Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ମାରାଥନ୍ ପ୍ରଚାରରେ ମୋଦୀ
ଆଜି ଓଡ଼ିଶାର ନିର୍ବାଚନ ମଇଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରୁ ବାହାରି ୩ଟି ଜିଲ୍ଲାରେ ଜନସମାବେଶ କରିବା ସହ ବିଜେପି ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଫୁଲବାଣୀ, ବରଗଡ଼ ଏବଂ ବଲାଙ୍ଗୀରରେ ଆଜି କମ୍ପିବ ପ୍ରଚାର ମଇଦାନ । ସମସ୍ତ ଜିଲ୍ଲାରେ ଜନସମାବେଶ କରି…
ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ
ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି।ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି।…
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ମେଗା ରୋଡ ସୋ
ନିର୍ବାଚନ ପ୍ରଚାରରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ଏକ ମେଗା ରୋଡ ସୋ କରିଛନ୍ତି । ମାଷ୍ଟରକ୍ୟାଣ୍ଟିନ ଛକରୁ ଏହି ରୋଡ ସୋ ଆରମ୍ଭ ହୋଇଛି । ରୋଡ ସୋ ଦୀର୍ଘ ଦେଢ ଘଣ୍ଟା ଧରି ଚାଲିବ । ମାଷ୍ଟର କ୍ୟାଣ୍ଟିନରୁ ଆରମ୍ଭ ହୋଇଥିବା ରୋଡ ସୋ ବାଣୀବିହାର ପର୍ଯ୍ୟନ୍ତ ଚାଲିବ ।…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବହୁ ପ୍ରତୀକ୍ଷିତ ରୋଡ ସୋ’ ଭୁବନେଶ୍ବରରେ ଆରମ୍ଭ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବହୁ ପ୍ରତୀକ୍ଷିତ ରୋଡ ସୋ’ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କ ଦ୍ବାରା ସ୍ବାଗତ ପରେ ପ୍ରଧାନମନ୍ତ୍ରୀ ବାଣୀବିହାର ଅଭିମୁଖେ ରୋଡ ସୋ’ରେ ବାହାରିଛନ୍ତି।ଜନପଥ ଲୋକାରଣ୍ୟରେ ପରିଣତ ହୋଇସାରିଛି।…
ପୁରୀରେ ହଜାର ବର୍ଷର ଚନ୍ଦନ ଯାତ୍ରା
ଓଡ଼ିଶାରେ ଥିବା ଦେବମନ୍ଦିରରେ ଗରମ ଦିନେ ଆଲଟ ପଡେ, ଚନ୍ଦନ ଲାଗି ହୁଅନ୍ତି, ମାତ୍ର ସ୍ୱତନ୍ତ୍ର ଯାତ୍ରା ତଥା ଦୈବପର୍ବ ରୂପେ ଏହା ସଂପୂର୍ଣ୍ଣ ଭାବେ ଓଡ଼ିଶାରେ ହିଁ ପ୍ରସିଦ୍ଧ । ହଜାର ବର୍ଷ ତଳର ଏହି ଯାତ୍ରା ଏବେ ବି ରୀତିନୀତି ଅନୁଯାୟୀ ଚାଲୁଅଛି । ବୈଶାଖ ଶୁକ୍ଳ ତୃତୀୟାଠାରୁ…
ମହିଳାମାନେ ହେଉଛନ୍ତି ନବୀନ ବାବୁଙ୍କ ସେନାପତି -ଭିକେ ପାଣ୍ଡିଆନଙ୍କ
ଝାରସୁଗୁଡାରେ ଭିକେ ପାଣ୍ଡିଆନଙ୍କ ପ୍ରଚାର ।। ବିଧାନସଭା ପ୍ରାର୍ଥୀ ଦିପାଳୀ ଦାସ ଓ ଲୋକସଭା ପ୍ରାର୍ଥୀ ପରିଣିତା ମିଶ୍ରଙ୍କ ପାଇଁ ମାଗିଲେ ଭୋଟ । ଝାରସୁଗୁଡା ମାଟିରେ ସ୍ୱର୍ଗତ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ । କହିଲେ ଦିପାଳୀଙ୍କ ବାପା ଏଠି ନାହାନ୍ତି ଆପଣମାନେ ତାଙ୍କୁ ଆଶୀର୍ବାଦ…
ଦିନ ୨ଟାରୁ ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରାସ୍ତା ବନ୍ଦ ରହିବ
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନିର୍ବାଚନୀ ପ୍ରଚାର ପାଇଁ ମୋଦୀଙ୍କର ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ । ରାତି ୮ଟା ୧୦ରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିିବେ । ଏଥିପାଇଁ ଟ୍ରାଫିକ କଟକଣା ଆରମ୍ଭ ହୋଇଯାଇଛି । ଦିନ ୨ଟାରୁ ମାଷ୍ଟର…
୨୦୩୪ ସୁଦ୍ଧା ଓଡ଼ିଶା ହେବ ଶ୍ରେଷ୍ଠ ରାଜ୍ୟ: ବିଜେଡି
ନିର୍ବାଚନୀ ଇସ୍ତାହାରକୁ ନେଇ ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ବିଜେଡି କହିଛି ଯେ ଘୋଷଣାପତ୍ରରେ ସବୁ ବର୍ଗର ଲୋକଙ୍କୁ ଗୁରୁତ୍ୱ ଦିଆଯାଇଛି। ୧୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ବ୍ୟବସ୍ଥା ରହିଛି। ୨୦୩୪ ସୁଦ୍ଧା ଓଡ଼ିଶା ହେବ ଏକ ନମ୍ବର ରାଜ୍ୟ। ଏହା ଏକ…
ନବୀନ ଗ୍ୟାରେଣ୍ଟି: ପର୍ଯ୍ୟାକ୍ରମେ ସମସ୍ତେ ପାଇବେ ବିଏସକେୱାଇ କାର୍ଡର ସୁବିଧା
ଉପଭୋକ୍ତାଙ୍କୁ ୧୦୦ ୟୁନିଟ୍ ମାଗଣା ବିଜୁଳି ଏବଂ କୃଷି କ୍ଷେତ୍ରକୁ ମାଗଣା ବିଜୁଳି। ବିଏସକେୱାୟୀ ଯୋଜନାରେ ସରକାରୀ ଚାକିରିଆ ଓ ମଧ୍ୟବିତ୍ତ ପରିବାରଙ୍କୁ ସାମିଲ। ୨ ଲକ୍ଷ ସରକାରୀ ଚାକିରି। ମିଶନ ଶକ୍ତି ମହିଳାଙ୍କୁ ପେନ୍ସନ। କୃଷକ ପରିବାର ପିଲାଙ୍କୁ ଛାତ୍ରବୃତ୍ତି, ଝିଅ ବାହାଘର ପାଇଁ ୨୫…
ପଦ୍ମଶ୍ରୀରେ ସମ୍ମାନିତ ହେଲେ ଦୁଇ ଓଡ଼ିଆ ଭାଗବତ ପ୍ରଧାନ ଓ ବିନୋଦ ମହାରଣା
ପଦ୍ମଶ୍ରୀରେ ସମ୍ମାନିତ ହେଲେ ଦୁଇ ଓଡ଼ିଆ ଭାଗବତ ପ୍ରଧାନ ଓ ବିନୋଦ ମହାରଣା । ଗୁରୁବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଦ୍ୱିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ବିତରଣ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଓଡ଼ିଆଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । କଳାକ୍ଷେତ୍ରରେ ଯୋଗଦାନ ପାଇଁ ବରଗଡ଼…