Trending
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
Browsing Category
Odisha
All about all odisha state news updates
‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ହେବ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ହେଉଛି ‘ଆମ ଓଡିଶା ନବୀନ ଓଡିଶା’ । ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ହେବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ବେଦବ୍ୟାସ ପୀଠ ପାଇଁ ପୁଣି ୧୪କୋଟି ୫୦ଲକ୍ଷ ଟଙ୍କା ଅନୁମୋଦନ
ରାଉରକେଲା : ବେଦବ୍ୟାସ ମନ୍ଦିରର ଉନ୍ନତିକରଣ ପାଇଁ ଅନୁମୋଦିତ ହୋଇଛି ଆଉ ୧୪ କୋଟି ୫୦ ଲକ୍ଷ ଟଙ୍କା । ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ଅର୍ଥରାଶି ଦେଇଥିବାରୁ ଖୁସି ପ୍ରକାଶ କରିଛନ୍ତି ଅଞ୍ଚଳବାସୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଗତ ଜାନୁଆରୀ…
‘ମୋ ସ୍କୁଲ ଅଭିଯାନ’ରେ ୮ ଲକ୍ଷ ୧୨ ହଜାରରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀ ହୋଇଛନ୍ତି ସାମିଲ
ଭୁବନେଶ୍ୱର :‘ମୋ ସ୍କୁଲ ଅଭିଯାନ’ରେ ୮ ଲକ୍ଷ ୧୨ ହଜାରରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀ ହୋଇଛନ୍ତି ସାମିଲ । ‘ମୋ ସ୍କୁଲ’ ଅଭିଯାନ ଅଧୀନରେ ବିଦ୍ୟାଳୟର ଉନ୍ନତି ପାଇଁ କରାଯାଇଥିବା ବିଭିନ୍ନ ପ୍ରକଳ୍ପ ଗୁଡିକର ସ୍ୱଚ୍ଛତା ବଜାୟ ରଖିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ସାମାଜିକ…
ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର :ସରକାର ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । କୁଟୀର ଶିଳ୍ପର ବିକାଶ ପାଇଁ ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର । କୁଟୀର ଶିଳ୍ପର ବିକାଶ ପାଇଁ ଲକ୍ଷ ଲକ୍ଷ ଲୋକଙ୍କର ଜୀବିକାର ଉନ୍ନତି ପାଇଁ ଏପରି ଘୋଷଣା…
ଆରମ୍ଭ ହେଲା ବିଜେଡିର ପ୍ରଶିକ୍ଷଣ ଶିବିର
ଭୁବନେଶ୍ବର: ପାଖେଇ ଆସୁଛି ନିର୍ବାଚନ । ବିଜେଡି ପୁଣି ସରକାର ଗଠନ କରିବା ପାଇଁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ କରିଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର।…
ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ : ମାଲକାନଗିରିର ଏମଭି ୩ ବୁଲିଲେ ମୁଖ୍ୟମନ୍ତ୍ରୀ ନବୀନ
ମାଲକାନଗିରି: ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା । ମାଲକାନଗିରି ଷ୍ଟାଡିୟମରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବା ପରେ ନିଜେ ବସରେ ବସି ଏମଭି-୩ ଯାଇଥିଲେ ମୁଖ୍ୟମନ୍ତ୍ରୀ । ଉଭୟ ପାର୍ଶ୍ବରେ ଶହ ଶହ ଜନତାଙ୍କୁ ହାତ…
‘ଫାଇଲିନ୍କୁ ୧୦ ବର୍ଷ, ମନେପଡେ ସେଦିନର ବିଭତ୍ସ ଦୃଶ୍ୟ
ବ୍ରହ୍ମପୁର: ଆଜିର ଦିନରେ ଫାଇଲିନ ଆଣିଥିଲା ବିପର୍ଯ୍ୟୟ । ୨୦୧୩ ଅକ୍ଟୋବର ୧୨ର ‘ଫାଇଲିନ୍ ରାଜ୍ୟର ଅନେକ ପରିବାରକୁ ଉଜାଡି ଦେଇଥିଲା । ସେଦିନର ପ୍ରାକୃତିକ ବିପର୍ଯ୍ୟୟକୁ ଅଙ୍ଗେ ନିଭାଇଥିବା ଗଞ୍ଜାମ, ଖୋର୍ଧା,ପୁରୀ ଜିଲ୍ଲାବାସୀଙ୍କ ପାଇଁ ଥିଲା କଷ୍ଟକର ଅନୁଭୂତି । ‘ଫାଇଲିନ୍…
ଆଜି ଗଡ଼ିବ ’ଲକ୍ଷ୍ମୀ ବସ୍’
ଆଜି ମାଲକାନାଗିରିର ବଣ୍ଡାଘାଟିରୁ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନେ ସ୍କୁଟର ପାଇବେ। ଯୋଜନାର ଶୁଭାରମ୍ଭ ଅବସରରେ ୧୫ ହଜାର ସଦସ୍ୟାଙ୍କୁ ସ୍କୁଟର ଦିଆଯାଇଛି।ଲୋକସେବା ଭବନ କନ୍ଭେନଶନ ସେଣ୍ଟରରେ ଆୟୋଜିତ…