Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ଆରମ୍ଭ ହେଲା ମହାଯଜ୍ଞ
ଶ୍ରୀକ୍ଷେତ୍ର ହୋଇଛି ଉତ୍ସବମୁଖର ଓ ଶ୍ରୀଜଗନ୍ନାଥ ମନସ୍କ ହୋଇଛନ୍ତି ଭକ୍ତ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଏହି ଭବ୍ୟ ଆୟୋଜନକୁ ଚର୍ମଚକ୍ଷୁରେ ଦେଖିବା ପାଇଁ ଆରମ୍ଭ ହୋଇଛି ଭକ୍ତଙ୍କ ଭିଡ଼। ଲୋକାର୍ପଣ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ ସହ ପରିକ୍ରମା ପ୍ରକଳ୍ପକୁ ପ୍ରଦକ୍ଷିଣ କରି ଅନୁଭବ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ଆଜିଠୁ ୩ଦିନ ଧରି ଚାଲିବ ଯଜ୍ଞ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜିଠୁ ୩ଦିନ ଧରି ଚାଲିବ ଯଜ୍ଞ । ସକାଳୁ ଆରମ୍ଭ ହୋଇଛି ଯଜ୍ଞ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ଅଙ୍କୁର ପୂଜନ, ମଣ୍ଡଳ ସ୍ଥାପନ ହୋଇସାରିଥିବା ବେଳେ ୩ଦିନ ଧରି ଚାଲିବ ଯଜ୍ଞ ।…
ଆଜିଠୁ ଆରମ୍ଭ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା
ବରଗଡ଼ : ଆଜିଠୁ ୧୧ଦିନ ଧରି ଚାଲିବ ମହାରାଜ କଂସଙ୍କ ଶାସନ । ପ୍ରଥମ ଦିନରେ ଦେବକୀ-ବସୁଦେବ ବିବାହ , ଦୈବବାଣୀ, ଉଗ୍ରସେନକୁ ଗାଦିଚ୍ୟୁତ କରି ଆରମ୍ଭ ହେବ କଂସ ମହାରାଜାଙ୍କ ରାଜୁତି । ୧୧ଦିନ ଧରି ଚାଲିବାକୁ ଥିବା ଧନୁଯାତ୍ରାରେ ମେଳା ମହୋତ୍ସବ ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ…
କାଲିଠୁ ଆରମ୍ଭ ହେବ ୭୬ ତମ ବିଶ୍ଵ ପ୍ରଶିଦ୍ଧ ଧନୁଯାତ୍ରା
ବରଗଡ଼: ସୋମବାରଠାରୁ ଆରମ୍ଭ ହେବ ୭୬ ତମ ବିଶ୍ଵ ପ୍ରଶିଦ୍ଧ ଧନୁଯାତ୍ରା । କାଲିଠାରୁ ୧୧ ଦିନ ପର୍ଯ୍ୟନ୍ତ ବରଗଡରେ ଜିଲ୍ଲାପ୍ରଶାସନ ବଦଳରେ ଚାଲିବ ମହାରାଜା କଂସଙ୍କ ରାଜୁତି। ଏନେଇ ସାରା ବରଗଡ଼ ସହର ଚଳଚଂଚଳ ହୋଇଉଠିଥିବା ବେଳେ ମଥୁରା ଠାରୁ ଆରମ୍ଭ କରି ଗୋପପୁର ପର୍ଯ୍ୟନ୍ତ ସମସ୍ତ ପ୍ରସ୍ତୁତି…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ…
ପରିକ୍ରମା ଲୋକାର୍ପଣ: ଆଜି ତୋରଣ ଓ ଧ୍ବଜା ସ୍ଥାପନ
ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ଚାଲିଛି ଆଦ୍ୟପୂଜା । ଆଜି ଧ୍ବଜା ଓ ତୋରଣ ସ୍ଥାପନ କରାଯିବା ପାଇଁ ସକାଳୁ ରୀତିନୀତି ଅନୁଯାୟୀ ପୂଜା ଚାଲିଛି । ଆସନ୍ତାକାଲି ମକର ସଂକ୍ରାନ୍ତିଠାରୁ ଆରମ୍ଭ ହେବ ମହାଯଜ୍ଞ । ଏଥିପାଇଁ ପୁରୀ ଏବେ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ପୁରୀରେ କଡ଼ା ସୁରକ୍ଷା
ପୁରୀ: ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ବ୍ରାହ୍ମଣବରଣ ସହ ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ଏନେଇ କନା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଗୁଆଟେକା ସହ ସମ୍ପନ୍ନ ହୋଇଛି ମହାଯଜ୍ଞର ଆଦ୍ୟପର୍ବ ଅଙ୍କୁରରୋପଣ। ବରଣ ହୋଇଥିବା…
ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରା ଗିରଫ
ଅନୁଗୋଳ :ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରା ଗିରଫ । ତାଳଚେର ଆରଟିଓର ଓଏମ୍ଭିଡି (ଓଡ଼ିଶା ମୋଟର ଯାନ ବିଭାଗ) ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ତାଙ୍କଠାରୁ ମୋଟ ୨୪ ଲକ୍ଷ ୨୭ ହଜାର ୯୦୦ ଟଙ୍କା ଜବତ କରାଯାଇଛି। ଗତକାଲି…
ହାଇଟେକ୍ ବିସ୍ଫୋରଣର ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟ ସରକାର ହାଇଟେକ୍ ହସ୍ପିଟାଲରେ ଏସି ବିସ୍ଫୋରଣର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।କେଉଁ ପରିସ୍ଥିତିରେ ହସ୍ପିଟାଲରେ ଏସି ବିସ୍ଫୋରଣ ହେଲା, ଗୁରୁତର ଅବସ୍ଥାରେ ସେମାନଙ୍କୁ କିଭଳି ଚିକିତ୍ସା ସୁବିଧା ଯୋଗାଇ ଦିଆଯାଇଥିଲା ଓ ମୃତକଙ୍କ ପରିବାରକୁ ଏ ସମ୍ପର୍କରେ ସଠିକ୍ ସୂଚନା…
ବାରିପଦାରେ ପହଞ୍ଚିଲା ସିମୁଳିଆ ବିଡିଓଙ୍କ ମୃତଦେହ
ବାରିପଦା: ବାରିପଦାରେ ପହଞ୍ଚିଲା ସିମୁଳିଆ ବିଡିଓଙ୍କ ମୃତଦେହ । ଗତକାଲି ସରକାରୀ ବାସଭବନରୁ ସିମୁଳିଆ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ବେକରେ ଗାମୁଛା ଲଗାଇ ଫ୍ୟାନରେ ଝୁଲିପଡିଥିଲେ ବିଡିଓ । ଦୁଇ ମାସ ତଳେ ବିଡିଓ ଭାବେ ବିଶ୍ୱରଂଜନ ମହାନ୍ତି ସିମୁଳିଆରେ…