Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ବଡ଼ଦିନ ଓ ନୂଆବର୍ଷ ପାଇଁ ଖୋଲା ରହିବ ନନ୍ଦନକାନନ
ଭୁବନେଶ୍ବର: ବଡ଼ଦିନ ଓ ନୂଆବର୍ଷ ପାଇଁ ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି । ବଡ଼ଦିନ ପାଇଁ ଆସନ୍ତା ୨୫ ତାରିଖ ଓ ଜାନୁଆରୀ ପହିଲାରେ ପର୍ଯ୍ୟଟକଙ୍କ ପାଇଁ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରତି…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୩ ନକ୍ସଲ
ଛତିଶଗଡ଼ର ନକ୍ସଲ ପ୍ରବଣ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୩ ନକ୍ସଲ । ଦାନ୍ତେୱାଡର ଟୁମକାପାଲ ଓ ଡାବା କୁନ୍ନା ଗାଁ ମଧ୍ୟରେ ଏନକାଉଣ୍ଟର ହୋଇଛି । ଏହି ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ଖବର ମିଳିବା ପରେ ଡିଆରଜି, ସିଆରପିଏଫ ଓ ପୁଲିସ ପକ୍ଷରୁ ମିଳିତ ଅପରେସନ ଆରମ୍ଭ…
ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ
କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି । ଶ୍ରୀ ମୁଣ୍ଡା ଏହି ଅବସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର…
ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ହେଲେ ଅଜୟ କୁମାର
ନୂଆଦିଲ୍ଲୀ: କଂଗ୍ରେସ ପକ୍ଷରୁ ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳକୁ ନେଇ ଜାତୀୟ ରାଜନୀତିରେ ଚର୍ଚା ଜୋର ଧରିଛି । ବିଶେଷ କରି ଉତ୍ତରପ୍ରଦେଶ ରାଜନୀତିରେ ଏହାର ମହତ୍ବ ରହିଛି । ଓଡ଼ିଶାରେ ମଧ୍ୟ ପରିବର୍ତ୍ତନକୁ ନେଇ ଦଳ ଆଶାବାଦୀ ରହିଛି। ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ…
କୋଭିଡ଼ ଚିନ୍ତା: ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତକାଲି ଜଣେ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ଆଉ ଜଣେ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କୁ ମିଶାଇ ଆକ୍ଟିଭ କେସ ୨ରେ ପହଞ୍ଚିଛି । ୨୦ ଦିନର ବ୍ୟବଧାନ ପରେ ଗତକାଲି ଜଣେ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଦେଶରେ ବଢୁଥିବା କୋଭିଡ ସଂକ୍ରମିତଙ୍କ…
ପିହୁ ଅପହରଣ ଘଟଣାରେ ମାଷ୍ଟରମାଇଣ୍ଡ ସହ ୪ ଗିରଫ
ଦେବଗଡ଼: ପିହୁ ଅଗ୍ରୱାଲ ଅପହରଣ ଘଟଣାରେ ମାଷ୍ଟରମାଇଣ୍ଡ ସମେତ ୪ ଅଭିଯୁକ୍ତକୁ ଗିରଫ କଲା ଦେବଗଡ଼ ପୋଲିସ । ମାଷ୍ଟରମାଇଣ୍ଡ ଦେବଗଡ଼ ଥାନା ଅନ୍ତର୍ଗତ ନୂଆଗାଁର ହିମାଂଶୁ ନାରଙ୍ଗ ବୋଲି ଜଣାପଡିଛି ।ଗତ ୧୮ ତାରିଖ ସନ୍ଧ୍ୟାରେ ଟ୍ୟୁସନ ସାରି ଆଈ ସହ ଘରକୁ ଫେରୁଥିବା ବେଳେ ଜନଗହଳିପୂର୍ଣ୍ଣ…
ପୁଣି ପଥ ଉତ୍ସବ
ପୁଣି ପଥ ଉତ୍ସବ ଆୟୋଜିତ ହୋଇଛି। ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରୁ ରାମ ମନ୍ଦିର ପର୍ଯ୍ୟନ୍ତ ଚାଲିଛି ପଥ ଉତ୍ସବ। ଦିନ ୯ଟା ୩୦ ପର୍ଯ୍ୟନ୍ତ ପଥ ଉତ୍ସବ ଚାଲିଥିଲା। ଆଜିର କାର୍ଯ୍ୟକ୍ରମରେ ବଲିଉଡ୍ ଗାୟିକା ନିକିତା ଗାନ୍ଧୀ, ରାପର ବିଗ୍ଡିଲଙ୍କ ସହ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ ନିଜର କମାଲ…
ଓଡ଼ିଶାକୁ ଫେରିଲା କରୋନା
ରାଜ୍ୟରୁ ଜଣେ କୋଭିଡ ପଜିଟିଭ ଚିହ୍ନଟ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି । ଓଡ଼ିଶାରୁ ଚିହ୍ନଟ ପରେ ସଂକ୍ରମିତ ରାଜ୍ୟ ସଂଖ୍ୟା ୨୦ରେ ପହଞ୍ଚିଛି ।ସେପଟେ ସ୍ୱାସ୍ଥ୍ୟ…
ରାଜ୍ୟ ସରକାରଙ୍କ ଐତିହାସିକ ପଦକ୍ଷେପ
ରାଜ୍ୟକୁ ବିକାଶମୁହାଁ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ପ୍ରୟାସ କରି ଆସିଛନ୍ତି । ଏହି ମର୍ମରେ ରାଜ୍ୟରେ ୧୧,୯୬୯ ଜଣ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ୧୪୮୨ କୋଟିର ୭ଟି ପ୍ରକଳ୍ପକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । ଏକ ଐତିହାସିକ ପଦକ୍ଷେପ ସ୍ୱରୂପ…
ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ
କଟକ : ରାଜ୍ୟରେ ନୂଆ ଜିଲ୍ଲା ଗଠନ ଉପରେ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପ୍ରକ୍ରିୟା ଜାରି ରଖିପାରିବେ ବୋଲି ହାଇକୋର୍ଟ କହିଛନ୍ତି। ହାଇକୋର୍ଟଙ୍କ ଚୂଡ଼ାନ୍ତ ରାୟ ପରେ ହିଁ ରାଜ୍ୟ ସରକାର ନୂଆ ଜିଲ୍ଲା ଘୋଷଣା…