Trending
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
Browsing Category
Odisha
All about all odisha state news updates
ଓଡ଼ିଶାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ୫ ଅତ୍ୟାଧୁନିକ ଡାକ୍ତରଖାନା
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଥମ ଥର ପାଇଁ ପିପିପି ମୋଡ୍ରେ ଅତ୍ୟାଧୁନିକ ଡାକ୍ତରଖାନା ପ୍ରତିଷ୍ଠା କରାଯିବ। ଆଗାମୀ ଦୁଇବର୍ଷ ମଧ୍ୟରେ ଏହି ଡାକ୍ତରଖାନାଗୁଡ଼ିକ କାର୍ଯ୍ୟକ୍ଷମ ହେବ ବୋଲି କୁହାଯାଇଛି। ଏଠାରେ ସବୁ ପ୍ରକାର ସେବା ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ ଆଉ ବିଏସ୍କେୱାଇ…
ଗିନିଜ୍ ବୁକ୍ରେ ସ୍ଥାନ ପାଇବ ଓଡ଼ିଶା!
ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ତାହାକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩ ଦିନିଆ ବିଦ୍ୟାଳୟ ସ୍ତରୀୟ ଉତ୍ସବ ମାଧ୍ୟମରେ ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ପ୍ରସାର କରିବାକୁ ଲକ୍ଷ୍ୟ…
ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି। ସନ୍ଧ୍ୟାରେ ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି।
ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର…
୩ଟି ରାଜ୍ୟସଭା ଆସନ ଯିବ ବିଜେଡ଼ି ଖାତାକୁ
ରାଜ୍ୟର ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ହୋଇଛି । ରାଜ୍ୟସଭା ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ୩ତାରିଖରେ ଶେଷ ହେଉଛି। ରାଜନୀତି ସମୀକ୍ଷକଙ୍କ ମତରେ ତିନୋଟି ଆସନ ଏଥର ବିଜେଡ଼ି ନେବ ।…
ପ୍ରେମ ବିବାହ କରିଛନ୍ତି ବିଜେପି-ବିଜେଡି :ଖଡ଼ଗେ
ଭୁବନେଶ୍ବର: ପ୍ରେମ ବିବାହ କରିଛନ୍ତି ବିଜେପି-ବିଜେଡି । ଧନୀଙ୍କ ପାଇଁ କାମ କରୁଛନ୍ତି ବିଜେପି ଓ ବିଜେଡି । ଆମେ ଗରିବଙ୍କ ସହ ଅଛୁ । ଓଡ଼ିଶା ଗସ୍ତରେ ଆସି କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶରେ ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…
ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ
ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଗଡିଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ପ୍ରଥମ ସ୍ଥାନ ହାସଲ କରିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଥିଲେ। ରଘୁରାଜପୁର…
ନୂଆ ପୁଲିସ କମିଶନର ହେଲେ ସଞ୍ଜୀବ ପଣ୍ଡା
ଭୁବନେଶ୍ୱର: କଟକ-ଭୁବେନଶ୍ୱର ଦ୍ୱୈତନଗରୀର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି ସଞ୍ଜୀବ ପଣ୍ଡା ।୧୯୯୪ ବ୍ୟାଚର ଓଡ଼ିଶା ଆଇପିଏସ ଅଧିକାରୀ ହେଉଛନ୍ତି ସଞ୍ଜୀବ ପଣ୍ଡା । ପୁଲିସ କମିଶନର ଭାବେ ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୁଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଭାବେ…
ନବ ଦାସ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ: କାହିଁକି ହତ୍ୟା କଲା ଏବେ ବି କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ
ଝାରସୁଗୁଡ଼ା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ବର୍ଷେ ପୁରିଛି । କିନ୍ତୁ ନବ ଦାସଙ୍କୁ କାହିଁକି ହତ୍ୟାକାରୀ ଗୋପାଳ ହତ୍ୟା କଲା ତାହାର କାରଣ କିଛି ପ୍ରକାଶ ପାଇନାହିଁ । ନବ ଦାସଙ୍କ ପରିବାର ପକ୍ଷରୁ ଝାରସୁଗୁଡ଼ାରେ ତାଙ୍କର ବର୍ଷିକିଆ ପାଳନ କରାଯାଉଛି । ଗତ ବର୍ଷ ଆଜିର…
ଆଜି ରାଜ୍ୟ କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶ : ମଲ୍ଲିକାର୍ଜୁନ ଖଡଗେ ଆସୁଛନ୍ତି
ଭୁବନେଶ୍ବର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସଭାକୁ ସଫଳତା କରିବା ପାଇଁ ଦିନ ରାତି ଏକ କରିଛି ରାଜ୍ୟ କଂଗ୍ରେସ । ଆଉ ଦୁଇ ମାସ ନିର୍ବାଚନ ଥିବାରୁ କଂଗ୍ରେସର ନେତାଠୁ ଆରମ୍ଭ କରି କର୍ମୀମାନେ ସଭାକୁ ଲୋକ ଆଣିବାରେ ଲାଗିପଡ଼ିଛନ୍ତି । ଦିନ ୧୨ଟାରେ…
ଓଡ଼ିଶା ଆସୁଛନ୍ତି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ
ଆଜି ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖଡ଼ଗେ । ୧୧ଟା ୪୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଫେବ୍ରୁଆରୀ ୧ରୁ କଂଗ୍ରେସର ବସ୍ ଯାତ୍ରା ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ୫୦ ହଜାର କର୍ମୀ । ବୁଥ କମିଟି, ଜିଲ୍ଲା ଓ ବ୍ଲକ ସଭାପତି ସାମିଲ ହେବେ । ନେତାଙ୍କୁ ନେଇ…