Browsing Category

Odisha

All about all odisha state news updates

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଯ‌ାଇଛନ୍ତି। ଓଡ଼ିଶାରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ନବୀନ ନିବାସ ଯିବେ ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଶପଥ ଗ୍ରହଣ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମୋହନ ମାଝୀ। ସୌଜନ୍ୟମୂଳକ ସାକ୍ଷାତ ପାଇଁ ମୋହନ ମାଝୀ ନବୀନ ନିବାସ ଯିବେ ବୋଲି ସୂଚନା ମିଳିଛି।ଆଜି ଅପରାହ୍ନ ୪ଟା ୪୫ରେ ମୋହନ ମାଝୀ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ରଥ ନିର୍ମାଣ ବିଳମ୍ବ

ଅଧିକାଂଶ ଦଣ୍ଡାକାଠ ପୋଲା ପଡ଼ୁଥିବାରୁ ଏଭଳି ଆଶଙ୍କା ଦେଖାଦେଇଛି। ମିଳିଥିବା ସୂଚନା ଅନୁସାରେ, ଗତ କିଛିଦିନ ଧରି ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ବଜ ରଥ ପାଇଁ ଆସିଥିବା କାଠ ପୋଲା ଥିବା ମିଳୁଛି। ତେବେ, ଅଧିକ ପୋଲାକାଠ ନନ୍ଦିଘୋଷ ଓ ଦର୍ପଦଳନ ରଥରୁ ମିଳୁଛି। ସ୍ଥିତି ଏପରି ହୋଇଛି ଯେ…

କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ନୂଆ ସରକାରରେ

ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛନ୍ତି ବିଜେପିର ଦୁଇ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ । ମୋହନ ଚରଣ ମାଝି ହେବେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଏଥିସହିତ ୨ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ…

ମୋହନ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ

ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହେଇଛି । ତେବେ ଓଡିଶାରେ ପ୍ରଥମ ଥର ବିଜେପି ସରକାରକୁ ଆସିବା ପରେ, କିଏ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ସସପେନ୍ସ ଲାଗି…

ନବୀନ ନିବାସରେ ବିଜେପି ଟିମ

ଭାଜପା ଏହି ଶପଥ ସମାରୋହରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିମନ୍ତ୍ରଣ ଦେଇଛନ୍ତି। ଏନେଇ ମନମୋହନ କହିଛନ୍ତି ନବୀନ ବାବୁ…

ଆଜି ସ୍ପଷ୍ଟ ହୋଇଯିବ !

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ ପାଇଁ…

ଆଜି ଅପରାହ୍ନରେ ବିଜେପିର ବିଧାୟକ ଦଳ ବୈଠକ

ନିର୍ବାଚନ ଫଳାଫଳ ଘୋଷଣାର ଗୋଟିଏ ସପ୍ତାହ ହୋଇଥିଲେ ବି କିଏ ମୁଖ୍ୟମନ୍ତ୍ରୀ ହେବେ ଏଯାଏଁ କାହାରିକୁ ଜଣାନାହିଁ । କେବଳ ବିଜେପି ନେତା ଓ କର୍ମୀ ନୁହଁନ୍ତି । ସାରା ରାଜ୍ୟବାସୀ ଚାହିଁ ବସିଛନ୍ତି ଏ ବିଷୟରେ ଜାଣିବା ପାଇଁ ।ଆଜି ବିଜେପିର ବିଧାୟକ ଦଳ ବୈଠକ ବସିବ ଏବଂ ବୈଠକରେ ସର୍ବସମ୍ମତି…

କଂଗ୍ରେସ ଛାଡ଼ିଲେ ଭକ୍ତ

ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା…

ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ…