Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡ ମାମଲା: ବରିଷ୍ଠ ଆଇପିଏଲ୍ ଅଫିସର ଦୟାଲ ଗଙ୍ଗଓ୍ଵାର ସସପେଣ୍ଡ
ବହୁ ଚର୍ଚ୍ଚିତ ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ। ବରିଷ୍ଠ ଆଇପିଏଲ୍ ଅଫିସର ଦୟାଲ ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୌମ୍ୟ ମୃତ୍ୟୁ ମାମଲାରେ ଆଇପିଏସ୍ ଗଙ୍ଗଓ୍ଵାର ବିବାଦ ଘେରକୁ ଆସିଥିଲେ। ଗଙ୍ଗଓ୍ଵାର ତାଙ୍କ…
୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ…
ଦୀର୍ଘଦିନ ଧରି ଡାକ୍ତରଖାନା ନଆସି, ରୋଗୀ ସେବାରୁ ବିରତ ରହୁଥିବା ଡାକ୍ତର ମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ…
ଶୀତଳ ଷଷ୍ଠୀ ପାଇଁ ଚଳଚଞ୍ଚଳ ଏକାମ୍ର କ୍ଷେତ୍ର,ମଧ୍ୟରାତ୍ରିରେ ପଡ଼ିବ ହାତଗଣ୍ଠି
ଆଜି ଦେବ ଦମ୍ପତିଙ୍କ ବିବାହ । ମଧ୍ୟରାତ୍ରିରେ ପଡ଼ିବ ହାତଗଣ୍ଠି । ଶୀତଳ ଷଷ୍ଠୀ ପାଇଁ ଚଳଚଞ୍ଚଳ ଏକାମ୍ର କ୍ଷେତ୍ର । ଦେବ ବିବାହ ପାଇଁ ଲିଙ୍ଗରାଜ ମନ୍ଦିର ଓ କେଦାରଗୌରୀ ମନ୍ଦିର ଉତ୍ସବମୁଖର ହୋଇପଡ଼ିଛି । ଦୁଇ ମନ୍ଦିରକୁ ରଙ୍ଗିନ ଆଲୋକ ଓ ଫୁଲରେ ସଜାଯାଇଛି । ଗତକାଲିରାତି ପ୍ରାୟ ସାଢ଼େ ୮ଟାରେ…
ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରାପଡା ଜିଲ୍ଲାର ତିଖିରି ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ,
କେନ୍ଦ୍ରାପଡା ଜିଲ୍ଲାର ତିଖିରି ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କ ଗିରଫ ଏବଂ ପୋଲିସ ନିର୍ଯାତନା ଘଟଣା ଏବେ ଓଡ଼ିଶା ହାଇକୋର୍ଟରେ ପହଞ୍ଚିଛି । ଚାମେଲି ଓଝାଙ୍କୁ ମିଥ୍ୟା ମାମଲାରେ ଫସାଇ ଗିରଫ କରାଯାଇଥିବା ଓ ଥାନାରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ନେଇ ସାମାଜିକ ସଂଗଠନ ‘ଭାରତୀୟ…
ଖରାକୁ ଦେଖି ବଢ଼ିଲା ଛୁଟି,୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଖରାକୁ ଦେଖି ବଢ଼ିଲା ଛୁଟି । ସୁବର୍ଣ୍ଣପୁର ଜିଲ୍ଲାରେ ସ୍କୁଲ ଛୁଟି ବୃଦ୍ଧି କଲେ ଜିଲ୍ଲା ପ୍ରଶାସନ । ଅସହ୍ୟ ଗରମ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟିକୁ ବୃଦ୍ଧି କରାଯାଇଛି ।
ଚଳିତ ବର୍ଷ ମୌସୁମୀ ବିଳମ୍ବରେ ଆସିଥିବାରୁ ଏଯାଏଁ ବର୍ଷା ହୋଇନାହିଁ ।…
ପାହାଡ଼ପୁର ଗସ୍ତରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ , ମିଡିଆ ପ୍ରବେଶ ଉପରେ କଟକଣା, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ପାହାଡ଼ପୁର ଗସ୍ତରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ମିଡିଆ ପ୍ରବେଶ ଉପରେ କଟକଣା, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗାଁକୁ ଆସନ୍ତା ଜୁନ୍ ୨୦ ତାରିଖରେ ସାମ୍ବାଦିକମାନଙ୍କ ପ୍ରବେଶ ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି ।…
ନଖରା ଅଞ୍ଚଳରୁ ମୃତଦେହ ଠାବ,ମାଡ଼ ମାରି ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ
ନଖରା ଅଞ୍ଚଳରୁ ମୃତଦେହ ଠାବ। ଅନନ୍ତପୁର କେନାଲ ପଠାରେ ପଡ଼ିଛି ମୃତଦେହ । ମାଡ଼ ମାରି ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ । ପିଟିପିଟି ଯୁବକକୁ ମାରି ଥିବା ସନ୍ଦେହ କରାଯାଉଛି ।
ଖବର ଅନୁଯାୟୀ, ମୃତ ଯୁବକ ପାହାଳ ଥାନା ଭୀମପୁର ମୌଜାର ପ୍ରଭାତ ବେହେରା । ମୃତଦେହ ପାଖରେ ଏକ…
କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ମିଳିଲା ଜାମିନ୍,ଜାମିନ୍ ପ୍ରଦାନ କଲେ SDJM କୋର୍ଟ
କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ମିଳିଲା ଜାମିନ୍ । ଚାମେଲି ଓଝାଙ୍କୁ ଜାମିନ୍ ପ୍ରଦାନ କଲେ SDJM କୋର୍ଟ । ପୋଲିସକୁ ଆକ୍ରମଣ ମାମଲାରେ ମିଳିଲା ଜାମିନ୍ । ୩୦ ହଜାର ଟଙ୍କା ଓ ୨ ଜାମିନ୍ଦାରଙ୍କ ବଦଳରେ ମିଳିଲା ଜାମିନ୍ । ଆଜି ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଫୋନ…
ଆସୁଛି ସ୍ୱତନ୍ତ୍ର ଲୋକ ଅଦାଲତ ‘ସମାଧାନ ସମାରୋହ-୨୦୨୬’,ମାମଲାର ଶୀଘ୍ର ଫଇସଲା ପାଇଁ ଅଗଷ୍ଟ ୨୧ରୁ ୨୩ ଯାଏଁ ସୁଯୋଗ
ଆସୁଛି ସ୍ୱତନ୍ତ୍ର ଲୋକ ଅଦାଲତ ‘ସମାଧାନ ସମାରୋହ-୨୦୨୬’। ମାମଲାର ଶୀଘ୍ର ଫଇସଲା ପାଇଁ ଅଗଷ୍ଟ ୨୧ରୁ ୨୩ ଯାଏଁ ସୁଯୋଗ । ଆସନ୍ତାକାଲି କଟକରେ ବଡ଼ କାର୍ଯ୍ୟକ୍ରମ ହେବ। କୋର୍ଟ କଚେରୀରେ ବର୍ଷ ବର୍ଷ ଧରି ପଡ଼ି ରହିଥିବା ମାମଲାର ଶୀଘ୍ର ଓ ଆପୋଷ ସମାଧାନ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ…
ଦିନକ ପରେ ସରକାରୀ ସ୍କୁଲ ଖୋଲିବ,ପାଠ୍ୟପୁସ୍ତକରେ ୧୬୭୮ ବନାନଗତ ଭୁଲ ,ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ
ଭୁଲ୍ ପଢୁଛନ୍ତି ଆଉ ଭୁଲ ଦେଖୁଛନ୍ତି ସ୍କୁଲ ଛାତ୍ରଛାତ୍ରୀ । ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ପାଠ୍ୟ ପୁସ୍ତକରେ ମାଳମାଳ ଭୁଲ । ବହିରେ ରହିଛି ୧୬୭୮ ବନାନଗତ ଭୁଲ । ରାଜ୍ୟର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକାଧିକ ପାଠ୍ୟପୁସ୍ତକ ଗୁଡ଼ିକରେ ବ୍ୟାପକ ବନାନ ଓ ତଥ୍ୟଗତ ତ୍ରୁଟି…