Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍ କରିଛନ୍ତି -ଅପରାଜିତା ଷଡଙ୍ଗୀ
ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍ କରିଛନ୍ତି ଭାଜପା ଏମ୍ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ଙ୍କ ଉପରେ ବର୍ଷିଛନ୍ତି। ବଡ଼ ବାବୁ ଏବଂ ସାନ ବାବୁ ପ୍ରସଙ୍ଗ…
ବର୍ଷା ଓ ବିଜୁଳି ଘଡଘଡି ନେଇ ୬ ଜିଲ୍ଲାକୁ ସତର୍କତା: ସେପଟେ କଟକରେ କାଳ ବୈଶାଖୀ ବର୍ଷା
ବର୍ଷା ଓ ବିଜୁଳି ଘଡଘଡି ନେଇ ସତର୍କତା ଜାରି ହୋଇଛି । ରାଜ୍ୟର ୬ ଜିଲ୍ଲାକୁ ସତର୍କତା ସୂଚନା ଜାରି କରାଯାଇଛି । ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ସତର୍କତା । ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ, କଟକ, କନ୍ଧମାଳ, ଢେଙ୍କାନାଳ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।ସେହିପରି କଟକରେ ହଠାତ…
ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ
ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି। କଂଗ୍ରେସ ଛାଡ଼ି ପ୍ରଦୀପ ମାଝି ବିଜେଡିରେ ମିଶିବା ପରେ ଝରିଗାଁ ନିର୍ବାଚନମଣ୍ଡଳୀରେ ଦଳରେ ପୂର୍ବରୁ ରହିଥିବା ଅସନ୍ତୋଷ ଫାଟ ସୃଷ୍ଟି…
୩ ମାସ ବନ୍ଦ ରହିବ ଭିତରକନିକା
ମେ’ ପହିଲାରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ବନ୍ଦ । କୁମ୍ଭୀର ପ୍ରଜନନ ଋତୁକୁ ଦୃଷ୍ଟିରେ ରଖି ଆଜିଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଜାତୀୟ ଉଦ୍ୟାନ । କୁମ୍ଭୀରମାନଙ୍କ ମିଳନ ପର୍ବ ଏବଂ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନ ଉପୁଜିବା ପାଇଁ ରାଜନଗର ବନଖଣ୍ଡ…
ଭୁବନେଶ୍ୱରରେ ତାତି ଟପିଲା ୪୫ ଡିଗ୍ରୀ ,ଆଜି ଓ ଆସନ୍ତାକାଲି ପାଇଁ ରେଡ ଆଲର୍ଟ
ଡହ ଡହ ତାତିରେ ଫୁଟୁଛି ସାରା ରାଜ୍ୟ । ଦିନ ସାଢେ ୨ଟା ସୁଦ୍ଧା ବାଲେଶ୍ୱରରେ ୪୬ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୪୫.୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ରେଡ…
ଭାଜପାକୁ ଶକ୍ତ ଝଟ୍କା: ଦଳରୁ ଇସ୍ତଫା ଦେଲେ କାଳୁଙ୍କ ସମେତ ୧୦୦ରୁ ଅଧିକ କର୍ମୀ
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଆସନ୍ତା ୨ରେ ଭାଜପା ଭୁବନେଶ୍ବର ଲୋକ ସଭା ଓ ଖୋର୍ଦ୍ଧା ବିଧାନସଭା ପ୍ରାର୍ଥୀ ନାମାଙ୍କନ ଦାଖଲ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ନେଇ…
ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ବୈଠକ
ଆଜି ବସିବ ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ବୈଠକ। ଆଜି ଲୋକ ସେବା ଭବନରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ। ଏଥିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁଙ୍କ ସମେତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଓ ରାଜ୍ୟର ବିଭିନ୍ନ ବିଭାଗର…
ସୁରଙ୍କ ମୁହଁରେ ନବୀନଙ୍କ ପ୍ରଶଂସା
ସୁରେଶ ରାଉତରାୟଙ୍କ ମୁହଁରେ ନବୀନଙ୍କ ପ୍ରଶଂସା । ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନଙ୍କୁ ପ୍ରଶଂସା କରିଛନ୍ତି । କହିଛନ୍ତି, ଦୁଇ ଜଣ ରାଜ୍ୟର ବିକାଶ କାମକୁ ଆଗକୁ ନେଇଛନ୍ତି ।ବିକାଶ କାମ ଆହୁରି ଆଗକୁ ବଢାଇବାକୁ ହେଲେ ଯୋଡି…
ଜଙ୍ଗଲରେ ପୁଣି ସକ୍ରିୟ ମାଓବାଦୀ , ଯବାନଙ୍କ ସହ ଗୁଳିବିନିମୟରେ ନିପାତ ହେଲେ ୭ ମାଓବାଦୀ
ଛତିଶଗଡ ଜଙ୍ଗଲରେ ଚାଲିଛି ଜୋରଦାର ମାଓ ଦମନ ଅପରେସନ୍ । ନାରାୟଣପୁରର ଅବୁଝମାଣ୍ଡ ଅଂଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ ୭ ମାଓବାଦୀ ନିପାତ ହୋଇଥିବାର ସୂଚନା ମିଳିଛି । ଘଟଣା ସ୍ଥଳରୁ ଟୋଟିଏ ଏକେ ଫୋର୍ଟିସେଭେନ୍ ବନ୍ଧୁକ ସହ ବିପୁଳ ମାତ୍ରାରେ ଗୁଳିଗୋଳା ଜବତ…
ସାରା ରାଜ୍ୟରେ ଅସହ୍ୟ ତାତି , ଦିନ ସାଢ଼େ ୨ ସୁଦ୍ଧା ୪୩ ଡିଗ୍ରୀ ପାରଦ ରେକର୍ଡ
ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଦିନ ସାଢ଼େ ୨ ଟା ସୁଦ୍ଧା ୪୩ ଡିଗ୍ରୀ ଟପିଛି ପାରଦ । କେନ୍ଦୁଝରରେ ଦିନର ସର୍ବାଧିନ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୪୨ ଦଶମିକ ୮, ସମ୍ବଲପୁରରେ ୪୨ ଦଶମିକ ୬, ହୀରାକୁଦ ଓ ରାଉରକେଲାରେ ୪୧ ଦଶମିକ ୮,…