Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ
ମେ ୧୩କୁ ଦେଶରେ ୪ର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ୯୬ ଟି ଆସନ ପାଇଁ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ମୋଟ୍ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧…
ଓଡ଼ିଶାବାସୀଙ୍କ ଭୁଆଁ ବୁଲାଇବା ପାଇଁ ମାଗଣା ବିଜୁଳି କଥା କହୁଛି ବିଜେପି – ଭିକେ ପାଣ୍ଡିଆନ
ବଙ୍ଗୋମୁଣ୍ଡାରୁ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ବଙ୍ଗୋମୁଣ୍ଡା ଜନସଭାରେ ପାଣ୍ଡିଆନ କହିଛନ୍ତି, ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ବଲାଙ୍ଗୀର ଆସିଥିଲେ । ଏହାପୂର୍ବରୁ ୨୦୧୯ରେ ବଲାଙ୍ଗୀର ଆସିଥିଲେ ପ୍ରଧାନମନ୍ତ୍ରୀ । ନିର୍ବାଚନ ସମୟରେ ଆସି ବଡ ବଡ କଥା କହୁଛନ୍ତି…
ଆପଣ ମାନେ ଖୁସି ତ – ନବୀନ
କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନବୀନ କହିଛନ୍ତି, ମୁଁ କଣ୍ଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛି ଆପଣ ମାନେ ଖୁସି ତ । ରାଜ୍ୟ ସରକାର କରିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ପଚାରିବା ସହ ଶଙ୍ଖ…
ଆଜି ବଲାଙ୍ଗୀର ଆସିବେ ମୁଖ୍ୟମନ୍ତ୍ରୀ
ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ସକାଳୁ ବାହାରି ପ୍ରଥମେ କଳାହାଣ୍ଡି ଜିଲ୍ଲା ଗସ୍ତ ପରେ ସକାଳ ୧୧ଟାରେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ବଙ୍ଗୋମୁଣ୍ଡା ବ୍ଲକ୍ ଅନ୍ତର୍ଗତ ସିନ୍ଧେକେଲା ଅସ୍ଥାୟୀ ହେଲିପ୍ୟାଡ୍ରେ…
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ମେ ୧୩ ତାରିଖରେ ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋଟ ୬୨ ଲକ୍ଷ ୮୭ ହଜାର ଭେଟର ମତଦାନ…
ଆାଗାମୀ ତିନଘଣ୍ଟା ପାଇଁ କାଳବୌଶାଖୀ ନେଇ ସତର୍କକତା ଜାରି କରିଛି ପାଣିପାଗ ବିଭାଗ
ଆାଗାମୀ ତିନଘଣ୍ଟା ପାଇଁ କାଳବୌଶାଖୀ ନେଇ ସତର୍କକତା ଜାରି କରିଛି ପାଣିପାଗ ବିଭାଗ । ଏହି ମଧ୍ୟରେ 30 ରୁ 40 କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ବିଜୁଳ ସହିତ ବର୍ଷା ହେବା ନେଇ ଆକଳନ କରାଯାଇଛି । ରାଜ୍ୟର 6 ଟି ଜିଲ୍ଲାକୁ ବର୍ଷା ଜନିତ ସକର୍କତା ଜାରି କରାଯାଇଛି । ଖୋର୍ଧା ,କଟକ,…
ମୋଦିଙ୍କୁ ନିମନ୍ତ୍ରଣ କଲେ ପାଣ୍ଡିଆନ, କହିଲେ ୯ ତାରିଖ ଆସିବେ
ବୀରମିତ୍ରପୁରରେ ପ୍ରଚାର କରୁଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ତେବେ ଏହାରି ଭିତରେ ପ୍ରଧାନମନ୍ତ୍ରୀଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ରହି…
‘କନ୍ଧମାଳକୁ ବିଜେଡି, କଂଗ୍ରେସ ଅଣଦେଖା କରିଛନ୍ତି’ –
କନ୍ଧମାଳ ସଙ୍କଳ୍ପ ସମାବେଶରେ ଉଭୟ ଶାସକ ବିଜେଡି ଓ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । କହିଛନ୍ତି, ‘କନ୍ଧମାଳକୁ ଓଡିଶାର କାଶ୍ମୀର କୁହାଯାଏ । ଏହା ରାଜ୍ୟ ପର୍ଯ୍ୟଟନର ଏକ ମୁଖ୍ୟ ଆଧାର । କିନ୍ତୁ ଏହାର ବିକାଶ ପାଇଁ ରାଜ୍ୟ ସରକାର ଉଦାସୀନ । ହେଲେ ବିଜେପି ଏହାକୁ…
ନବୀନ ଲୋକଙ୍କ ଦୁଃଖ ଜାଣିନାହାଁନ୍ତି, ସ୍ୱପ୍ନ ଜାଣିନାହାଁନ୍ତି – ମୋଦୀ
ବଲାଙ୍ଗୀରରେ ବିଜେଡି ସରକାରକୁ ଘେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନବୀନଙ୍କୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସିଧା ସିଧା ରାଜ୍ୟ ସରକାରକୁ ତୀର ମାରିବା ସହିତ, ଏଥର ନବୀନ ପ୍ରଚାର କରିବାକୁ ଆସିଲେ ତାଙ୍କୁ କଣ୍ଟାବାଞ୍ଜିର ୧୦ଟି ଗାଁର ନାଁ ବିନା କାଗଜ ଧରି…
ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଆପଣମାନଙ୍କୁ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣାରେ ବିଜୁଳି ଯୋଗାଇ ଦିଆଯିବ। ଏଥିରେ ବିଶେଷକରି ଗ୍ରାମାଞ୍ଚଳର ଲୋକେ ଉପକୃତ ହେବେ ବୋଲି ବିଜେଡି ନେତା…