Trending
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
Browsing Category
Odisha
All about all odisha state news updates
ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ଭୋଟ୍ ପଡିଛି
ଆଜି ଭୋଟ୍ ଦେଉଛି ଓଡିଶା । ଓଡିଶାର ୫ ସଂସଦୀୟ କ୍ଷେତ୍ର ସହ ଆଜି ୩୫ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ମିଳିଥିବା ସୂଚନା ମୁତାବକ, ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ଭୋଟ୍ ପଡିଛି । ବରଗଡ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୯.୩୨% ଭୋଟ୍ ପଡିଛି । ଏହାସହ ଆସ୍କା ସଂସଦୀୟ କ୍ଷେତ୍ରରେ…
ପୁରୀରେ ପ୍ରଧାନମନ୍ତ୍ରୀଙ୍କ ଶୋ’ ଆରମ୍ଭ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ରବିବାର…
ଶ୍ରୀମନ୍ଦିରରେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।ଏହି ଅବସରରେ ସେ ପୁରୀ ଲୋକ ସଭା ଏବଂ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଏହାପରେ ସେ ଅନୁଗୋଳ ଏବଂ କଟକଠାରେ…
ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ମତଦାନ ଆରମ୍ଭ
ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ମତଦାନ ଆରମ୍ଭ ହୋଇଛି। । ଏହି ପର୍ଯ୍ୟାୟରେ ଓଡ଼ିଶାର ୫ ଲୋକସଭା ଆସନ ଏବଂ ୩୫ ବିଧାନସଭା ଆସନରେ ମତଦାନ ଶାନ୍ତି ଶୃଙ୍ଖଳା ସହିତ ଜାରି ରହିଛି।ରାଜ୍ୟର ୭୬ ଲକ୍ଷ ୬୯ ୮୮୯ ଭୋଟର ଦ୍ବିତୀୟ ପର୍ଯ୍ୟାୟରେ ମତଦାନ କରୁଛନ୍ତି। ରାଜ୍ୟର ୧୧ ଜିଲ୍ଲାରେ ୯ ହଜାର…
ଆସନ୍ତାକାଲି ଓଡିଶାରେ ଅନୁଷ୍ଠିତ ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ,ଆଇନ ଶୃଙ୍ଖଳାକୁ ନେଇ ସୂଚନା ଦେଇଛନ୍ତି ଡିଜିପି
ଆସନ୍ତାକାଲି ଓଡିଶାରେ ଅନୁଷ୍ଠିତ ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ମତଦାନ ପୂର୍ବରୁ ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି । ଆଇନଶୃଙ୍ଖଳା ଉପରେ ତୀକ୍ଷଣ ଦୃଷ୍ଟି ରଖିବା ସହ ହିଂସା ଉପରେ ଜିରୋ ଟଲେରେନ୍ସ ନୀତି ଅବଲମ୍ବନ କରାଯାଇଥିବା ଡିଜି ସୂଚନା ଦେଇଛନ୍ତି ।…
ବାତ୍ୟା ସୃଷ୍ଟି ହେବାର କୌଣସି ପୂର୍ବାନୁମାନ କରାଯାଇ ନ ଥିବାରୁ ଭୟଭୀତ ହେବାର ଆବଶ୍ୟକତା ନାହିଁ – ପାଣିପାଗ…
ରବିବାର ଭୁବନେଶ୍ୱର ଆଇଏମଡି ନିର୍ଦ୍ଦେଶକ ମନୋରାମା ମହାନ୍ତି ସୂଚନା ଦେଇଛନ୍ତି ଯେ ବାତ୍ୟା ସୃଷ୍ଟି ହେବାର କୌଣସି ପୂର୍ବାନୁମାନ କରାଯାଇ ନ ଥିବାରୁ ଭୟଭୀତ ହେବାର ଆବଶ୍ୟକତା ନାହିଁ। ମହାନ୍ତି ସୂଚନା ଦେଇଛନ୍ତି ଯେ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଉପକୂଳରେ ମେ ୨୨ ରେ ଏକ ନିମ୍ନ ଚାପ ଅଞ୍ଚଳ…
କାଲି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ କରିବେ ରୋଡ ଶୋ
କାଲି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ କରିବେ ରୋଡ ଶୋ’ । ରୋଡ ଶୋ’ ପାଇଁ ଜାରି ହେଲା ଟ୍ରାଫିକ କଟକଣା । ପୁନମା ଗେଟରୁ ଆରମ୍ଭ ହେବ ରୋଡ ଶୋ’ । ଏକାମ୍ର ଛକ ଯାଏଁ ମୁଖ୍ୟମନ୍ତ୍ରୀ ରୋଡ ଶୋ କରିବେ । ଅପରାହ୍ଣ ୪ଟାରୁ ରୋଡ ଶୋ ଅରମ୍ଭ ହେବ । ରୋଡ ଶୋ ସରିବା ପର୍ଯ୍ୟନ୍ତ ରହିବ କଟକଣା । ଏହି ସମୟରେ…
କେନ୍ଦୁଝର ପ୍ରଚାର ମଞ୍ଚରୁ ଆଦିବାସୀ ଭୋଟରଙ୍କୁ ଭୋଟ ଅପିଲ କଲେ ଭି କେ ପାଣ୍ଡିଆନ୍
କେନ୍ଦୁଝରରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଭି କେ ପାଣ୍ଡିଆନ୍ ଚହିଛନ୍ତି , କେନ୍ଦୁଝରରେ ମେଡିକାଲ କଲେଜଠାରୁ ଆରମ୍ଭ କରି କଞ୍ଜିନିୟରିଙ୍ଗ କଲେଜ, ବ୍ୟାରେଜ୍ , ମା’ ତାରିଣୀଙ୍କ ମନ୍ଦିର ଉନ୍ନତିକରଣ ସବୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି । ଅନ୍ୟ ଜିଲ୍ଲାର ଆଦିବାସୀଙ୍କ ପରି…
ଆଜି ମୁଖ୍ୟମନ୍ତ୍ରୀ ୩ଟି ଜିଲ୍ଲାରେ ପ୍ରଚାର କରିବେ
ଆଜି ମୁଖ୍ୟମନ୍ତ୍ରୀ ୩ଟି ଜିଲ୍ଲାରେ ପ୍ରଚାର କରିବେ । କେନ୍ଦୁଝର, ଭଦ୍ରକ ଓ ସମ୍ବଲପୁରରେ ପ୍ରଚାର କରିବେ ନବୀନ । ପୂର୍ବାହ୍ନରେ କେନ୍ଦୁଝର ଯାଇ ସେଠାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ଗୋପୀନଥପୁରରେ ଜନସଭା କରିବେ ନବୀନ । ଏହାପରେ ଆନନ୍ଦପୁରରେ ମଧ୍ୟ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି…
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ
ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୁରୀରେ ତାଙ୍କର ଏକ ରୋଡ୍ ସୋ’ କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ପହଞ୍ଚିବେ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ।…