Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା ଆରମ୍ଭ
ହୀରାକୁଦ ଜଳଭଣ୍ଡାରର ୫୦୦ ବର୍ଗ କିଲୋମିଟର ମଧ୍ୟରେ ପକ୍ଷୀ ଗଣନା କରାଯାଉଛି। ସକାଳ ୬ଟାରୁ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ, ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପକ୍ଷୀ ଗଣାଯିବ। ହୀରାକୁଦ ଓ୍ବାଇଲ୍ଡ ଲାଇଫ ଡିଭିଜନ ପକ୍ଷରୁ ସମ୍ବଲପୁର, ଝାରସୁଗୁଡା ଓ ଛତିଶଗଡ ସଂଲଗ୍ନ ଜଳଭଣ୍ତାରରେ ପକ୍ଷୀ ଗଣନା…
ଆଜିଠୁ ଧର୍ମଘଟକୁ ଓହ୍ଲାଇବେ ପରିବହନ ଶ୍ରମିକ
ରାଜ୍ୟବ୍ୟାପୀ ଧର୍ମଘଟ କରିବେ ପରିବହନ ଶ୍ରମିକ ସଂଘର ସଦସ୍ୟ । ନୂଆ ହିଟ ଆଣ୍ଡ ରନ୍ ଆଇନକୁ ପ୍ରତ୍ୟାହାର ଦାବିରେ ଧର୍ମଘଟ କରୁଛି ଓଡ଼ିଶା ପରିବହନ ଶ୍ରମିକ ସଂଘ । ଡ୍ରାଇଭର ସଂଘର ଆନ୍ଦୋଳନ ପରେ ପରିବହନ ଶ୍ରମିକ ସଂଘ ମଧ୍ୟ ଧର୍ମଘଟକୁ ଓହ୍ଲାଇଛି । ଫଳରେ ସାଧାରଣ ଜନତାଙ୍କ ଉପରେ ପରୋକ୍ଷ ଭାବରେ…
ମାଲକାନଗିରି ବିମାନ ବନ୍ଦରରେ ଟ୍ରାଏଲ ରନ୍ କଲା ବିମାନ
ମାଲକାନଗିରି:ଆଜି ମାଲକାନଗିରି ବିମାନ ବନ୍ଦରରେ ଟ୍ରାଏଲ ରନ୍ ହୋଇଛି । ପରୀକ୍ଷା ମୂଳକ ଭାବେ ଅବତରଣ କରିଛି ଭିଟି ୧୦୦ ବିମାନ । ଅବତରଣ ପରେ ପାଇଲଟ୍ ପୂରା ବିମାନ ବନ୍ଦରକୁ ଯାଞ୍ଚ କରିଛନ୍ତି । ଯାଞ୍ଚ ପରେ ବିମାନ ବନ୍ଦରର ପ୍ରସ୍ତୁତିକୁ ଖୁବ୍ ପ୍ରଂଶସା କରିଛନ୍ତି ପାଇଲଟ୍ । ଆସନ୍ତା ୯…
ଖାଦ୍ୟ ମସଲାର ମେଳା ଶିଶିର ସରସ-୨୦୨୪
ବନେଶ୍ବର: ଆରମ୍ଭ ହେଲା ଶିଶିର ସରସ-୨୦୨୪ । ଏହି ଜାତୀୟ ସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ମେଳାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ । ଉଦଘାଯନୀ ଉତ୍ସବରେ…
ସମ୍ବଲପୁରରେ ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜାକବ ଗୁରୁତର
ସମ୍ବଲପୁର: ସମ୍ବଲପୁରରେ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଜାକବ ଗୁରୁତର ଆହତ ହୋଇଛି। ତାକୁ ବୁର୍ଲା ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। ଜାକବ ମଦ ଦୋକାନ ଚୋରି ଅଭିଯୋଗରେ ସମ୍ପୃକ୍ତ ଥିଲା। ତା’ ଛଡ଼ା ଅନ୍ୟ ୧୧ ଅଭିଯୁକ୍ତଙ୍କୁ ପୁଲିସ୍ ଗିରଫ କରିଛି। ଶୁକ୍ରବାର ବିଳମ୍ବିତ ରାତିରେ…
ମୁଖ୍ୟମନ୍ତ୍ରୀଙ୍କୁ ମା’ ସମଲେଶ୍ବରୀଙ୍କ ନିମନ୍ତ୍ରଣ
ଭୁବନେଶ୍ବର: ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ପରେ ମାସ ଶେଷ ବେଳକୁ ହେବ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏଥିପାଇଁ ଏକାମ୍ର କ୍ଷେତ୍ରରେ ପହଞ୍ଚିଛି ମା’ ସମଲେଶ୍ବରୀଙ୍କ ନିମନ୍ତ୍ରଣ ପତ୍ର । ମହାପ୍ରଭୁ ଲିଙ୍ଗରାଜ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମା’ ସମଲେଶ୍ବରୀଙ୍କ…
ହାଇଟେକ୍ ହସ୍ପିଟାଲ ବିସ୍ଫୋରଣର କରୁଣ କାହାଣୀ, ଶବକୁ ନେଇ ବଢିଲା ସସପେନ୍ସ
ଭୁବନେଶ୍ବର: ହାଇଟେକ୍ ହସ୍ପିଟାଲ ଟ୍ରାଜେଡି । ଦ୍ଵନ୍ଦକୁ ଦୂର କରିବା ଲାଗି ତୃତୀୟ ମୃତଦେହ ପୋଲିସକୁ ହସ୍ତାନ୍ତର କଲା ହାଇଟେକ ହସ୍ପିଟାଲ । ଦିଲ୍ଲୀପ ସାମନ୍ତରାୟଙ୍କ ମୃତଦେହ ନା ଆଉ କାହାର ସେନେଇ ହେବ ଡିଏନଏ ଟେଷ୍ଟ । ଦିଲ୍ଲୀପଙ୍କ ମାଆଙ୍କ ସ୍ବାସ୍ଥ୍ୟର ଦାୟିତ୍ବ ନେବ ହସ୍ପିଟାଲ । ମୃତକଙ୍କ…
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ
କେନ୍ଦ୍ରାପଡ଼ା : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ । କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଫଳରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ୯ ଦିନ ଧରି ପର୍ଯ୍ୟଟକ ଭିତରକନିକାକୁ ଯାଇପାରିବେ ନାହିଁ । ମହାକାଳପଡା , ରାଜନଗର, ଗହିରମଥା, କନିକା, ରାଜନଗର ସମେତ ୫ଟି…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ବୈଠକ: ସଭାସ୍ଥଳରେ ବସିବେ ୬୫୦ ଓ ଯଜ୍ଞସ୍ଥଳରେ ଶହେ ଅତିଥି
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ନେଇ ଗଜପତି ମହରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ରାଜନଅରରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ, ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସମେତ ଶ୍ରୀମନ୍ଦିର…