Trending
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
Browsing Category
Odisha
All about all odisha state news updates
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୧୬ ଜଣଙ୍କ ଭିତରେ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ…
ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର
ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି ।ପୋଲିସ ଅଧିକାରୀଙ୍କ କହିବା ମୁତାବକ, ୧୨ ତାରିଖରୁ ଅବୁଝମାଡରେ…
ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ
ରଜ କେବଳ ଗୋଟିଏ ପର୍ବ ନୁହିଁ । ବରଂ ଗୋଟିଏ ଜାତିର ନିଜସ୍ବ ପରମ୍ପରାର ନମୁନା । ରଜ ଆସିଲେ ଖୁସି ହୋଇଉଠେ ଓଡ଼ିଶାର ପୁରପଲ୍ଲୀ । ସାରା ଓଡ଼ିଶା ଖୁସିରେ ପାଳନ କରେ ତାର ଅତି ପ୍ରିୟ ପର୍ବ ରଜ । ସାଙ୍ଗସାଥୀ ମେଳରେ ରଜେଦାଳି ଖେଳ ଆଉ ତା ସାଙ୍ଗକୁ ପାନର ପସରା ଓ ପୋଡ଼ପିଠାର ମହକ । ଚାରିଆଡ଼େ…
ରଜ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜି ସାରା ରାଜ୍ୟରେ ପହିଲି ରଜ ପାଳନ କରାଯାଉଛି । ପହିଲି ରଜ ପାଳନ ପାଇଁ ସବୁଠି ଉତ୍ସାହ ଦେଖିବାକୁ ମିଳିଛି । ରଜ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ସମ୍ବଲପୁର ସାଂସଦ ତଥା ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ରାଜ୍ୟବାସୀଙ୍କୁ ରଜ ଉତ୍ସବ ପାଇଁ…
ରାଜ୍ଯରୁ ହଟିଲା ‘ଫାଇଭ-ଟି’ ବ୍ୟବସ୍ଥା
ରାଜ୍ଯରୁ ହଟିଲା ଫାଇଭ-ଟି ବ୍ୟବସ୍ଥା । ସରକାରୀ କାର୍ଯ୍ୟାଳଯ ପରିସରରୁ ‘ଫାଇଭ-ଟି’ ବୋର୍ଡ଼ ହଟାଇବାକୁ ନିର୍ଦ୍ଦେଶ ହୋଇଛି। ଏପରିକି ‘ମୋ-ସରକାର’ ବୋର୍ଡ ହଟାଇବାକୁ ମଧ୍ଯ ନିର୍ଦ୍ଦେଶ ହୋଇଛି । ଏନେଇ ନିର୍ଦ୍ଦେଶ ଦେଲା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସୋସିଆଲ ମିଡିଆ ଏକ୍ସ କେ ସୂଚନା…
ରାତି ପାହିଲେ ରଜ, ଓଡିଶାର ପୁର ପଲ୍ଲୀରେ ରଜ ପ୍ରସ୍ତୁତି
ରାତି ପାହିଲେ ରଜ । ପ୍ରତି ଓଡିଆଙ୍କ ପାଇଁ ୫ ଦିନିଆ ପର୍ବ । ସଜବାଜ, ଖିଆପିଆ, ବୁଲାବୁଲି ଓ ମଜାମସ୍ତିରେ ସମୟ ବିତାଇବାର ମୁହୁର୍ତ । ସଜବାଜରୁ ଆରମ୍ଭ ହେଉଥିବା ଏହି ପର୍ବ ବସୁମତି ସ୍ନାନରେ ଶେଷ ହୁଏ । ଆଜି ହେଉଛି ସେଇ ସଜବାଜ ବା ରଜ ଉତ୍ସବର ଆଦ୍ୟ ପର୍ବ କହିଲେ ଚଳେ । କଟକ ଜିଲ୍ଲା…
ବଦଳୁଛି ‘ନବୀନ ନିବାସ’
ଜନତା ଜନାର୍ଦ୍ଦନଙ୍କ ଭୋଟ୍ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି ଚିତ୍ର ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାରେ ଶାସନ କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ନବୀନ…
ମଞ୍ଚରେ ସୁଖ ଦୁଃଖ ବାଣ୍ଟିଲେ
ବିଜେଡି ସରକାର ୨୪ ବର୍ଷରୁ ଅଧିକ ସମୟ ଧରି ଶାସନ କରୁଥିଲେ। ଆଜିଠାରୁ ମୋହନ ମାଝୀଙ୍କ ନେତୃତ୍ବରେ ବିଜେପି ସରକାରର ଶାସନ ଆରମ୍ଭ ହୋଇଛି। ଆଜି ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ଏହା ବେଶ୍ ଚର୍ଚ୍ଚାର ବିଷୟ ହୋଇଥିଲା।ଆଜି…
ଖୋଲିଲା ଶ୍ରୀମନ୍ଦିର ଚାରିଦ୍ୱାର
ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିଲା । ବିନାବାଧାରେ ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳ ସଦସ୍ୟଙ୍କ ଉପସ୍ଥିତିରେ ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିଛି । ତେବେ ଚାରିଦ୍ୱାର ଖୋଲିବାକୁ ଦୀର୍ଘଦୀନର ଦାବି ଥିଲା ।ଶ୍ରୀମନ୍ଦିରରେ…
ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ନୂଆ ମନ୍ତ୍ରୀମଣ୍ଡଳ
ନୂଆ ଦାୟିତ୍ୱ ନେବା ମାତ୍ରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲିଠୁ ଖୋଲିବ ଶ୍ରୀମନ୍ଦିରର ୪ ଦ୍ୱାର । ଏଣିକି ଭକ୍ତ ଯେକୌଣସି ଦ୍ୱାର ଦେଇ ଜଗାଦର୍ଶନ ପାଇଁ ଯାଇପାରିବେ । ଅପରାହ୍ନରେ ଶପଥପାଠ ପରେ କ୍ୟାବିନେଟ ବୈଠକ କରି ଏହି ନିଷ୍ପତ୍ତି ଶୁଣାଇଛନ୍ତି…