Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ
ଆସନ୍ତା ଫେବୃଆରୀ ମାସ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହାର ଲୋଗୋ ଉନ୍ମୋଚନ କରିଥିଲେ । ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହି ସମ୍ମିଳନୀ ମତ…
ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ବିଜେଡ଼ି
ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ମିନିରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି । ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟୁଇଟ ଜରିଆରେ ଧର୍ମେନ୍ଦ୍ରଙ୍କୁ ଏପରି ଜବାବ ଦେଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ…
ପୁରୀରେ 5ଟି ଅଧ୍ୟକ୍ଷ, ପରିକ୍ରମା ପ୍ରକଳ୍ପ କଲେ ଅନୁଧ୍ୟାନ
ପୁରୀ: ପୁରୀରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ସେ ପୁରୀ ଯାଇ ସର୍ବ ପ୍ରଥମେ ଲୋକାର୍ପିତ ହୋଇଥିବା ପରିକ୍ରମା ପ୍ରକଳ୍ପରେ ଥିବା ମାର୍ଗରେ ପ୍ରଦୀକ୍ଷଣ କରିଥିଲେ। ଶ୍ରୀମନ୍ଦିର ଚାରିପଟେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ବୃହତ…
୨୧ଜଣ ଦଳୀୟ ନେତାଙ୍କୁ ସଂଯୋଜକଙ୍କୁ ନିଯୁକ୍ତି ଦେଲା କଂଗ୍ରେସ
ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ରାଜ୍ୟର ସମସ୍ତ ଲୋକସଭା ଆସନ ପାଇଁ ୨୧ଜଣ ଦଳୀୟ ନେତାଙ୍କୁ ସଂଯୋଜକଙ୍କୁ ନିଯୁକ୍ତି ଦେଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିଶ ଓ ନବନିଯୁକ୍ତ ଓଡ଼ିଶା ପ୍ରଭାରୀଙ୍କ ଦ୍ୱାରା ଏହି ନେତାମାନେ ସଂଯୋଜକ ଭାବେ ନିଯୁକ୍ତି ପାଇଛନ୍ତି । ସେମାନେ…
ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍
ଆହୁରି ସହଜ ଜଗନ୍ନାଥ ଦର୍ଶନ ହେବ । ସୁଦୁର ସୁନ୍ଦରଗଡ଼ ହେଉ କି ସୀମାନ୍ତ ନୂଆପଡ଼ା, ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ । ତାହା ପୁଣି ସୁଲଭ ମୂଲ୍ୟରେ । କାରଣ ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବହୁ ପ୍ରତିକ୍ଷୀତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବେଦ, ପାଠର ଧ୍ୱନୀ ଆଉ ସଂକିର୍ତନ ଭିତରେ ଏହି ଐତିହ କରିଡର ଉଦ୍ଘାଟନ କରାଯାଇଛି । କେବଳ ସେତିକି ନୁହେଁ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ୍ ବା ଶ୍ରୀସେତୁର ଲୋକାର୍ପଣ କରିଛନ୍ତି…
କିଛି ସମୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ପୁରୀ: ଆଉ କିଛି ମୁହୂର୍ତ୍ତର ଅପେକ୍ଷା । ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ବିଭିନ୍ନ କର୍ମ ଓ ପୂଜା ସହିତ ଆହୁତି ପ୍ରଦାନ କରାଯାଉଛି । ଯଜ୍ଞ ଶେଷରେ ପୂର୍ଣ୍ଣାହୁତି ପ୍ରଦାନ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଯଜ୍ଞ ଓ ଭକ୍ତିପୂତ ପରିବେଶରେ ସଂକୀର୍ତ୍ତନ ମଣ୍ଡଳୀଙ୍କ ପରିକ୍ରମା ମାର୍ଗ…
ତୃତୀୟ ଦିନରେ ବରଗଡ଼ ଧନୁଯାତ୍ରା
ମଥୁରା: ତୃତୀୟ ଦିନରେ ବରଗଡ଼ ଧନୁଯାତ୍ରା । ଗୋପପୁରରେ ନନ୍ଦ ଦରବାର ଉଦଘାଟନ ସହ ନନ୍ଦ ଉତ୍ସବ ଓ ନଗର ସଂକୀର୍ତ୍ତନ ମଞ୍ଚସ୍ଥ ହେବ । ଗତକାଲି କାରାଗାରରେ କୃଷ୍ଣ ଜନ୍ମ ପରେ ତାଙ୍କୁ ନେଇ ଗୋପରେ ଛାଡ଼ି ବିଜୁଳି କନ୍ୟାଙ୍କୁ ନେଇ ଆସିଥିଲେ ବସୁଦେବ । ଏହାସହ କଂସ ରଙ୍ଗମହଲ ଉଦଘାଟନ, କଂସ…
ଜୋର ଧରିଲା ପଦ୍ମପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି
ପଦ୍ମପୁରରେ ବନ୍ଦଡାକରା ଦିଆଯାଇଛି । ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ଏନେଇ ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ବନ୍ଦର…
ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା
ବଲାଙ୍ଗୀର: ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା । ମାନସିକଧାରୀ ମାନେ ଆଣିଥିବା ପୋଢ଼, ବେତା, ମେଣ୍ଢା, କୁକୁଡ଼ା, ବତକ ଶହ ଶହ ସଂଖ୍ୟରେ ବଳି ଦିଆଯାଉଛି । ପଶୁପକ୍ଷୀଙ୍କ ରକ୍ତରେ ଖଇରଗୁଡ଼ାର ବଡ଼ଖଳା ଓ କୁମୁରିଆର ସାନଖଳା ରକ୍ତରଞ୍ଜିତ ହୋଇଛି । ପୋଲିସ ପ୍ରଶାସନ ପକ୍ଷରୁ ଯାତ୍ରାସ୍ଥଳରେ କଡା…