Trending
- ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ
- ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି
- ନୂଆ ରୂପ ପାଇବ କଟକ ମହାନଦୀ ରିଭର ଫ୍ରଣ୍ଟ , ଏ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଉପରାଷ୍ଟ୍ରପତି
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ରାଜ୍ୟ ସରକାରଙ୍କ ଐତିହାସିକ ପଦକ୍ଷେପ
ରାଜ୍ୟକୁ ବିକାଶମୁହାଁ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ପ୍ରୟାସ କରି ଆସିଛନ୍ତି । ଏହି ମର୍ମରେ ରାଜ୍ୟରେ ୧୧,୯୬୯ ଜଣ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ୧୪୮୨ କୋଟିର ୭ଟି ପ୍ରକଳ୍ପକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । ଏକ ଐତିହାସିକ ପଦକ୍ଷେପ ସ୍ୱରୂପ…
ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ
କଟକ : ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପ୍ରକ୍ରିୟା ଜାରି ରଖିପାରିବେ ବୋଲି ହାଇକୋର୍ଟ କହିଛନ୍ତି। ହାଇକୋର୍ଟଙ୍କ ଚୂଡ଼ାନ୍ତ ରାୟ ପରେ ହିଁ ରାଜ୍ୟ ସରକାର ନୂଆ ଜିଲ୍ଲା ଘୋଷଣା…
ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ
ଢେଙ୍କାନାଳ : ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୁକ୍ରବାର ଯୋରନ୍ଦାଠାରେ ଏହି…
ରେଳ ଧାରଣା ଉଡ଼ାଇଦେଲେ ନକ୍ସଲ
ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି ନକ୍ସଲଙ୍କ ହିଂସାକାଣ୍ଡ । ରାଉରକେଲା ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲଙ୍କର ଏକ ବଡ଼ ଷଡ଼ଯନ୍ତ୍ର ଧରା ପଡ଼ିଛି । ସ୍ଥାନୀୟ ମନୋହରପୁର ନିକଟ ବିରୁୱାରେ ରେଳ ଧାରଣାକୁ ଉଡ଼ାଇ ଦେଇଛନ୍ତି ନକ୍ସଲ ପନ୍ଥୀ । ଗତକାଲି ବିଳମ୍ବିତ ରାତିରେ ଏମାନେ ରେଳ ଧାରଣାକୁ ଉଡ଼ାଇ…
ଅନୁଭବ ମହାନ୍ତି-ବର୍ଷା ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ
କଟକ : ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଛେଦ ମାମଲା। ହାଇକୋର୍ଟ ଅନୁଭବଙ୍କ ଆବେଦନକୁ ଗ୍ରହଣ କରି ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି । ପୂର୍ବରୁ ବିଚ୍ଛେଦ ଆବେଦନକୁ ଅଗ୍ରାହ୍ୟ କରିଥିଲେ ପରିବାର ଅଦାଲତ । ପରିବାର ଅଦାଲତ ରାୟକୁ ଚ୍ୟାଲେଞ୍ଜ କରି…
ରାଉରକେଲାରେ ଡାଇରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ରାଉରକେଲା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ସହ ରୋକିବା ପାଇଁ ଏହି ସବୁ ଅଞ୍ଚଳକୁ ଅବିଳମ୍ବେ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ…
ମଝି ଚିଲିକାରୁ ଉଦ୍ଧାର ହେଲେ ସମସ୍ତ ୬୦ ଡଙ୍ଗା ଯାତ୍ରୀ
ଚିଲିକା ମଝିରେ ଫସିଥିବା ଯାତ୍ରୀବାହୀ ଡଙ୍ଗାରୁ ଉଦ୍ଧାର ହେଲେ ସମସ୍ତ ଯାତ୍ରୀ। ସାତପଡ଼ା ଚିଲିକାରେ ଆଜି ଦିନ ପ୍ରାୟ ୧ଟା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଫସି ଯାଇଥିଲା ଡଙ୍ଗା। ତେବେ ଅଳ୍ପକେ ବର୍ତ୍ତିଗଲେ ୬୦ ଯାତ୍ରୀ । ଡଙ୍ଗାରେ ୬୦ ଯାତ୍ରୀ ଓ ୩୦ରୁ ଉର୍ଦ୍ଧ୍ବ ବାଇକ୍ ଥିଲା। ଡଙ୍ଗାଟି…
ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ହେବ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ
ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏହି ସମ୍ମିଳନୀ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ବର୍ଷ ଫେବ୍ରୁଆରୀ ମାସରେ ଏହି ସମ୍ମିଳନୀ ହେବାକୁ ଯାଉଥିବା ସୂଚନା ମିଳିଛି । ବିଭାଗୀୟ ମନ୍ତ୍ରୀ ଏବଂ ମୁଖ୍ୟ ସଚିବ ଏ ନେଇ ସୂଚନା ଦେଇଛନ୍ତି । ତେବେ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର ଏହାର ମୁଖ୍ୟ…
ଜେଲରେ କାଶ୍ମୀରର ମୋଷ୍ଟ ୱାଣ୍ଟେଡ ସୟିଦ ଇସାନ ବୁଖାରି
ଯାଜପୁର :ଓଡ଼ିଶାରେ ଗିରଫ ଆତଙ୍କବାଦୀ ସୟଦ ଈଶାନ ବୁଖାରୀରର ପତ୍ନୀଙ୍କ ଚାକିରି ଚାଲିଯାଇଛି । ସେ ଏକ ପ୍ରାଇଭେଟ ସ୍କୁଲରେ ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ମିଛ କହି ବିବାହ କରିଥିଲା ବୁଖାରୀ । ଏବେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହସ୍ତଗତ ହେଉଥିବାରୁ ବୁଖାରୀଠରୁ ଅନେକ କିଛି ତଥ୍ୟ ମିଳିବାର…
ଦେବଗଡ଼ରୁ ଅପହୃତା ଶିଶୁକନ୍ୟା ସୁନ୍ଦରଗଡ଼ରୁ ଉଦ୍ଧାର
ଦେବଗଡ଼: ଦେବଗଡ଼ରୁ ଅପହୃତା ଶିଶୁକନ୍ୟା ସୁନ୍ଦରଗଡ଼ରୁ ଉଦ୍ଧାର । ଦେବଗଡ଼ର କପଡା ବ୍ୟବସାୟୀ ଆଲୋକ ଅଗ୍ରୱାଲଙ୍କ ଝିଅ ପିହୁ (୬)କୁ କାନ୍ଦୁଥିବାର ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁର ଜଣେ ମହିଳା ଦେଖିବାକୁ ପାଇଥିଲେ। ଦେବଗଡ଼ରୁ ଆଈମା କୋଳରୁ ଅପ଼ହୃତା ନାବାଳିକା ପିହୁକୁ ଭୋର୍ ୪ଟା ବେଳେ ବଡ଼ଗାଁ ଥାନା…