Trending
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
Browsing Category
Odisha
All about all odisha state news updates
ପାଟଣା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ୍
କେନ୍ଦୁଝରର ପାଟଣା ନିର୍ବାଚନ ମଣ୍ଡଳୀରେ ଆଜି ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ୍ । ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ । ଆଉ କହିଥିଲେ, ଆମ ମୁଖ୍ୟମନ୍ତ୍ରୀ ଆଦିବାସୀ ଭାଇ ଭଉଣୀମାନଙ୍କୁ ବହୁତ ଭଲ ପାଆନ୍ତି । ଆଦିବାସୀ ଭାଇ, ଭଉଣୀମାନଙ୍କ ପରିଚୟ ହେଉଛି କଳା,…
୭୫ରୁ ଅଧିକ ସିଟରେ ବିଜେପିର ବିଧାନସଭା ପ୍ରାର୍ଥୀ ବିଜୟୀ ହେବେ – ଅମିତ ଶାହ
ଏଥର ୭୫ରୁ ଅଧିକ ସିଟରେ ବିଜେପିର ବିଧାନସଭା ପ୍ରାର୍ଥୀ ବିଜୟୀ ହେବେ। ସମ୍ବଲପୁର ଅଇଁଠାପାଲି ପିଏଚ୍ଡ଼ି ପଡ଼ିଆରେ ଆୟୋଜିତ ବିଶାଳ ଜନ ସମାବେଶରେ ଉଦବୋଧନ ଦେଇ ଏହା କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।ଅମିତ ଶାହ ଆହୁରି କହିଛନ୍ତି, ଦେଶରେ ପଞ୍ଚମ ପର୍ଯ୍ୟାୟରେ ମୋଦୀଙ୍କୁ ୩୧୦…
ଆଜି ଓଡ଼ିଶା ଆସୁଛନ୍ତି ଶାହା
୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା…
କ୍ଷମା ମାଗିଲେ ସମ୍ବିତ ପାତ୍ର
ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି।ସମ୍ବିଟ ପାତ୍ର ରାତି ପ୍ରାୟ ୧ଟା ସମୟରେ ସୋସିଆଲ ମିଡିଆ…
ଦ୍ୱିତୀୟ ଥର ପାଇଁ ରୋଡ ସୋ’ କରିଛନ୍ତି ନବୀନ
ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ’ ଆରମ୍ଭ କରିଛନ୍ତି । ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ…
୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ରାଜ୍ୟରେ ଅପରାହ୍ଣ ୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୫୩.୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ୪୬.୨୩ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୪୮.୯୬ ପ୍ରତିଶତ, କନ୍ଧମାଳ ୪୮.୯୩ ପ୍ରତିଶତ, ବଲାଙ୍ଗୀରରେ ୪୬.୯୬ ପ୍ରତିଶତ ମତଦାନ ହୋଇଛି ।…
ନିର୍ବାଚନ ସମୟରେ ହତ୍ୟାକାଣ୍ଡ ,ଦୁଇ ଗୋଷ୍ଠୀ ମଧ୍ୟରେ ବଚସା , ଭୁଜାଲି ମାଡରେ ଜଣେ ମୃତ
ସାଧାରଣ ନିର୍ବାଚନ ସମୟରେ ଘଟିଛି ହତ୍ୟାକାଣ୍ଡ । ବରଗଡ ନିକଟ ସଦର ଥାନା ଅନ୍ତର୍ଗତ ସରସରା ଗାଁ ଘଟଣା ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇଦେଇଛି । ବୁଥରେ ଦୁଇ ଗୋଷ୍ଠୀ ମଧ୍ୟରେ ବଚସାରୁ ଜଣେ ଅଟୋ ଡ୍ରାଇଭରକୁ ଏକ ଗୋଷ୍ଠୀ ଭୁଜାଲି ଆକ୍ରମଣ କରି ହତ୍ୟା କରିଛନ୍ତି । ମୃତକଙ୍କ ନାଁ ବିଶ୍ୱନାଥ ମେହେର…
ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ ବିକାଶ କରିପାରିବ ବୋଲ ସେ କହିଛନ୍ତି।…
ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ , ଫୋକସରେ ମୁଖ୍ୟମନ୍ତ୍ରୀ ଲଢୁଥିବା ୨ ଆସନ
ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛିବେ ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦର ନେତା ବାଛିବେ । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୩୦୫ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ୫ଟି ଲୋକସଭା…
ଦିନ ୧୧ଟା ସୁଦ୍ଧା ୨୧.୦୭% ଭୋଟିଙ୍ଗ
ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଦେଉଛି ଓଡିଶା ।ଏଥିପାଇଁ ଭୋଟରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଦିନ ୧୧ଟା ସୁଦ୍ଧା ୨୧.୦୭% ଭୋଟିଙ୍ଗ । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ମୁତାବକ, ଝାରସୁଗୁଡାରେ ସର୍ବାଧିକ ୨୫.୩୨ ପ୍ରତିଶତ ମତଦାନ ହୋଇଥିବାବେଳେ ବଲାଙ୍ଗୀରରେ ସର୍ବନିମ୍ନ ମତଦାନ…