Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Odisha
All about all odisha state news updates
ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି।
ସୂଚନାଯୋଗ୍ୟ,…
ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଗିରଫ କରାଯାଇଛି ବୋଲି ବିଜେଡି ଅଭିଯୋଗ କରିଛି।…
ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
ନୂଆପଡା ଲଢେଇରେ କାହାର ହେବ ବାଜି। ବିଜେପି କହୁଛି ଜିତିବ । ବିଜେଡି କହୁଛି ଜିତିବ । କଂଗ୍ରେସ ପ୍ରାର୍ଥୀ ମଧ୍ୟ କହୁଛନ୍ତି ସେ ଏଥର ନିଶ୍ଚୟ ଜିତିବେ । ପରସ୍ପର ଦଳ ପରସ୍ପରକୁ ଟାର୍ଗେଟ କରୁଛନ୍ତି । ଗାଁ ଗାଁରେ ତ୍ରିମୁଖୀ ପ୍ରତିଦ୍ବନ୍ଦ୍ବିତାର ଝଲକ ଦେଖିବାକୁ ମିଳୁଛି । ବିଜେଡି, କଂଗ୍ରେସ ଓ…
ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ…
ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି କରାଯାଇଥିବା ଏକ ପ୍ରେସ ବିବୃତିରେ ଗତ ୧୬ ମାସର ରାଜ୍ୟରେ ଶାସନ…
ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ରାଜ୍ୟରେ ଏବେ ଏବେ ଏକ ଲଘୁଚାପର ପ୍ରକୋପ କମିଥିବା ବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ମୁଣ୍ଡ ଟେକିଲାଣି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ…
ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ପରିକଳ୍ପନାର ସଫଳ ରୂପାୟନ ପାଇଁ ପ୍ରତିଶ୍ରୁତିବଦ୍ଧ। ଭିତ୍ତିଭୂମିର ବିକାଶ ତଥା ବେଦାନ୍ତ ଭଳି କମ୍ପାନିର ପୁଞ୍ଜି ବିନିଯୋଗ ଜରିଆରେ ଓଡ଼ିଶା ସରକାର ଏହି ଲକ୍ଷ୍ୟ ହାସଲ କରିବେ। ଶିଳ୍ପ ଓ…
‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
ରାଜଧାନୀ ଭୁବନେଶ୍ବରର ସବୁଠାରୁ ବଡ଼ ହାଟ ‘ୟୁନିଟ୍-୧’ରେ ଆଜି ଅପରାହ୍ଣରେ ଭୟାବହ ଅଗ୍ନିକାଣ୍ଡ ଦେଖିବାକୁ ମିଳିଛି। କୌଣସି ଏକ ତେଜରାତି ଦୋକାନରୁ ଆରମ୍ଭ ହୋଇଥିବା ନିଆଁ ପ୍ରାୟ ୪୦ଟି ଦୋକାନକୁ ଧ୍ବଂସ କରିଦେଇଛି। ଫଳରେ ବ୍ୟବସାୟୀମାନଙ୍କର ଲକ୍ଷାଧିକ ଟଙ୍କାର ସାମଗ୍ରୀ ପାଉଁଶ…
ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
୧୫ ଦିନ ପରେ ପୀତବାସ ପଣ୍ଡା ହତ୍ୟା ମାମଲାର ଖୁଲାସା ହୋଇଛି । ରାଜନୈତିକ ଶତ୍ରୁତାରୁ ମର୍ଡର ହୋଇଥିବା ତଦନ୍ତ ପରେ ପୋଲିସ କହିଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ଼ ଖୁଲାସା କରିଛନ୍ତି ବ୍ରହ୍ମପୁର ଏସ୍ପି । ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା…
ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
ବିଜେପି ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିବା ପୋଲିସ ସ୍ପଷ୍ଟ କରିଛି । ଗତକାଲି ରାତିରୁ ପୋଲିସ ତାଙ୍କୁ ଉଠାଇନେଇଥିଲା । ବିଜେଡି ନେତାଙ୍କୁ ଗିରଫର ପ୍ରତିବାଦ ଦେଖିବାକୁ ମିଳିଛି । ବିଜେଡି କର୍ମୀ ଓ ନେତାମାନେ ଏସପି ଅଫିସ…