Trending
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
Browsing Category
Odisha
All about all odisha state news updates
ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଏତେ ଖରାପ କେମିତି ହେଲା? ଯାଞ୍ଚ କରିବାକୁ କମିଟି ଗଠନ କରିବୁ – ମୋଦୀ
ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ପଛରେ ଷଡଯନ୍ତ୍ର ହେଉନି ତ? ଏହା ପଛରେ ସେହି କୋଟରୀ କାମ କରୁନି ତ, ଯେଉଁମାନେ ପରଦା ପଛରେ ରହି ଓଡ଼ିଶାର ଶାସନ କରୁଛନ୍ତି । ଏହା ଉପରୁ ପରଦା ହଟିବା ଆବଶ୍ୟକ । ଏହାର ଯାଞ୍ଚ ହେବା ଆବଶ୍ୟକ । ବିଜେପି ସରକାର ଆସିଲେ, ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ଅଚାନକ କାହିଁକି ଖରାପ…
ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ , ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଅସମ୍ଭାଳ ହେଲାଣି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଖରା ଓ ଗୁଳୁଗୁଳିକୁ ନେଇ ସତର୍କ କଲେ ଏସଆରସି । ବିଶେଷ କରି ପଶ୍ଚିମ ଓଡିଶା ପାଇଁ ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ ଦିଆଯାଇଛି । ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଏନେଇ ସତର୍କ କରାଇଛନ୍ତି ଏସଆରସି ।…
ସନ୍ଧ୍ୟାରେ ନିମାପଡାରେ ରୋଡ ସୋ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଜେପିର ଘନ ଘନ ଆକ୍ରମଣ ଏବଂ କ୍ଷମତା ବଜାୟ ରଖିବାର ଆହ୍ୱାନ ଭିତରେ ମୁଖ୍ୟମନ୍ତ୍ରୀ ଆଜି ମଧ୍ୟ ପ୍ରଚାର କରିବେ । ପୁରୀ ନିମାପଡାରେ ନବୀନ କରିବେ ରୋଡ ଶୋ । ଦଳୀୟ ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକଙ୍କ ପାଇଁ ନବୀନ କରିବେ ପ୍ରଚାର । ବଡ କଥା ହେଉଛି ଏହି ଆସନରୁ ଦୀର୍ଘ ଦିନ ଧରି ସମୀର ଦାସ…
ଡିଏସ କୁଟ୍ଟେଙ୍କ ନିଲମ୍ବନ ପ୍ରସଙ୍ଗକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ
IPS ଅଫିସର ଡିଏସ କୁଟ୍ଟେଙ୍କ ନିଲମ୍ବନ ନେଇ ମୁହଁ ଖୋଲିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳୁ ସକାଳୁ ପ୍ରେସମିଟ୍ କରି ସେ କହିଛନ୍ତି, ଭାଜପା ଯାହା ଚାହୁଁଛି ତାହା କରୁଛି। କୁଟ୍ଟେଙ୍କୁ ନିଲମ୍ବନ ଏପରି କରି ନିଲମ୍ବନ କରିବା, ଏହାଠାରୁ ଦୁର୍ଭାଗ୍ୟଜନକ ଆଉ କିଛି ନାହିଁ।…
ଓଡ଼ିଶାରେ ପ୍ରଧାନମନ୍ତ୍ରୀ
ଆଜି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୟୂରଭଞ୍ଜ ବାରିପଦା, ବାଲେଶ୍ବରର ରେମୁଣା ଓ କେନ୍ଦ୍ରାପଡ଼ାରେ ବିଶାଳ ଜନସଭାକୁ ସମ୍ବୋଧନ କରିବେ ମୋଦି । ପ୍ରଧାନମନ୍ତ୍ରୀ ମୋଦି ଦିନିକିଆ ଗସ୍ତରେ ଆସି ବାରିପଦା ଛଉ ପଡିଆରେ ବିଶାଳ ଜନ ସଭାରେ ଉଦବୋଧନ ଦେବେ । ଏଥିସହ…
ମେଡିକାଲରେ ଭର୍ତ୍ତି ହେଲେ ପ୍ରଶାନ୍ତ ଜଗଦେବ
ଇଭିଏମ ଭାଙ୍ଗିବା ଘଟଣାରେ ଗିରଫ ହୋଇଥିବା ପ୍ରଶାନ୍ତ ଜଗଦେବ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଳରେ ଭର୍ତ୍ତି କରାଯାଇଛି । ଜେଲରେ ଥିବା ବେଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଛି । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜେଲରୁ ଏସସିବି…
ବିଜେଡି ପାଇଁ କାମ କରୁଥିବାରୁ ଡିଏସ କୁଟ୍ଟେ ନିଲମ୍ବିତ ଓ ଆଶିଷ ସିଂଙ୍କ ଛୁଟି ଉପରେ ତଦନ୍ତ ନିର୍ଦ୍ଦେଶ: ପୀତାମ୍ବର…
ନିର୍ବାଚନ କମିଶନଙ୍କ ଦ୍ୱାରା ଆଜି ଜାରୀ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଭାରତୀୟ ଗଣତନ୍ତ୍ରକୁ ସୁଦୃଢ଼ କରିବ । ନିର୍ବାଚନ କମିଶନଙ୍କ ଏହି ନିଷ୍ପତି ସ୍ୱାଗତଯୋଗ୍ୟ । ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ ଶ୍ରୀ ଡି.ଏସ.କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ…
ଓଡ଼ିଶାରେ ବିଏର ୫ଜି ନେଟ୍ଓ୍ବର୍କ
ଘରୋଇ ଟେଲିକମ୍ ସେବା ପ୍ରଦାନକାରୀ କମ୍ପାନୀ ଭାରତୀ ଏୟାରଟେଲ(ବିଏ)ର ଓଡ଼ିଶା ୟୁନିଟ ନିକଟରେ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ସାରା ଓଡ଼ିଶାରେ ୫ଜି ନେଟଓ୍ବର୍କ ଉପଲବ୍ଧ କରାଇବା ସହ ରାଜ୍ୟରେ ମୋଟ ୧୯ ଲକ୍ଷ ଗ୍ରାହକ ୫ଜି ସେବା ଉପଭୋଗ କରୁଛନ୍ତି। କମ୍ପାନୀ ରାଜ୍ୟର ସମସ୍ତ…
ନିର୍ବାଚନରେ ହସ୍ତକ୍ଷେପ ଅଭିଯୋଗ ପ୍ରସଙ୍ଗରେ ବରିଷ୍ଠ ଆଇପିଏସ୍ ଡିଏସ୍ କୁଟ୍ଟେଙ୍କୁ ନିଲମ୍ବନ କଲେ ନିର୍ବାଚନ କମିସନ
ଭୁବନେଶ୍ବର: ଆଇପିଏସ୍ ଡିଏସ୍ କୁଟ୍ଟେ ଚାକିରିରୁ ନିଲମ୍ବିତ ହୋଇଛନ୍ତି । ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଭାରତୀୟ ନିର୍ବାଚନ କମିସନ । ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ଅଭିଯୋଗରେ ସେ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ…
ବିଜେପି ଓଡିଶାବାସୀଙ୍କ ପାଇଁ କ’ଣ କରିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଭିକେ ପାଣ୍ଡିଆନ୍
୨୦୧୯ରେ ଭୋଗରାଇବାସୀ ଯାହା ଦାବି ରଖିଥିଲେ ସେସବୁ ବିଜେଡି ସରକାର ପୂରଣ କରିଛି ।ଭୁଷଣ୍ଡେଶ୍ୱର ମନ୍ଦିରର ରୂପାନ୍ତରିକରଣ ପାଇଁ ଆର୍ଥିକ ସହଯୋଗ ଦିଆଯାଇଛି । ଭୋଗରାଇର ଡ୍ରେନେଜ୍ କାମ କରିବାକୁ ଭୋଗରାଇ ସଂସ୍କାର ପ୍ରୋଜେକ୍ଟ ପାଇଁ ୧୦୦ କୋଟି ଟଙ୍କା ମଂଜୁର ହୋଇଛି । ଏହାସହ କୋଷ୍ଟ କେନାଲ କାମ…