Trending
- ଓଡ଼ିଶା ଆସିବେ ଜାପାନର ୧୦୦ ଜଣିଆ ପ୍ରତିନିଧି ଦଳ: ଶିଳ୍ପ, ବାଣିଜ୍ୟ ଓ ପର୍ଯ୍ୟଟନ କ୍ଷେତ୍ରରେ ଖୋଲିବ ନୂଆ ସମ୍ଭାବନା
- କେନ୍ଦ୍ର ସରକାର ଅଗ୍ନିବୀରଙ୍କୁ ବଡ଼ ଭେଟି,୨୫ ପ୍ରତିଶତ ଅଗ୍ନିବୀର ନିୟମିତ ସୈନିକ ହେବେ, ଅନ୍ୟ ୭୫ ପ୍ରତିଶତ ଅଗ୍ନିବୀରଙ୍କୁ ଅଧିକ ଦୁଇ ବର୍ଷ ଯାଏ ସେବା ବିସ୍ତାର ଦିଆଯିବ
- ଓଡ଼ିଶା ଆସିବେ ଜାପାନର ୧୦୦ ଜଣିଆ ପ୍ରତିନିଧି ଦଳ: ଶିଳ୍ପ, ବାଣିଜ୍ୟ ଓ ପର୍ଯ୍ୟଟନ କ୍ଷେତ୍ରରେ ଖୋଲିବ ନୂଆ ସମ୍ଭାବନା
- ଗଞ୍ଜାମ-କନ୍ଧମାଳ ସୀମାନ୍ତରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ଶେଷ,ସବୁ ପ୍ରୟାସ ସତ୍ତ୍ୱେ ମିଳିଲାନି ୧୧ ଜଣଙ୍କ ପତ୍ତା
- ଭୁବନେଶ୍ବରରେ ପହଞ୍ଚିଲା ଡା. ଅଶୋକ ମହାପାତ୍ରଙ୍କ ପାର୍ଥିବ ଶରୀର,ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ
- ରାମଲୀଳା ମୈଦାନକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣସ୍ଥଳରେ ପରିଣତ କରିବା ଉଚିତ ନୁହେଁ – ସୁପ୍ରିମକୋର୍ଟ
- ଚାନ୍ଦିପୁରରୁ ମିସାଇଲର ସଫଳ ପରୀକ୍ଷଣ
- ନେପାଳରେ ଦୁଇ ହେଲିକପ୍ଟର ମୁହାଁମୁହିଁ ଧକ୍କା, ଜଣେ ମୃତ ଓ ଜଣେ ଆହତ
- ଭୁବନେଶ୍ୱର ଏମ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ତଥା ପଦ୍ମଶ୍ରୀ ଡ଼.ଅଶୋକ ମହାପାତ୍ରଙ୍କ ୭୪ ବର୍ଷ ବୟସରେ ପରଲୋକ
- ଭାରତ ରିନ୍ୟୁଏବଲ୍ ଏନର୍ଜି ସମିଟ୍ ଆଣ୍ଡ ଏକ୍ସପୋ ୨୦୨୬ : ପ୍ରାୟ ୧ ଲକ୍ଷ ୧୭ ହଜାର ୫୫୭ କୋଟି ଟଙ୍କାର ସମ୍ଭାବ୍ୟ ପୁଞ୍ଜିନିବେଶ ପ୍ରସ୍ତାବ
Browsing Category
Odisha
All about all odisha state news updates
ରାଜ୍ୟର ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ମତଦାନ ଜାରି
ରାଜ୍ୟରେ ବହୁ ପ୍ରତୀକ୍ଷିତ ଚତୁର୍ଥ ପର୍ଯ୍ୟାୟ ମତଦାନ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନ ୪୨ ବିଧାନସଭା ଆସନରେ ମତଦାତାମାନେ ଭୋଟ ଦେଉଛନ୍ତି । ଶେଷ ପର୍ଯ୍ୟାୟ ମତଦାନ ପାଇଁ ୧୦ ହଜାର…
ରାଜ୍ୟର ୯ଟି ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ , ଅସହ୍ୟ ଗରମ ସାଙ୍ଗକୁ ପ୍ରଚଣ୍ଡ ଗୁଳୁଗୁଳି
ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଭଳି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଆଦ୍ରତା ୮୦ % ରୁ ଅଧିକ ରହିଛି । ଏହି ଜିଲ୍ଲା ଗୁଡିକରେ ପ୍ରଚଣ୍ଡ ଗୁଳୁଗୁଳି ରହିବାର ସମ୍ଭାବନା ରହିଛି। କିନ୍ତୁ ଏହି ସବୁ ଜିଲ୍ଲା ଗୁଡିକ ଠାରୁ…
ଅଂଶୁଘାତ ନେଇ ସତର୍କ କରାଇଲେ ଏସଆରସି ,ଆଗାମୀ ୩ ଦିନ ଗୁରୁତ୍ୱପୂର୍ଣ୍ଣ
ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ । ଏନେଇ ଜିଲ୍ଲାପାଳ, ସ୍ୱାସ୍ଥ୍ୟସଚିବ, ଶ୍ରମ କମିଶନଙ୍କ ସହ ଆଲୋଚନା ଚାଲିଥିବା ନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ପିକ୍ ଆୱାରରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି…
ଅସ୍ୱାଭାବିକ ମୃତ୍ୟୁର ହେବ ତଦନ୍ତ ,ତଦନ୍ତ ନିର୍ଦ୍ଦେଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଅସ୍ୱାଭାବିକ ମୃତ୍ୟୁର ହେବ ତଦନ୍ତ । ତଦନ୍ତ ନିର୍ଦ୍ଦେଶ ଦେଇଛି ଜନସ୍ୱାସ୍ଥ୍ୟ ବିଭାଗ । ମୃତଦେହର ବ୍ୟବଚ୍ଛେଦ କରାଯିବ । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି ଜନସ୍ୱାର୍ଥ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ଲୋକଙ୍କ…
ଦିନକ ପରେ ଭୋଟ୍: ୪୨ ଆସନ ଉପରେ ନଜର
ଚଳିତ ନିର୍ବାଚନର ଶେଷ ଲଢ଼େଇ ଶନିବାର ହେବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଲୋକସଭା ଆସନ ସମେତ ଏହା ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ୯୯ଲକ୍ଷ ୬୧ହଜାର ମତଦାତା ନିଜ ମନପସନ୍ଦର ନେତା ବାଛିବେ। ଏଥିପାଇଁ ଆଜି ପ୍ରଚାର ଶେଷ ହୋଇଛି। ଶେଷ ପର୍ଯ୍ୟାୟରେ ଏବେ…
ସରିଲା ପ୍ରଚାର, ଶନିବାର ଭୋଟ
ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ । ୪୬୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ମୋଟ…
ପୁରୀ ବାଣ ବିସ୍ଫୋରଣ ଘଟଣା : ସହାୟତା ରାଶି ଘୋଷଣା
ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣା । ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା ରାଶି । ଏହା ସହ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…
ପୁରୀ ଅଘଟଣକୁ ନେଇ ବିଜେଡିକୁ ଘେରିଲେ ଧର୍ମେନ୍ଦ୍ର
ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣା । ଏ ପ୍ରସଙ୍ଗ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କ ଉପରେ ଟାର୍ଗଟେ କରିଛନ୍ତି ସେ କହିଛନ୍ତି ବିଗତ କିଛି ଦିନ ଧରି ଆମେ ସ୍ୱାସ୍ଥ୍ୟ ଅବସ୍ଥା କଥା ପଚାରିଥିଲୁ । ଦୁର୍ଭାଗ୍ୟଜନକ ଘଟଣା କାଲି ଘଟିଛି ସେ…
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ,କହିଲେ ୧୪ଶହ ବୁଥ ହେବ ମହିଳାଙ୍କ ଦ୍ୱାରା…
ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର ମତଦାନ କରିବେ । ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର । ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ରରେ ମତଦାନ କରିବେ ଭୋଟର ।…
ପୁରୀ ବାଣ ବିସ୍ଫୋରଣ ଘଟଣା: ଦୁଃଖ ପ୍ରକାଶ ପ୍ରକାଶ କରିବା ସହ ସମବେଦନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘଟଣା ସମ୍ପର୍କରେ ପୋଷ୍ଟ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି । ମହାମହିମ କହିଛନ୍ତି, ପୁରୀରେ…