Browsing Category

Odisha

All about all odisha state news updates

ଦିଲ୍ଲୀର ଏନଜିଓ କର୍ମୀଙ୍କୁ ମାଡ଼ ଘଟଣାରେ ଆଉ ୪ଜଣଙ୍କୁ ବାନ୍ଧିଲା ପୋଲିସ, ଗିରଫ ସଂଖ୍ୟା ୨୦କୁ ବୃଦ୍ଧି

ରାୟଗଡ଼ା: କଲ୍ୟାଣସିଂହପୁର ଭିଡ଼ ହିଂସା ଓ ବର୍ବରତା ଘଟଣା ପୁଣି ଥରେ ରାଜ୍ୟକୁ ଲଜ୍ଜିତ କରିଛି। ଜଣେ ମହିଳାଙ୍କୁ ବିବସ୍ତ୍ର କରି ପିଟିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଘଟଣାରେ ରାଜନୀତି ବି ଆରମ୍ଭ ହୋଇଗଲାଣି। ହେଲେ ଏସବୁ ଭିତରେ ଘଟଣାକୁ ନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି…

‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ ଓଡିଶାର ହସ୍ତତନ୍ତ ବୁଣାକାର…

ରାଷ୍ଟ୍ରପତିଙ୍କ ଗାଁକୁ ମୋଦୀଙ୍କ ବଡ ଭେଟି

ରାଇରଙ୍ଗପୁରରେ ମୋଦୀଙ୍କ ଅଭିଭାଷଣ। ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷ ପୂର୍ତ୍ତି ଅବସରରେ ରାଇରଙ୍ଗପୁର ସମାବେଶରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଅଭିଭାଷଣରେ ରାଷ୍ଟ୍ରପତିଙ୍କୁ ଆଜି ଜନ୍ମଦିନ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ ମୟୂରଭଞ୍ଜ ଝିଅ ଆଜି…

ମୟୂରଭଞ୍ଜରେ ମହାମେଳି: ଗୋଟିଏ ମଞ୍ଚରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଓଡ଼ିଶାକୁ ୪୭,୬୦୦ କୋଟିର ଭେଟି

​ରାଇରଙ୍ଗପୁର:ମୟୂରଭଞ୍ଜ ପାହାଡ଼ପୁରରେ ଆଜି ଏକ ଐତିହାସିକ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପ୍ରକାଣ୍ଡ ଜନସଭାରେ ଗୋଟିଏ ମଞ୍ଚରେ ଏକାଠି ଉପସ୍ଥିତ ରହିଛନ୍ତି ଦେଶର ଦୁଇ ଶୀର୍ଷ ନେତୃତ୍ୱ — ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଭବ୍ୟ କାର୍ଯ୍ୟକ୍ରମରେ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ: ଶୁଭେଚ୍ଛା ପତ୍ର ଓ ସ୍ମାରକୀ ପ୍ରଦାନ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

​ ​ରାଇରଙ୍ଗପୁର:ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପବିତ୍ର ଜନ୍ମଦିବସ ଅବସରରେ ତାଙ୍କୁ ସାରା ଦେଶରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଏହି କ୍ରମରେ ମୟୂରଭଞ୍ଜ ଗସ୍ତ ସମୟରେ ମାନ୍ୟବର ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…

ପାହାଡ଼ପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ହାତ ହଲାଇ ଜନତାଙ୍କୁ ଜଣାଇଲେ ଅଭିବାଦନ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସ୍ୱତନ୍ତ୍ର ବାୟୁସେନା ହେଲିକପ୍ଟର ଯୋଗେ ଆସି ସେ ପାହାଡ଼ପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ହେଲିପ୍ୟାଡ୍ ଚାରିପାଖରେ ହଜାର ହଜାର ଲୋକଙ୍କ…

ଆସନ୍ତାକାଲିର ସଭା ଭାରତ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ : ମନମୋହନ ସାମଲ

ଆସନ୍ତାକାଲି ୨୦ ଜୁନ୍‌ରେ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ ଭାରତବର୍ଷର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତି କାର୍ଯ୍ୟକ୍ରମରେ ଯୋଗଦେବାକୁ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି । ଉଭୟେ ରାଇରଙ୍ଗପୁରଠାରେ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କ୍ରମରେ ରାଷ୍ଟ୍ରପତି ପ୍ରଥମେ ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ଅବଶ୍ୟ ପ୍ରତିକୂଳ ପାଗ ଯୋଗୁ ଏଠାରେ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ପଶ୍ଚିମବଙ୍ଗର…

କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ ଘରେ ୮ ଜଣ ଜିଆରପି କର୍ମଚାରୀଙ୍କୁ ରଖି କାମ କରାଉଥିଲେ ବରିଷ୍ଠ ଆଇପିଏସ ଅଧିକାରୀ…

ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ସରକାରୀ ନିର୍ଦ୍ଦେଶନାମା ଅନୁସାରେ, ବରିଷ୍ଠ ଆଇପିଏସ ଅଧିକାରୀ ଦୟାଲ ଗାଙ୍ଗୱାରଙ୍କୁ ତୁରନ୍ତ ନିଲମ୍ବିତ ବା ସସପେଣ୍ଡ କରାଯାଇଛି । ପୂର୍ବତନ ଏଡିଜିପି ରେଳବାଇ ଓ ମୁଖ୍ୟାଳୟ ତଥା ବର୍ତ୍ତମାନର ଗୃହ ବିଭାଗ ଓଏସଡି ଭାବେ କାର୍ଯ୍ୟରତ ଗାଙ୍ଗୱାର…

କୋଟପାଡ଼ ଏଡିଇଙ୍କ ଘରେ ଭିଜିଲାନ୍ସ ରେଡ୍ , ଜବତ ହେଲା ୩୨ଟି ଦାମୀ ପ୍ଲଟ୍ ଓ ୨ଟି ଫାର୍ମହାଉସ୍

କୋଟପାଡ଼ ଏଡିଇଙ୍କ ଘରେ ଭିଜିଲାନ୍ସ ରେଡ୍ । ଜବତ ହେଲା ୩୨ଟି ଦାମୀ ପ୍ଲଟ୍ ଓ ୨ଟି ଫାର୍ମହାଉସ୍! । ରାଜ୍ୟରେ ଦୁର୍ନୀତି ବିରୋଧରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି । କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ୍ ର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟର (AEE)…