Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ
ଢେଙ୍କାନାଳ : ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୁକ୍ରବାର ଯୋରନ୍ଦାଠାରେ ଏହି…
ରେଳ ଧାରଣା ଉଡ଼ାଇଦେଲେ ନକ୍ସଲ
ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି ନକ୍ସଲଙ୍କ ହିଂସାକାଣ୍ଡ । ରାଉରକେଲା ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲଙ୍କର ଏକ ବଡ଼ ଷଡ଼ଯନ୍ତ୍ର ଧରା ପଡ଼ିଛି । ସ୍ଥାନୀୟ ମନୋହରପୁର ନିକଟ ବିରୁୱାରେ ରେଳ ଧାରଣାକୁ ଉଡ଼ାଇ ଦେଇଛନ୍ତି ନକ୍ସଲ ପନ୍ଥୀ । ଗତକାଲି ବିଳମ୍ବିତ ରାତିରେ ଏମାନେ ରେଳ ଧାରଣାକୁ ଉଡ଼ାଇ…
ଅନୁଭବ ମହାନ୍ତି-ବର୍ଷା ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ
କଟକ : ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଛେଦ ମାମଲା। ହାଇକୋର୍ଟ ଅନୁଭବଙ୍କ ଆବେଦନକୁ ଗ୍ରହଣ କରି ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି । ପୂର୍ବରୁ ବିଚ୍ଛେଦ ଆବେଦନକୁ ଅଗ୍ରାହ୍ୟ କରିଥିଲେ ପରିବାର ଅଦାଲତ । ପରିବାର ଅଦାଲତ ରାୟକୁ ଚ୍ୟାଲେଞ୍ଜ କରି…
ରାଉରକେଲାରେ ଡାଇରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ରାଉରକେଲା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ସହ ରୋକିବା ପାଇଁ ଏହି ସବୁ ଅଞ୍ଚଳକୁ ଅବିଳମ୍ବେ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ…
ମଝି ଚିଲିକାରୁ ଉଦ୍ଧାର ହେଲେ ସମସ୍ତ ୬୦ ଡଙ୍ଗା ଯାତ୍ରୀ
ଚିଲିକା ମଝିରେ ଫସିଥିବା ଯାତ୍ରୀବାହୀ ଡଙ୍ଗାରୁ ଉଦ୍ଧାର ହେଲେ ସମସ୍ତ ଯାତ୍ରୀ। ସାତପଡ଼ା ଚିଲିକାରେ ଆଜି ଦିନ ପ୍ରାୟ ୧ଟା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଫସି ଯାଇଥିଲା ଡଙ୍ଗା। ତେବେ ଅଳ୍ପକେ ବର୍ତ୍ତିଗଲେ ୬୦ ଯାତ୍ରୀ । ଡଙ୍ଗାରେ ୬୦ ଯାତ୍ରୀ ଓ ୩୦ରୁ ଉର୍ଦ୍ଧ୍ବ ବାଇକ୍ ଥିଲା। ଡଙ୍ଗାଟି…
ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ହେବ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ
ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏହି ସମ୍ମିଳନୀ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ବର୍ଷ ଫେବ୍ରୁଆରୀ ମାସରେ ଏହି ସମ୍ମିଳନୀ ହେବାକୁ ଯାଉଥିବା ସୂଚନା ମିଳିଛି । ବିଭାଗୀୟ ମନ୍ତ୍ରୀ ଏବଂ ମୁଖ୍ୟ ସଚିବ ଏ ନେଇ ସୂଚନା ଦେଇଛନ୍ତି । ତେବେ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର ଏହାର ମୁଖ୍ୟ…
ଜେଲରେ କାଶ୍ମୀରର ମୋଷ୍ଟ ୱାଣ୍ଟେଡ ସୟିଦ ଇସାନ ବୁଖାରି
ଯାଜପୁର :ଓଡ଼ିଶାରେ ଗିରଫ ଆତଙ୍କବାଦୀ ସୟଦ ଈଶାନ ବୁଖାରୀରର ପତ୍ନୀଙ୍କ ଚାକିରି ଚାଲିଯାଇଛି । ସେ ଏକ ପ୍ରାଇଭେଟ ସ୍କୁଲରେ ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ମିଛ କହି ବିବାହ କରିଥିଲା ବୁଖାରୀ । ଏବେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହସ୍ତଗତ ହେଉଥିବାରୁ ବୁଖାରୀଠରୁ ଅନେକ କିଛି ତଥ୍ୟ ମିଳିବାର…
ଦେବଗଡ଼ରୁ ଅପହୃତା ଶିଶୁକନ୍ୟା ସୁନ୍ଦରଗଡ଼ରୁ ଉଦ୍ଧାର
ଦେବଗଡ଼: ଦେବଗଡ଼ରୁ ଅପହୃତା ଶିଶୁକନ୍ୟା ସୁନ୍ଦରଗଡ଼ରୁ ଉଦ୍ଧାର । ଦେବଗଡ଼ର କପଡା ବ୍ୟବସାୟୀ ଆଲୋକ ଅଗ୍ରୱାଲଙ୍କ ଝିଅ ପିହୁ (୬)କୁ କାନ୍ଦୁଥିବାର ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁର ଜଣେ ମହିଳା ଦେଖିବାକୁ ପାଇଥିଲେ। ଦେବଗଡ଼ରୁ ଆଈମା କୋଳରୁ ଅପ଼ହୃତା ନାବାଳିକା ପିହୁକୁ ଭୋର୍ ୪ଟା ବେଳେ ବଡ଼ଗାଁ ଥାନା…
ଦେବଗଡ଼ରେ ୬ ବର୍ଷୀୟା ଝିଅ ପିହୁ ଅଗ୍ରୱାଲକୁ ଅପହରଣ
ଘର ଆଗରେ ଆଈ କୋଳରୁ ୬ ବର୍ଷୀୟା ନାତୁଣୀକୁ ଦୁର୍ବୃତ୍ତ ପଲସର ବାଇକରେ ଆସି ଅପହରଣ କରିନେଇଥିବା ଜଣାପଡିଛି। ଭାଇ ଭାଇ ଲୁଗା ଦୋକାନର ମାଲିକ ଆଲୋକ ଅଗ୍ରୱାଲଙ୍କ ୬ ବର୍ଷୀୟା ଝିଅ ପିହୁ ଅଗ୍ରୱାଲକୁ ଅପହରଣ କରାଯାଇଛି। ଅଭିଯୋଗ ପରେ ସହରର ବିଭିନ୍ନ ସିସିଟିଭି ଫୁଟେଜ ଯାଞ୍ଚ କରି ତଦନ୍ତ ଚଳାଇଛି…
ଶିମିଳିପାଳରେ ମହାବଳ ବାଘଙ୍କ ଭିତରେ ଲଢ଼େଇ
ଶିମିଳିପାଳରେ ମହାବଳ ବାଘଙ୍କ ଭିତରେ ଲଢ଼େଇ ଭିଜୁଆଲ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଦୁଇଟି ମହାବଳ ବାଘ ମଧ୍ୟରେ ଲଢ଼େଇ ଭିଜୁଆଲରୁ ଏହା ସ୍ପଷ୍ଟ ହେଉଛି ଯେ ଶିମିଳିପାଳରେ ବାଘ ଅଛନ୍ତି । ଆଉ ଜଙ୍ଗଲରେ ନିଜର ଏକଚାଟିଆ ଆଧିପତ୍ୟ ପାଇଁ ବାଘ-ବାଘ ମଧ୍ୟରେ ଲଢେଇ ବି କରୁଛନ୍ତି ।…