Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ମୋଦିଙ୍କ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ଆକାଶରୁ ଜଗିବ ଡ୍ରୋନ୍
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୦ ତାରିଖରେ ଭୁବନେଶ୍ବରରେ ରୋଡ ସୋ କରିବେ । ଏଥିପାଇଁ କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ରେ ମୋଦିଙ୍କ ରୋଡ ସୋ ପାଇଁ ବରିଷ୍ଠ ଅଧିକାରୀମାନେ ଡ୍ରାେନ ସୁରକ୍ଷା କୁ ଅଧିକ ଗୁରୁତ୍ବ ଦେଇଛନ୍ତି । …
ପ୍ରେସ୍ମିଟ୍ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍
ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର ମଙ୍ଗ ଏଥର ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ…
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା, ରାୟଗଡ଼ାରେ ସଭା କରିବେ । ଏଥିସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ନବରଙ୍ଗପୁର ଗସ୍ତରେ ଆସିବେ।
ସେହିପରି ଆସନ୍ତା ୯ ତାରିଖରେ…
ଦମ ଥିଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ ବିଜେପି, ୧୦% ଆସନ ବି ପାଇବନି – ପ୍ରଚାର ମୈଦାନରୁ ପାଣ୍ଡିଆନଙ୍କ…
ଖଲ୍ଲିକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଧୂଆଁଧାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ନବୀନ ସରକାରଙ୍କ ବିଭିନ୍ନ ଯୋଜନାର ହିସାବ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ପାଣ୍ଡିଆନ । ଶଙ୍ଖ ଚିହ୍ନରେ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ପାଣ୍ଡିଆନ ।
ପାଣ୍ଡିଆନ…
ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ସୋ’ କରିବେ ପ୍ରଧାନମନ୍ତ୍ରୀ
ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସନ୍ଧ୍ୟା ୬ଟାରୁ ଆରମ୍ଭ ହେବ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’ । ମାଷ୍ଟରକ୍ୟାଣ୍ଟିନ ଛକ ଠାରୁ ବାଣୀବିହାର ଛକ ପର୍ଯ୍ୟନ୍ତ ରୋଡ ସୋ’ କରିବେ ପ୍ରଧାନମନ୍ତ୍ରୀ । ଏହି ରୋଡ ସୋ’ରେ ସାମିଲ ହେବାକୁ…
ବିଜେପିରୁ ଇସ୍ତାହାରକୁ ‘ମିଛ ମାନିଫେଷ୍ଟୋ’ କହି ବର୍ଷିଲା ବିଜେଡି
ବିଜେଡିର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ୍ କରିଛି ବିଜେଡି । ରାଜ୍ୟ ବିଜେପିର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା । ‘ନା କାମ କରିବି, ନା କାମ କରେଇ ଦେବି’ ବୋଲି କହି…
ଆଜି ଗଞ୍ଜାମ ଜିଲ୍ଲାରେ ମାରାଥନ ପ୍ରଚାର କରିବେ ଭି.କେ.ପାଣ୍ଡିଆନ
ଗଞ୍ଜାମରେ ଆଜି ମାରାଥନ ପ୍ରଚାର କରିବେ ବିଜେଡି ନେତା ଭି.କେ.ପାଣ୍ଡିଆନ । ଗୋପାଳପୁରରୁ ହେଲିକପ୍ଟରରେ ସେରଗଡ଼ ଯାଇ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ପୁଣି ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଖଲିକୋଟରେ ପହଁଚିବେ । ଦିନ ସାଢ଼େ ୧୧ଟାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ ପାଣ୍ଡିଆନ…
ଘଷିପୁରାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ
ଘଷିପୁରା ନିର୍ବାଚନ ମଣ୍ଡଳୀ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ସୌମ୍ୟ ରଂଜନ ପଟ୍ଟନାୟକ । ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ନାମାଙ୍କନ ଭରିଛନ୍ତି ସୌମ୍ୟରଂଜନ ପଟ୍ଟନାୟକ । ନାମାଙ୍କନ ଭରିବା ପୂର୍ବରୁ ପ୍ରଥମେ ମା’ ତାରିଣୀଙ୍କ ମନ୍ଦିର ଯାଇଁ…
ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ, ଘୋଷଣା କଲେ ପାଣ୍ଡିଆନ
ଭବାନୀପାଟଣା ସଭାରୁ ବଡ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ । ମଞ୍ଚ ଉପରୁ ପାଣ୍ଡିଆନ କହିଛନ୍ତି, କଳାହାଣ୍ଡିବାସୀ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ସହଯୋଗରେ ମୁଖ୍ୟମନ୍ତ୍ରୀ ଇତିହାସ ରଚିବେ ଓ ଓଡ଼ିଶା ମଧ୍ୟ ଇତିହାସ ରଚିବ । ଆସନ୍ତା ଜୁନ୍ ୯ ତାରିଖରେ ଓଡ଼ିଶାବାସୀଙ୍କ ପ୍ରିୟ ନବୀନ…
ବିରୋଧୀ ଦଳର ନେତା ମିଛ କଥା କହୁଛନ୍ତି , ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି
ଭବାନୀପାଟଣା ପରେ ଖରିଆରରେରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଥିସହିତ ସଭା ମଞ୍ଚରୁ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ନବୀନ । ବିରୋଧୀମାନେ କୁମ୍ଭୀର କାନ୍ଦଣା କାନ୍ଦୁଥିବା ବୋଲି କହିବା ସହିତ ବିରୋଧୀ ଦଳର ନେତା ମିଛ କଥା କହୁଛନ୍ତି…