Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ‘କୃଷି ଓଡ଼ିଶା-୨୦୨୪’
ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ‘କୃଷି ଓଡ଼ିଶା-୨୦୨୪’ । ଭୁବନେଶ୍ବରରେ ହେବ ମହିଳାଙ୍କ ବିଶାଳ ସମାବେଶ । ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମାବେଶକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାମିଲ ହେବେ ୫ ହଜାର ମହିଳା ଚାଷୀ, ୨ ହଜାର ଏସଏଚଜି ମହିଳା ଓ…
ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଦୁର୍ଘଟଣା ଗ୍ରସ୍ତ
ଟିଟିଲାଗଡ଼: ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇଛି । କାମ ସାରି ଘରକୁ ଫେରୁଥିବାବେଳେ ମନ୍ତ୍ରୀଙ୍କ ଗାଡିକୁ ପିଟିଲା ପିକଅପ୍ ଭ୍ୟାନ । ଦୁର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ଗାଡିର ବ୍ୟାପକ କ୍ଷତି ହୋଇଛି । ମିଳିଥିବା ସୂଚନା ଅନୁସାରେ ଗତକାଲି…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆଜିଠୁ ଆରମ୍ଭ ହେବ ଯଜ୍ଞ ପ୍ରକ୍ରିୟା
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆଜିଠୁ ଆରମ୍ଭ ହେବ ଯଜ୍ଞ ପ୍ରକ୍ରିୟା । ୬ ଦିନ ବ୍ୟାପୀ ଯଜ୍ଞ ଅନୁଷ୍ଠିତ ହେବ । ଗଜପତି ମହାରାଜା ଯଜ୍ଞ ପାଇଁ ଆଚାର୍ଯ୍ୟ ବରଣ କରିବେ । ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ :ନୂଆରୂପରେ ଆତ୍ମପ୍ରକାଶ କରିବାକୁ ଯାଉଛି ଶ୍ରୀକ୍ଷେତ୍ରର କଳେବର।
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଶ୍ରୀମନ୍ଦିର ଚୌହଦିର ବିକାଶ କରୁଛନ୍ତି ରାଜ୍ୟ ସରକାର। ସବୁଜିମାମୟ ହେବ ପରିକ୍ରମା ମାର୍ଗ। ସବୁଜ ବଳୟରେ ଚକା ଆଖି ସଂଦର୍ଶନ କରିବେ ଭକ୍ତ। ପାହାଚ ଭଳି ସଜେଇ ହେବ ବୃକ୍ଷରାଜି। ଲ୍ୟାଣ୍ଡିସ୍କେପିଂ ଅଞ୍ଚଳରେ ଏଭଳି ନିଆରା ଅନୁଭବ ନେବେ ଭକ୍ତ।…
ଫାଇଭ-ଟି ଅଧ୍ୟକ୍ଷଙ୍କ ବଡ ସୂଚନା
ଆଗାମୀ ଦିନରେ ଆଶା ଏବଂ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବଢିବା ଖବର ସାମ୍ନାକୁ ଆସିଛି । ଏନେଇ ନବରଙ୍ଗପୁର ଫାଇଭ-ଟି ଅଧ୍ୟକ୍ଷଙ୍କ ବଡ ଘୋଷଣା କରିଛନ୍ତି । କମ୍ୟୁନିଟି ସେଣ୍ଟର କର୍ମଚାରୀଙ୍କ ମଧ୍ୟ ଦରମା ବଢିବ ବୋଲି କୁହାଯାଉଛି । ଏମବିକେ ଏବଂ ସିଆରପିଙ୍କ ଦରମା ବୃଦ୍ଧି ପାଇଁ ଯୋଜନା ଚାଲିଛି ।…
ନବରଙ୍ଗପୁର ରାଇଘର ଗସ୍ତରେ ଭି କେ ପାଣ୍ଡିଆନ୍
ଉମରକୋଟ: 5T ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ଙ୍କ ନବରଙ୍ଗପୁର ଜିଲ୍ଲାର ରାଇଘର ଗସ୍ତ । ସଭାରେ ପ୍ରାୟ ୪୫ ମିନିଟ ଧରି ଉପସ୍ଥିତ ରହିବା ପରେ ସେ ଲକ୍ଷ୍ମୀପୁରକୁ ଗସ୍ତ କରିବେ ବୋଲି ସୂଚନା ମିଳିଛି । ଗତ ଦୁଇ ଦିନ ଧରି ଜିଲ୍ଲାସ୍ତରୀୟ ଅଧିକାରୀ ତଥା ଜିଲ୍ଲା…
ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର
ମାଲକାନଗିରି: ସ୍ବାଭିମାନ ଅଞ୍ଚଳରେ ଉଇଁଲା ନୂଆ ସୂର୍ଯ୍ୟ । ରୂପାନ୍ତରଣ ଅଧ୍ୟାୟରେ ମାଲକାନଗିରି । ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । 5T ଅଧ୍ୟକ୍ଷ କାର୍ତ୍ତିକ…
ପୁରୀରେ ୫ଶହରୁ ଅଧିକ ଲାଗିବ ସିସିଟିଭିି କ୍ୟାମେରା
ପୁରୀ: ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୧୭ ତାରିଖରେ ପୁରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ଦୃଷ୍ଟିରେ ରଖି ପୁରୀ ସହରକୁ ସୌନ୍ଦର୍ୟ୍ୟମୟ କରିବା ପାଇଁ ଯୁଦ୍ଧକାଳୀନ…
ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଲେ
ଭୁବନେଶ୍ୱର: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜେଡି ଉପରେ ବର୍ଷିଛନ୍ତି । ତେବେ ଇସ୍ତଫା ଦେବା ପରେ ସେ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଚ୍ଛା କରିଥିଲି । କିନ୍ତୁ ଭେଟିବାକୁ ଦିଆଗଲାନି…
ହେଭିଓ୍ବେଟ୍ ନେତାମାନେ ସାଂସଦ ପ୍ରାର୍ଥୀ ହେବାକୁ ପ୍ରସ୍ତାବ
କଂଗ୍ରେସ ରାଜନୈତିକ ବ୍ୟାପାର କମିଟି ବୈଠକରେ ମଧ୍ୟ ୨୦୨୪ରେ ଓଡ଼ିଶାର ବରିଷ୍ଠ କଂଗ୍ରେସ ନେତାମାନେ ସାଂସଦ ପ୍ରାର୍ଥୀ ହେବା ନେଇ ଆଲୋଚନା ହୋଇଛି । ସୁରେଶ ରାଉତ କହିଛନ୍ତି, ବରିଷ୍ଠ ନେତାମାନେ ନିର୍ବାଚନ ନ ଲଢ଼ିବା ଉଚିତ। ଯାହାକୁ ନେଇ କଂଗ୍ରେସ ଶିବିର ଉଷ୍ମ ହୋଇଛି । ସାଂଗଠନିକ…