Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ବିଜେଡି ଛାଡି ବିଜେପିରେ ଯୋଗ ଦେଲେ ବାଲେଶ୍ୱର ଯୁବ ଜିଲ୍ଲା ସମ୍ପାଦକ ରାଜେଶ ଖଟୁଆ
ବିଜେଡି ଛାଡି ବିଜେପିରେ ଯୋଗ ଦେଲେ ଯୁବ ଜିଲ୍ଲା ସମ୍ପାଦକ ରାଜେଶ ଖଟୁଆ । ଜଳେଶ୍ୱର ନିର୍ବାଚନ ମଣ୍ଡଳୀର ଆରୁହାରେ ବିଜେପିର ମିଶ୍ରଣ ପର୍ବ ଓ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଛି । ଏହି ମିଶ୍ରଣ ପର୍ବରେ ଜଳେଶ୍ୱର ପୌର ପରିଷଦର ୧୭ ନମ୍ବର ୱାର୍ଡ ଏବଂ ଆରୁହା ପଂଚାୟତର ଶତାଧୀକ କର୍ମୀ ବିଜେପିରେ…
କୋରାପୁଟ ଗସ୍ତରେ ଭିକେ ପାଣ୍ଡିଆନ୍ ,ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ କଲେ ଭୋଟ ଭିକ୍ଷା
ନିର୍ବାଚନ ପ୍ରଚାର ପାଇଁ କୋରାପୁଟ ଗସ୍ତରେ ବିଜେଡି ନେତା ଭିକେ ପାଣ୍ଡିଆନ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ ଭିକ୍ଷା କରୁଛନ୍ତି ପାଣ୍ଡିଆନ । ଏହି ସମୟରେ କୋରାପୁଟ ଜିଲ୍ଲାର ବିଭିନ୍ନ ଶ୍ରମିକ ସଂଗଠନ ସ÷ ଭିକେ ପାଣ୍ଡିଆନ ବୈଠକ କରିଥିବା ମଧ୍ୟ ଦେଖିବାକୁ ମିଳିଛି । ଏହି…
ଆଜିଠୁ ପ୍ରାର୍ଥିପତ୍ର ଦାଖଲ
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ (ଦେଶରେ ଷଷ୍ଠ ପର୍ଯ୍ୟାୟ) ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ମେ’ ୨୫ରେ ନିର୍ବାଚନ ହେବ। ଏହି ସବୁ ଆସନରେ…
କଳାହାଣ୍ଡି ଓ ନୂଆପଡ଼ାରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର
ନୂଆପଡ଼ା: କଳାହାଣ୍ଡି ଜିଲ୍ଲା ଓ ନୂଆପଡ଼ା ଜିଲ୍ଲାରେ ଶନିବାର ମାରାଥନ ନିର୍ବାଚନ ପ୍ରଚାର କରିଥିଲେ ବିଜେଡି ନେତା ଭି କେ ପାଣ୍ଡିଆନ। ବିରୋଧୀଙ୍କୁ ଟାର୍ଗେଟ କରି ଶ୍ରୀ ପାଣ୍ଡିଆନ ଆହୁରି କହିଥିଲେ ଯେ ଆପଣଙ୍କ ସାଂସଦ ଗତ ୫ ବର୍ଷରେ କ’ଣ କରିଛନ୍ତି? ବିଏସ୍କେୱାଇ କାର୍ଯ୍ୟକ୍ରମକୁ ବନ୍ଦ…
ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର: ନିର୍ବା ଚନ ସମୟରେ ଧର୍ମେନ୍ଦ୍ର ପ୍ରଧାନ ଓ ରାସେଶ୍ୱରୀ ପାଣିଗ୍ରାହୀଙ୍କ ଭେଟଘାଟ୍ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ରାସେଶ୍ୱରୀ ପାଣିଗ୍ରାହୀଙ୍କ ସମର୍ଥକମାନେ ଆଗାମୀ ନିର୍ବାଚନରେ ବିଜେପିକୁ ସମର୍ଥନ କରିପାରନ୍ତି। କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ…
ଭୁବନେଶ୍ବର ପୁଣି ଉତ୍ତପ୍ତ ସହର
ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହରେ ଏକ ସପ୍ତାହ ଧରି ସାରା ଓଡ଼ିଶା ଜଳୁଛି। ଆଜି ମଧ୍ୟ ଏଥିରୁ ନିସ୍ତାର ମିଳି ନାହିଁ। ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ବର ପୁଣି ସବୁଠୁ ଉତ୍ତପ୍ତ ସହର ହୋଇଛି। ରାଜଧାନୀରେ ତାପମାତ୍ରା ୪୩.୨ ଡିଗ୍ରି କେରର୍ଡ କରାଯାଇଛି। କେନ୍ଦୁଝରରେ ୪୨.୭, ଚାନ୍ଦବାଲିରେ…
ରାସ୍ତାକଡ଼ରେ ପଖାଳ ଖାଇଲେ ପାଣ୍ଡିଆନ
ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ଭୋଧିତ କରିଥିଲେ। ରାଜ୍ୟରେ ନିର୍ବାଚନ ପ୍ରଚାର ଏବଂ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଜଙ୍ଗଲରେ ପଖାଳ ଖାଇ ମଜା…
ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା
ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟତ୍ରୀ ଏହି ଆଇରନ୍ ଓ ଫଲିକ୍ ଏସିଡ୍ ବଟିକା ବଣ୍ଟନ କରିବେ । ଏହା ବିଦ୍ୟାଳୟ ଖୋଲିବା ପୂର୍ବରୁ ବଣ୍ଟନ କରିବା ଲାଗି ଲକ୍ଷ୍ୟ ରଖାଯାଇଛି । ରାଜ୍ୟକୁ ଆନେମିଆ ଅର୍ଥାତ ରକ୍ତହୀନତାରୁ ମୁକ୍ତ କରିବା ପାଇଁ ଏହି ଅଭିଯାନ କର୍ଯ୍ୟକ୍ରମ ଜାରି…
ଆଉ ୮ ବିଧାନସଭା ଆସନରେ ଟିକେଟ୍ ଦେଲା ବିଜେପି
କିଛି ଦିନର ଅଙ୍କକଷା ପରେ ୮ ବିଧାନସଭା ପାଇଁ ଟିକେଟ୍ ଦେଇଛି ବିଜେପି । ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ସାଲେପୁରରୁ ଅଭିନେତା ଅରିନ୍ଦମ ରୟଙ୍କୁ ଦଳ ପ୍ରାର୍ଥୀ କରିଛି ଦଳ । ସେତିକି ନୁହେଁ ଖୋର୍ଦ୍ଧା ବିଧାସଭାକୁ ନେଇ ଚାଲିଥିବା ଛକାପଂଝାର ବି ଅନ୍ତ ଘଟିଛି । ବାଦ ବିବାଦ ସତ୍ୱେ ପ୍ରଶାନ୍ତ…
ବିଜେଡି ଘୋଷଣା କଲା ଆଉ ୩ ବିଧାନସଭା ପ୍ରାର୍ଥୀ
ବାକି ରହିଥିବା ୬ଟି ବିଧାନସଭା ଆସନ ମଧ୍ୟରୁ ୩ ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେଡି । ସୁପ୍ରିମୋ ନବୀନ ପଟ୍ଟନାୟକ ତିନୋଟି ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି । ଭୋଗରାଇ ବିଧାନସଭାରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରଦୀପ କୁମାର…