Trending
- ଅନିଶ୍ଚିତତାରେ ଲିଙ୍ଗରାଜଙ୍କ ନିତିକାନ୍ତି,କୋର୍ଟକୁ ଯିବାକୁ ପୂଜା ପଣ୍ଡା ନିଯୋଗ ଓ ବ୍ରାହ୍ମଣ ନିଯୋଗର ଚେତାବନୀ
- ପ୍ରଧାନମନ୍ତ୍ରୀ ମୋଦୀ ଯେଉଁଠି ଚା‘ ବିକୁଥିଲେ ଆଜି ସେଠି ଅଛି କଣ? କିଏ ବିକୁଛି ଚା ଆସନ୍ତୁ ଜାଣିବା
- ଏଣିକି ବିଳମ୍ବ ହେବନି କ୍ଷମତାପ୍ରାପ୍ତ ଭରଣପୋଷଣ ଓ ଆଲିମୋନି ପ୍ରଦାନ,ସରକାରୀ କର୍ମଚାରୀଙ୍କ ଦରମାରୁ କଟିବ ଆଲିମୋନି
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
Browsing Category
Odisha
All about all odisha state news updates
ରାଜ୍ୟର ୯ଟି ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ , ଅସହ୍ୟ ଗରମ ସାଙ୍ଗକୁ ପ୍ରଚଣ୍ଡ ଗୁଳୁଗୁଳି
ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଭଳି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଆଦ୍ରତା ୮୦ % ରୁ ଅଧିକ ରହିଛି । ଏହି ଜିଲ୍ଲା ଗୁଡିକରେ ପ୍ରଚଣ୍ଡ ଗୁଳୁଗୁଳି ରହିବାର ସମ୍ଭାବନା ରହିଛି। କିନ୍ତୁ ଏହି ସବୁ ଜିଲ୍ଲା ଗୁଡିକ ଠାରୁ…
ଅଂଶୁଘାତ ନେଇ ସତର୍କ କରାଇଲେ ଏସଆରସି ,ଆଗାମୀ ୩ ଦିନ ଗୁରୁତ୍ୱପୂର୍ଣ୍ଣ
ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ । ଏନେଇ ଜିଲ୍ଲାପାଳ, ସ୍ୱାସ୍ଥ୍ୟସଚିବ, ଶ୍ରମ କମିଶନଙ୍କ ସହ ଆଲୋଚନା ଚାଲିଥିବା ନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ପିକ୍ ଆୱାରରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି…
ଅସ୍ୱାଭାବିକ ମୃତ୍ୟୁର ହେବ ତଦନ୍ତ ,ତଦନ୍ତ ନିର୍ଦ୍ଦେଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଅସ୍ୱାଭାବିକ ମୃତ୍ୟୁର ହେବ ତଦନ୍ତ । ତଦନ୍ତ ନିର୍ଦ୍ଦେଶ ଦେଇଛି ଜନସ୍ୱାସ୍ଥ୍ୟ ବିଭାଗ । ମୃତଦେହର ବ୍ୟବଚ୍ଛେଦ କରାଯିବ । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି ଜନସ୍ୱାର୍ଥ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ଲୋକଙ୍କ…
ଦିନକ ପରେ ଭୋଟ୍: ୪୨ ଆସନ ଉପରେ ନଜର
ଚଳିତ ନିର୍ବାଚନର ଶେଷ ଲଢ଼େଇ ଶନିବାର ହେବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଲୋକସଭା ଆସନ ସମେତ ଏହା ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ୯୯ଲକ୍ଷ ୬୧ହଜାର ମତଦାତା ନିଜ ମନପସନ୍ଦର ନେତା ବାଛିବେ। ଏଥିପାଇଁ ଆଜି ପ୍ରଚାର ଶେଷ ହୋଇଛି। ଶେଷ ପର୍ଯ୍ୟାୟରେ ଏବେ…
ସରିଲା ପ୍ରଚାର, ଶନିବାର ଭୋଟ
ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ । ୪୬୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ମୋଟ…
ପୁରୀ ବାଣ ବିସ୍ଫୋରଣ ଘଟଣା : ସହାୟତା ରାଶି ଘୋଷଣା
ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣା । ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା ରାଶି । ଏହା ସହ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…
ପୁରୀ ଅଘଟଣକୁ ନେଇ ବିଜେଡିକୁ ଘେରିଲେ ଧର୍ମେନ୍ଦ୍ର
ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣା । ଏ ପ୍ରସଙ୍ଗ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କ ଉପରେ ଟାର୍ଗଟେ କରିଛନ୍ତି ସେ କହିଛନ୍ତି ବିଗତ କିଛି ଦିନ ଧରି ଆମେ ସ୍ୱାସ୍ଥ୍ୟ ଅବସ୍ଥା କଥା ପଚାରିଥିଲୁ । ଦୁର୍ଭାଗ୍ୟଜନକ ଘଟଣା କାଲି ଘଟିଛି ସେ…
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ,କହିଲେ ୧୪ଶହ ବୁଥ ହେବ ମହିଳାଙ୍କ ଦ୍ୱାରା…
ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର ମତଦାନ କରିବେ । ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର । ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ରରେ ମତଦାନ କରିବେ ଭୋଟର ।…
ପୁରୀ ବାଣ ବିସ୍ଫୋରଣ ଘଟଣା: ଦୁଃଖ ପ୍ରକାଶ ପ୍ରକାଶ କରିବା ସହ ସମବେଦନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘଟଣା ସମ୍ପର୍କରେ ପୋଷ୍ଟ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି । ମହାମହିମ କହିଛନ୍ତି, ପୁରୀରେ…
ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ
ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ ନିର୍ବାଚନରେ ମଧ୍ୟ ଛିଡ଼ା ହୋଇ…