Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Odisha
All about all odisha state news updates
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା। ବିଜେଡିରୁ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ଇସ୍ତଫା ଦେଇଥିବାବେଳେ ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ମଧ୍ୟ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଉଭୟେ ଇସ୍ତଫା…
ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
ଦିନକୁ ଦିନ ଭୁଶୁଡ଼ୁଛି ମାଓଗଡ଼। ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍ଏମ୍ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ସମସ୍ତଙ୍କ ମୁଣ୍ଡରେ ମୋଟ ୯୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା…
ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ ଆଜି ଅନୁଷ୍ଠିତ ହୋଇଛି। ଗୃହରେ ମନ୍ଦିର ଅନୁଦାନ ବୃଦ୍ଧି ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ସ୍ଥିତି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ…
ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
ଓଡ଼ିଶା ବିଧାନସଭାର ପ୍ରଶ୍ନକାଳ ସମୟରେ ଏକ ଅଭିନବ ତଥା ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ଯେଉଁ ଗୃହ ଓଡ଼ିଆ ଗୌରବ ଓ ସ୍ୱାଭିମାନର ପ୍ରତୀକ, ସେଠାରେ ଓଡ଼ିଆ ଭାଷା ପରିବର୍ତ୍ତେ ବିଧାୟକମାନେ ବଙ୍ଗାଳି ଭାଷାରେ ପରସ୍ପରକୁ ଆରୋପ ପ୍ରତ୍ୟାରୋପ କରିବାରେ ମାତିଥିଲେ। ଏହି ଘଟଣା ସାଧାରଣରେ 'ଓଡ଼ିଆ…
ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
ଆଜି ହେଉଛି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ । ଗତକାଲି ଉଠିଥିଲା ଧାନମଣ୍ଡି ଓ ନାରି ନିର୍ଯାତନା ପ୍ରସଙ୍ଗ । ଆଜି ଗୃହ ସ୍ୱାଭାବିକ ଚାଲିବ ନା କମ୍ପିବ ତାଉପରେ ନଜର । ତୃତୀୟ ଦିନରେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଗୃହ ବେଶ ସରଗରମ ହୋଇପାରେ ।
ଆଜି ମହିଳା ଶିଶୁ ବିକାଶ,…
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅତିରିକ୍ତ ବଜେଟ୍ ମାଧ୍ୟମରେ ଓଡ଼ିଶାର…
ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ ,ଗୃହରେ ଆଗତ ହେବ ଅତିରିକ୍ତ ବଜେଟ
ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ । ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନ ୪ଟାରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ। କଂଗ୍ରେସ…
ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର
ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି । ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ ସ୍ମରଣ କରି କହିଥିଲେ ଯେ ସେ…
ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଥମଥର ପାଇଁ ବିଧାନସଭାରେ ଦେବେ ଉଦ୍ବୋଧନ
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ପ୍ରଥମଥର ପାଇଁ ବିଧାନସଭାରେ ଉଦ୍ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବରୁ କୌଣସି ରାଷ୍ଟ୍ରପତି ବିଧାନସଭାରେ ଉଦ୍ବୋଧନ ଦେଇନଥିଲେ । ତେଣୁ ରାଷ୍ଟ୍ରପତିଙ୍କ…
ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ, ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ
ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ ହେମେନ୍ଦ୍ର…