିଲାଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଖମାରରେ ଛାତ୍ରଛାତ୍ରୀଙ୍କୁ ଭେଟିବା ଅବସରରେ ଉତ୍କଳମଣି ଗୋପବନ୍ଧୁ ମହାବିଦ୍ୟାଳୟ ସ୍ମାର୍ଟ ହେଉଛି ବୋଲି କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ୫କୋଟି ଅନୁମୋଦନ କରିଛନ୍ତି ବୋଲି ଜଣାଇଛନ୍ତି ।…

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

କୋଭିଡ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକଙ୍କ ପ୍ରତିକ୍ରିୟା। କୋଭିଡ ଟେଷ୍ଟିଙ୍ଗ ବଢିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ରୋଗୀ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ…

ପୁଲିସର ଗୁଳିମାଡ଼ରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ ଆହତ

ଭୁବନେଶ୍ୱର: ପୁଲିସର ଗୁଳିମାଡ଼ରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ ଆହତ  । ବୁଧବାର ରାତି ପ୍ରାୟ ୩ଟା ବେଳେ ମଞ୍ଚେଶ୍ୱର ଥାନା ପୁଲିସ ଓ ସ୍ପେଶାଲ୍ ସ୍କ୍ୱାଡ୍ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଏନକାଉଣ୍ଟର କରିଛି। ରଘୁ ଓ ତାର ଜଣେ ସହଯୋଗୀ ପୁନିଆ…

ଶ୍ରୀମନ୍ଦିର ପ୍ରକଳ୍ପ କାମର ପ୍ରଶଂସା କଲେ ଭଦ୍ରକରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଭଦ୍ରକ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି 5T ଅଧ୍ୟକ୍ଷ। ଭଦ୍ରକର ବିଭିନ୍ନ ସ୍ଥାନରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହିତ ଅସୁରାଳିରେ ମଧ୍ୟ ସମୀକ୍ଷା କରିଥିଲେ। ଏହି ସମୟରେ ସେ ଜନସାଧାରଣଙ୍କ ସହିତ ଆଲୋଚନା ମଧ୍ୟ କରିଥିଲେ । ଏକ…

ମାଲକାନଗିରିରୁ ଉଡ଼ିବ ବିମାନ

ଭୁବନେଶ୍ବର: ମାଲକାନଗିରିରୁ ଉଡ଼ିବ ବିମାନ  । ଉପାନ୍ତ ଜିଲ୍ଲା ମାଲକାନଗିରିରୁ  ବିମାନ ଉଡିବାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଆସନ୍ତା ଜାନୁଆରୀ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ ବୋଲି ଜଣାପଡିଛି । ଯାତ୍ରୀବାହୀ ବିମାନ ସେବା…

ଆଜିଠୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ଆଜିଠୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ  । ଏନେଇ ଭିଡ଼ ଜମାଇଛନ୍ତି ପର୍ଯ୍ୟଟକ । ସ୍ଥାନୀୟ ଲୋକଙ୍କ ମଧ୍ୟରେ ମଧ୍ୟ ଖୁସି ଭରିଛି। ଆଜିଠୁ ପୁଣି ଖୋଲିବ ଶିମିଳିପାଳ ଅଭୟାରଣ୍ୟ।  ଦୀର୍ଘ ମାସେ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ପୂର୍ବରୁ କିଛି ସମସ୍ୟା ନେଇ…

ଶାନ୍ତି ଶୃଙ୍ଖଳାରେ ଜିରୋ ନାଇଟ ସେଲିବ୍ରେସନ

ଧୁମଧାମରେ ପାଳନ ହେବ ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ ପାଇଁ ମାସକ ପୂର୍ବରୁ ଆରମ୍ଭ ହେଲାଣି ପ୍ରସ୍ତୁତି। ୨୦୨୪କୁ ସ୍ୱାଗତ ପାଇଁ ହୋଟେଲ, ପବ, ଡ୍ୟାନ୍ସ ବାର ପ୍ରସ୍ତୁତ ହୋଇରହିଛନ୍ତି। ଏବେ ସୁରୁଖୁରୁ ଓ ଶାନ୍ତି ଶୃଙ୍ଖଳାରେ ନୂଆବର୍ଷ ଓ ଜିରୋ ନାଇଟ ସେଲିବ୍ରେସନ ପାଇଁ କମିସନରେଟ ପୋଲିସର…