Trending
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
Browsing Category
Odisha
All about all odisha state news updates
ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା
ପୁରୀ: ବିଭିନ୍ନ ଦାବି ନେଇ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା କରାଯାଇଛି । ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଆଗାମୀ ୨୮ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ପୁଣି ଅନ୍ଦୋଳନ…
ଏକାମ୍ର ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ ଭି.କେ. ପାଣ୍ଡିଆନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଫାଇଭ-ଟି ସଚିବ ଏକାମ୍ର ପ୍ରକଳ୍ପକୁ ଯାଇ ଏହାର ଅଗ୍ରଗତି ନେଇ କରିଛନ୍ତି ସମୀକ୍ଷା । ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ଏକାମ୍ର ପ୍ରକଳ୍ପ ୨୦୧୯ରେ ରୂପରେଖ ନେଇଥିଲା ଏବଂ ଗତ ଜୁନ ୨୮ ତାରିଖରେ ଏହାର ଭିତ୍ତିପ୍ରସ୍ତର…
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଦେଉଛନ୍ତି ତାଙ୍କ ଶୁଭଚିନ୍ତକ । ଆଜି ୭୮ବର୍ଷ ବୟସରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସେବା କରିବାର ୨୬ ବର୍ଷ ଅତିକ୍ରମ କରିଥିବା…
ବିଜେଡି କି କଂଗ୍ରେସରୁ ଲଢ଼ିବେ ସମରେନ୍ଦ୍ର! ନିର୍ବାଚନ ଲଢ଼ିବେ ନାହିଁ ନରସିଂହ ମିଶ୍ର
ଭୁବନେଶ୍ବର: ଯାହା ଚର୍ଚା ହେଉଥିଲା ତାହା ସତ୍ୟ ହୋଇଛି । ଆଗାମୀ ନିର୍ବାଚନରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିବା ପରେ ତାଙ୍କ ପୁଅ ସମରେନ୍ଦ୍ର ବିଜେଡି କି କଂଗ୍ରେସରୁ ନିର୍ବାଚନ ଲଢ଼ିବେ ତାକୁ ନେଇ ଚର୍ଚା ଜୋର ଧରିଛି । । ୨୦୨୪ ସାଧାରଣ…
ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଥିବା ବେଳେ ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି ଜଣାପଡିଛି । ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବାରୁ ସେ ଜନ୍ମଦିନ ପାଳନ…
ଆଜିଠୁ ଶକ୍ତିପୀଠରେ ନବରାତ୍ର ପୂଜା
ଆଜିଠୁ ଶକ୍ତିପୀଠରେ ଆରମ୍ଭ ହେଉଛି ନବରାତ୍ର ପୂଜା । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ ବିଭିନ୍ନ ଶକ୍ତିପୀଠ । ଶାରଦୀୟ ଦୁର୍ଗାପୂଜା ଅବସରରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା । ଆଜିଠାରୁ ମା ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ନବରାତ୍ର ପୂଜା ଦୃଷ୍ଚିରୁ ମାଆଙ୍କ ପୀଠରେ ଅଧିକ ଭକ୍ତଙ୍କ…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ବିଜେଡିର ସମାଲୋଚନା
ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଠଗଡ଼ରେ ରଖିଥିବା ଏକ ବୟାନକୁ କାଉଣ୍ଟର କରିବା ସହିତ ତାଙ୍କ ଅଭିଭାଷଣକୁ ମିଛ କହିଛି ବିଜେଡି। ବିଜେଡି ମୁଖପାତ୍ର ଇପ୍ସିତା ସାହୁ କହିଛନ୍ତି, ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା ବୋଲି ଧର୍ମେନ୍ଦ୍ର କହିଥିଲେ । ଯାହାକି…
ପବିତ୍ର ମହାଳୟାରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ
ଆଜି ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ଭୁବନେଶ୍ବର, ପୁରୀରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଶ୍ରାଦ୍ଧ ପାଇଁ ଲୋକେ ଶ୍ରୀମନ୍ଦିର ଉତ୍ତରଦ୍ବାର ନିକଟରେ ଶ୍ରଦ୍ଧାଳୁ ପିତୃପୁରୁଷଙ୍କୁ ଆବାହନ କରି ପିଣ୍ଡ…