Trending
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
Browsing Category
Odisha
All about all odisha state news updates
ଆମ ଲୋକମାନେ ତାମିଲନାଡୁ ଯିବେ ଦାଦନ ଖଟିବାକୁ ଆଉ ତାମିଲନାଡୁରୁ ଲୋକ ଆସି ଆମର ମାଲିକ ହେବେ – ଧର୍ମେନ୍ଦ୍ର…
ବରଗଡ ଭଟଲିରେ ପ୍ରଚାର କଲେ ଧର୍ମେନ୍ଦ୍ର ପ୍ରଧାନ । ବରଗଡ ଲୋକସଭା ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ । କହିଲେ, ଆଜି ଦେଶରେ ମହିଳା, ଯୁବକ, କୃଷକ ଆଗରେ ରହିଛନ୍ତି । ନରେନ୍ଦ୍ର ମୋଦୀ ନିଜେ ଦାରିଦ୍ର୍ୟତାରୁ ଉପରକୁ ଉଠିକି ଆସଲିଥିଲେ । ତାଙ୍କ ମା’ ପର ଘରେ ବାସନ ମାଜୁଥିଲେ, ଆଉ ତାଙ୍କ ବାପା ଚା…
ଭୁବନେଶ୍ୱର ସାଲିଆ ସାହିରେ ହେମାମାଳିନୀ
ଭୁବନେଶ୍ୱର ସାଲିଆ ସାହିରେ ବିଜେପିର ଆଶୀର୍ବାଦ ସଭା । ସଭାରେ ଯୋଗଦେଲେ ହେମାମାଳିନୀ । ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ ମାଗିଲେ । ସେହିପରି ଭୁବନେଶ୍ୱରରେ ରାଜ୍ୟସରକାରଙ୍କ ବିଫଳତା କଥା କହିବା ସହ ମୋଦୀଙ୍କ ସଫଳତାକୁ କହିଥିଲେ ।
ହେମାମାଳିନୀ କହିଥିଲେ, ଏଠାରେ…
ଓଡ଼ିଶାର ବିକାଶ ପାଇଁ ଏବେ ଡବଲ ଇଞ୍ଜିନ୍ ସରକାର ଦରକାର – ହେମାମାଳିନୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟରେ ଦେଶବାସୀ ଖୁସି, ଓଡ଼ିଶାରେ ଏଥର ବିଜେପି ସରକାର କରିବ। ଭୁବନେଶ୍ବର ବିମାନବନ୍ଦର ବାହାରେ ବିଜେପିର ଷ୍ଟାର୍ ପ୍ରଚାରକ ହେମାମାଳିନୀ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି। ସେ ଆହୁରି କହିଛନ୍ତି, ରାଜ୍ୟର ୨୫ ବର୍ଷର ସରକାର…
ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ – ନବୀନ
ସମ୍ବଲପୁରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସରକାର ମାଗଣା ବିଜୁଳି…
ଆଜି ରାଉରକେଲା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଆଜି ରାଉରକେଲା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତକୁ ନେଇ ବେଶ ଉତ୍ସାହିତ ଅଛନ୍ତି ନେତାଠୁ ନେଇ କର୍ମୀ । ଆଜି କଣ କହିବେ ଶାହା? କଣ କମିଟମେଂଟ କରିବେ ଜନ ସାଧାରଣକୁ? ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ଦେବେ କି କିଛି ନୂଆ ଉପହାର? ଏଭଳି ଅନେକ…
ଭୁବନେଶ୍ୱରରେ ପ୍ରଚାର କରିବେ ହେମାମାଳିନୀ
ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ…
ଆଜି ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଆଜି…
ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ଆରମ୍ଭ
ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ୍ ସୋ’ । ୨୦୧୯ ନିର୍ବାଚନ ଭଳି ହାଇଟେକ୍ ବସରେ ପ୍ରଚାର କରୁଛନ୍ତି ନବୀନ । ବସ୍ ଉପରକୁ ଉଠି ହାତ ହଲାଇ ଅଭିବାଦନ ନେବା ସହ ନିଜ ପ୍ରାର୍ଥୀଙ୍କ ପାଇଁ କରୁଛନ୍ତି ପ୍ରଚାର । ଏହି ରୋଡ ଶୋ ୟୁନିଟ୍-୬ ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ।…
ଖଲ୍ଲିକୋଟ ହିଂସାକୁ ନେଇ ନିନ୍ଦା କଲେ ଧର୍ମେନ୍ଦ୍ର
ଖଲ୍ଲିକୋଟରେ ଅଭାବନୀୟ ପ୍ରାକ୍ ନିର୍ବାଚନୀ ହିଂସା ଘଟଣାରେ ବିଜେପି କାର୍ଯ୍ୟକର୍ତ୍ତା ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ବିଜେଡି କର୍ମୀଙ୍କ ଆକ୍ରମଣକୁ ଦୃଢ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଧର୍ମେନ୍ଦ୍ର କହିଛନ୍ତି ଯେ ଖଲ୍ଲିକୋଟରେ…
୨୪ ବର୍ଷରେ ବହୁତ ଅତ୍ୟାଚାର ସହିଲେଣି ଓଡ଼ିଶାବାସୀ, ଏବେ…- ଜେପି ନଡ୍ଡା
ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦୀ ସରକାରର ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ନିଜ ଅଭିଭାଷଣରେ ନଡ୍ଡା କହିଛନ୍ତି, ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ ଦେଶରେ ରାଜନୀତିର ପରିଭାଷା ବଦଳିଛି । ୧୦ ବର୍ଷ ପୂର୍ବେ ଜାତି, ଧର୍ମକୁ…