Trending
- ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ
- ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି
- ନୂଆ ରୂପ ପାଇବ କଟକ ମହାନଦୀ ରିଭର ଫ୍ରଣ୍ଟ , ଏ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଉପରାଷ୍ଟ୍ରପତି
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ଅର୍ଚ୍ଚନା ନାଗଙ୍କୁ ଆଶ୍ୱସ୍ତି : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ୍
ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ପକ୍ଷରୁ ମିଳିଛି ଜାମିନ୍ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ମିଳିସାରିଛି । ସମସ୍ତ ୩ଟି ମାମମଲାରେ ଜାମିନ୍ ମିଳିଥିବାରୁ ଖୁବଶୀଘ୍ର ଅର୍ଚ୍ଚନା ନାଗ ଜେଲକୁ ମୁକୁଳିପାରନ୍ତି । ପୂର୍ବରୁ ନୟାପଲ୍ଲୀ ଥାନା ମାମଲା ଓ ଖଣ୍ଡଗିରି ଥାନା ମାମଲାରେ…
ଆଜି ସରୁଛି ବାଲିଯାତ୍ରା
ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ୮ ଦିନିଆ ମହାମେଳାର ଆଜି ଶେଷଦିନ। ଆଜି ଶେଷଦିନରେ ବାଲିଯାତ୍ରାରେ ଅସମ୍ଭବ ଭିଡ଼ ହେବାର ଆଶଙ୍କା ରହିଛି । ଗତ ଦୁଇଦିନ ହେଲା ବାଲିଯାତ୍ରାରେ ଜନସମୁଦ୍ର ପରିସ୍ଥିତି ସୃଷ୍ଟି ହେଉଛି । ଉପର ଓ ତଳ ବାଲିଯାତ୍ରା ପଡିଆରେ ଲୋକଙ୍କର ଖଚାଖଚ ଭିଡ଼ ଲାଗୁଛି ।…
ବାଲିମେଳା ଜଳ ବିଦ୍ୟୁତ୍ ପ୍ରକଳ୍ପ
ସଙ୍କଟରେ ବାଲିମେଳା ଜଳ ବିଦ୍ୟୁତ୍ ପ୍ରକଳ୍ପ। ଏସିଆ ର ଦ୍ୱିତୀୟ ସର୍ବ ବୃହତ୍ତ ମାଟିବନ୍ଧ ହେଉଛି ବାଲିମେଳା ଜଳ ଭଣ୍ଡାର।ଆଉ ଏହି ଜଳ ରୁ ବାଲିମେଳା ବୃହତ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି। ହେଲେ ଅନଭିଜ୍ଞ ଲୋକଙ୍କ ହାତରେ ଟେକିଦେଇଛି OHPC। ଯାହାର ପରିଣାମ ଭୋଗୁଛି ଆଜି OHPC। ଭୁଲ ପରିଚାଳନା…
ଆରମ୍ଭ ହେଲାଣି ପିକନିକ୍ ଋତୁ
ଶୀତୁଆ ସକାଳ ସହ ଜଙ୍ଗଲ ପରିବେଷ୍ଟିତ ଶାନ୍ତି ଓ ସବୁଜ ପରିବେଶରେ ଭରପୁର ମଜା ନେବା ସହ ବଣଭୋଜି କରିବାରେ ମିଳିଥାଏ ନିଆରା ଅନୁଭୂତି । ଆଉ ସେହି ଅନୁଭୂତିର ମଜା ନେବାପାଇଁ ପର୍ଯ୍ୟଟନ ସ୍ଥଳୀରେ ଲାଗିଥାଏ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ । ଆମ ରାଜ୍ୟରେ ରହିଛି ଅନେକ ପର୍ଯ୍ୟଟନସ୍ଥଳୀ ସେଥିମଧ୍ୟରୁ…
ବାତ୍ୟା ପାଇଁ ୫୪ ରେଳ ବାତିଲ
ଭୁବନେଶ୍ବରରୁ ବାହାରୁଥିବା ୧୨ଟି ଓ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍ ବାତିଲ କରାଯାଇଛି। ପୂର୍ବତଟ ରେଳପଥରୁ ଚେନ୍ନଇ ଏବଂ ଆନ୍ଧ୍ର ପ୍ରଦେଶ ଯାଉଥିବା ରେଳ ସହ ଚେନ୍ନଇରୁ ଓଡ଼ିଶା ଆସୁଥିବା ରେଳଗୁଡିକୁ ବାତିଲ କରାଯାଇଛି। ପୂର୍ବତଟ ରେଳପଥରୁ ୬ ଯୋଡା ରେଳ ବାତିଲ ହୋଇଥିବା ବେଳେ…
ପୁରୀରେ ୫ଟି ଅଧ୍ୟକ୍ଷ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ପଦକ୍ଷେପ ନେବା ସହିତ…
ପାହାଳ ନିକଟରେ ସଡ଼କ ଦୁର୍ଘଟଣାରେ ୨ ମୃତ
ଭୁବନେଶ୍ୱର: ଗତକାଲି ରାତିରେ ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଟ୍ରକକୁ କାର୍ ପିଟିବାରୁ ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘଟଣାଟସ୍ଥଳରେ ପାହାଳ ଥାନା…
କଟକ ବାଲିଯାତ୍ରା ଜମୁଛି
କଟକ: କଟକ ବାଲିଯାତ୍ରାକୁ ଆଜି ଆସିବେ ବଲିଉଡ୍ର ଯୁବ ସେନ୍ସେସନ୍ ସଚିନ୍-ଜିଗର ଯୋଡି। ଏହାକୁ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ରବିବାର ବିଶିଷ୍ଟ ସଂଗୀତକାର ଅନୁ ମଲ୍ଲିକ ଓ ତାଙ୍କ ଟିମ୍ ଆସିବେ ବାଲିଯାତ୍ରାକୁ। ବାଲିଯାତ୍ରାର ଗଣକବି ବୈଷ୍ଣବ ପାଣି ମଞ୍ଚରେ ୨ ଓ ୩…
ନୂଆପଡ଼ାରେ ବାଘ ପୁଣି ଆତଙ୍କ:
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ନିକଟ କଟିଙ୍ଗପାଣି ଗାଁରେ ପୁଣି ଏକ କଊରାପତରିଆ ବାଘ ଓ ତାର ଦୁଇଟି ଛୁଆକୁ ଦେଖିବାକୁ ମିଳିଛି। ଏହି ତିନିଜଣଙ୍କୁ ଦେଖିଥବା ନୂଆପଡ଼ା ବ୍ଲକ୍ ଧରମବନ୍ଧା ଥାନା କଟିଙ୍ଗପାଣି ଗ୍ରାମବାସୀ କହିଛନ୍ତି। ଗତକାଲି ରାତିରେ କେତେକ ଚାଷୀ ସେମାନଙ୍କ ଧାନ…
ନବୀନଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ
ଭୁବନେଶ୍ବର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ।…