Trending
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
Browsing Category
Odisha
All about all odisha state news updates
ଅଭିଯୁକ୍ତଙ୍କୁ ଥାନାକୁ ନେଲା ବେଳେ ପୋଲିସ ଉପରକୁ ଢେଲା ପଥର ମାଡ,୧୪୪ ଧାରା ଜାରି
ନିର୍ବାଚନ ସମୟରେ ଅଶାନ୍ତ ହେଉଛି ନିର୍ବାଚନୀ ହିଂସା । ଖଲ୍ଲିକୋଟରେ ହିଂସାକାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ ଥାନାକୁ ନେଲାବେଳେ ଘେରିଲେ ଗାଁ ଲୋକେ । ପୋଲିସ ଗାଡି ଉପରକୁ କରିଛନ୍ତି ବୋତଲ ଓ ଢେଲା ମାଡ । ଏଥିରେ ପୋଲିସ ଭ୍ୟାନର କାଚ ଭାଙ୍ଗି ଯାଇଛି । ପରବର୍ତ୍ତି ମୁହୁର୍ତ୍ତରେ ସ୍ଥିତିକୁ…
ଖଲ୍ଲିକୋଟରେ ନିର୍ବାଚନୀ ହିଂସା , ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଖଲ୍ଲିକୋଟରେ ପ୍ରାକ ନିର୍ବାଚନ ହିଂସାକୁ ନେଇ ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ନବୀନ କହିଛନ୍ତି, ଗଣତନ୍ତ୍ରରେ ଏଭଳି ହିଂସାର ସ୍ଥାନ ନାହିଁ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ…
ଅନୁଭବଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି
ଅନୁଭବ ମହାନ୍ତିଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି । ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ କ୍ରମେ କଟକ ଜେଏମଏଫସି କୋର୍ଟ ଅନୁଭବଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଚାର୍ଜଫ୍ରେମ୍ ପାଇଁ ହାଜର…
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ମେଗା ରୋଡ ସୋ’
ଭୁବନେଶ୍ୱରରେ ମେଗା ରୋଡ ସୋ’ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମାଉସୀ ମା’ ମନ୍ଦିରରୁ ବାହାରି ଲିଙ୍ଗରାଜ ମନ୍ଦିର ଯାଏଁ ରୋଡ ସୋ’ କରିବେ ନଡ୍ଡା । ଏହି ରୋଡ ସୋ’ରେ ନଡ୍ଡାଙ୍କ ସହ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ…
ଜଳିଗଲା ୩ ଦୋକାନ, ଛାତି ଥରାଇଲା ସିଲିଣ୍ଡର ବିସ୍ଫୋରଣ
ଆଜି ବିଳମ୍ବିତ ରାତି ପ୍ରାୟ ସାଢ଼େ ୧୨ଟା ବେଳେ ମଞ୍ଚେଶ୍ବର ଥାନା ପାଣ୍ଡରା ଛକ ନିକଟରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ୩ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ଗଦାରେ ପରିଣତ ହୋଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିଲେ ହେଁ ସୌଭାଗ୍ୟକୁ କେହି ମୃତାହତ ହୋଇନଥିବା…
ବସ୍-ଟ୍ରକ୍ ମୁହାଁମୁହିଁ: ୧୪ ଆହତ, ୪ ଗୁରୁତର
ଯାଜପୁର ସଦରଥାନା ବରୁହାଁ କବୀରପୁରଠାରେ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୪ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଚିକିତ୍ସା ଲାଗି…
ଆଜି ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ
ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀରେ ରୋଡ୍ ସୋ କରିବେ। ମୁଖ୍ୟମନ୍ତ୍ରୀ ୟୁନିଟ-୬, ଗଙ୍ଗନଗର ଛକ ଠାରୁ ଏଲ୍ଆଇସି ଅଫିସ ଛକ, ଗୋପବନ୍ଧୁ ଛକ, ଓୟୁଏଟି ଗେଷ୍ଟ୍ ହାଉସ୍ ଛକ, ୟୁନିଟ-୮ ଡିଏଭି ସ୍କୁଲ ଛକ, ଏଚ୍ଡିଏଫ୍ସି ବ୍ୟାଙ୍କ ଛକ, ବାଲୁକେଶ୍ବର ମନ୍ଦିର ଛକ, ମମତାଜ…
ଓଡିଶାରେ ଉନ୍ମୋଚିତ ହେଲା ‘ମୋ ବୁଥ୍ ‘ଆପ୍
ଓଡିଶାରେ ଉନ୍ମୋଚିତ ହେଲା ‘ମୋ ବୁଥ୍ ‘ଆପ୍ । ଭୋଟରଙ୍କୁ ସେଚତନ କରିବାକୁ ପାଇଁ ଏହି ଅପକୁ ଉନ୍ମୋଚନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ବିଶେଷ କରି ସହରାଞ୍ଚ ଭୋଟରଙ୍କୁ ସଚେତନ କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି । ଏହି ଆପ୍ ଓ ୱେବସାଇଟ୍ ମାଧ୍ୟମରେ ଭୋଟର…
ପ୍ରଥମ ପର୍ଯ୍ୟାୟରେ ୭୫.୬୮ ପ୍ରତିଶତ ମତଦାନ ,ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା, ଗତ ନିର୍ବାଚନ ତୁଳନାରେ ବଢିଛି ୨…
ସରିଛି ପ୍ରଥମ ପର୍ଯ୍ୟାୟ ମତଦାନ । ପ୍ରଥମ ପର୍ଯ୍ୟାୟରେ ୭୫.୬୮ ପ୍ରତିଶତ ହୋଇଛି ମତଦାନ । ଗତ ନିର୍ବାଚନ ତୁଳନାରେ ୨ ପ୍ରତିଶତ ଅଧିକ ଭୋଟ ହାର ରହିଛି । ସ୍ୱାଭିମାନ ଅଂଚଳ ଲୋକ ଭୋଟ୍ ଦେବା ପାଇଁ ଅଧିକ ଆଗ୍ରହ ଦେଖାଇଛନ୍ତି । କଳାହାଣ୍ଡିରେ ମୋଟ୍ ଭୋଟ ହାର ୭୭.୯୦ ପ୍ରତିଶତ, ନବରଙ୍ଗପୁରରେ ୮୨.୧୬…
କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ରୋଡ-ଶୋ
ସୋରଡାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିବା ପରେ କଟକରେ ରୋଡ-ଶୋ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା । ସୋରଡାରୁ ହେଲକପ୍ଟର ଯୋଗେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ସଡକ ପଥରେ କଟକ ଯାଇଛନ୍ତି ଅମିତ ଶାହା । କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ରୋଡ-ଶୋ ଆରମ୍ଭ କରିଛନ୍ତି…