Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆଜି ନବରଙ୍ଗପୁର ସାଂସଦ ପାର୍ଥୀ ତଥା ପୂର୍ବତନ ସାଂସଦ ବଳଭଦ୍ର ମାଝି ଏକ ସାମ୍ବାଦିକ ସମ୍ମିଳନୀ କରି ସିଧାସଳଖ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କ ବିରୁଦ୍ଧରେ ଗର୍ଜିଛନ୍ତି। ଶାସକ ଦଳ ପାଇଁ ପ୍ରଚାରରେ ଆସି ଭି କେ ପାଣ୍ଡିଆନ କିପରି ଲୋକଙ୍କ…
ଅସହ୍ୟ ଟ୍ୱିନସିଟି, ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀରେ ୪୪.୬ ଡିଗ୍ରୀ ରେକର୍ଡ , ରେଡ୍ ଆଲର୍ଟ ଜାରି କଲେ ପାଣିପାଗ…
ଜଳୁଛି ରାଜଧାନୀ । ଅସହ୍ୟ ଗ୍ରୀଷ୍ମ ପ୍ରବାହ ପାଇଁ ଟ୍ୱିନସିଟି କୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଆଜି ଉଭୟ ଭୁବନେଶ୍ୱର ଓ କଟକ ସହରରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହାରି ଭିତରେ ରାଜଧାନୀ ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଛି ତାପମାତ୍ରା । ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀରେ…
ନୂଆପଡ଼ାରେ ଭିକେ ପାଣ୍ଡିଆନଙ୍କ ପ୍ରଚାର, ମିନି ଷ୍ଟାଡିଅମରେ ଜନସଭାକୁ ସମ୍ବୋଧନ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିଲେ…
ତୃତୀୟ ଦିନରେ ପ୍ରଚାର ମଇଦାନରେ ପାଣ୍ଡିଆନ । ଖଡିଆଳ ରୋଡରୁ ନୂଆପଡା ୧୨ କିଲୋମିଟର, ବିରାଟ ରୋଡ ଶୋ କରିଛନ୍ତି । ଜନତାଙ୍କୁ ସମ୍ବୋଧନ କରିଥିଲେ । ପ୍ରଚାର ବେଳେ ବିଜେପିକୁ ଟାର୍ଗେଟ କରିଛନ୍ତି । ଆପଣଙ୍କ ଜୋଶ ବିଶାଳ ଉପସ୍ଥିତି ଦେଖି ବିରୋଧୀଙ୍କ ନିଦ ହଜୁଛି । ନା ଡବଲ, ନା ସିଙ୍ଗଲ, ଓଡିଶାରେ…
ବିଏସ୍କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ
ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ନବରଙ୍ଗପୁରରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଦଳର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ସେ ନିବେଦନ କରିଛନ୍ତି। ନିଜ ଭାଷଣରେ କେନ୍ଦ୍ରମନ୍ତ୍ରୀଙ୍କୁ ଲକ୍ଷ୍ୟକରି ପାଣ୍ଡିଆନ କହିଛନ୍ତି ଯେ ତାଙ୍କର ରାଗ ହେଉଛି…
ବିପଦରେ ଗଣତନ୍ତ୍ର – ରାଜ୍ୟ ବିଜେପି ,ଜବାବ ରଖିଲା ବିଜେଡି
ନିର୍ବାଚନ ମାହୋଲକୁ ଉଷ୍ମ କଲା ରାଜନୈତିକ ବୟାନବାଜି । ସାମ୍ବାଦିକ ସମ୍ମିଳନୀ ଜରିଆରେ ବିଜେଡିକୁ ଟାର୍ଗେଟ କରିଛି ରାଜ୍ୟ ବିଜେପି । ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି । ଫାଇବ୍- ଟି ରୁପାନ୍ତରଣକୁ ପ୍ରସଙ୍ଗ କରି ବିଜେଡି…
୨୮ ତାରିଖରେ ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
୨୮ ତାରିଖରେ ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ବ୍ରହ୍ମପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରି ଜନତାଙ୍କୁ ଭୋଟ ଅପିଲ କରିବେ । ଏହାସହ ନବରଙ୍ଗପୁରରେ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ । ଉଭୟ ପଶ୍ଚିମ ଓଡିଶା ଓ ଦକ୍ଷିଣ ଓଡିଶା କର୍ମକର୍ତ୍ତାଙ୍କ ସହ ଆଲୋଚନା…
ଡହଡହ ଖରାରେ କାମ କରୁଛନ୍ତି ଶ୍ରମିକ , ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ଉଲଂଘନ କରୁଛନ୍ତି ଠିକାଦାର
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ଉଲଂଘନ କରି ଡହଡହ ଖରାରେ କାର୍ଯ୍ୟ କରୁଛନ୍ତି ଶ୍ରମିକ । ଅତ୍ୟଧିକ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଶ୍ରମିକଙ୍କ ସୁରକ୍ଷା ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ମାତ୍ର ବାଙ୍କୀ ବ୍ଲକରେ ଏହି…
ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ
ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।
ଉମରକୋଟରେ ପ୍ରଚାର ସମୟରେ ବିରୋଧୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି ପାଣ୍ଡିଆନ । ସେ କହିଛନ୍ତି, ଗତ ନିର୍ବାଚନ…
ଉମରକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଭି.କେ ପାଣ୍ଡିଆନ
ଉମରକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଭି.କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ କାମକୁ ଆହୁରି ଜୋରଦାର କରିବାକୁ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ଅପିଲ କରିଛନ୍ତି ପାଣ୍ଡିଆନ । ଏହାସହ ମଞ୍ଚ ଉପରେ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ମଧ୍ୟ…
କୋରାପୁଟ ଓ ରାୟଗଡ଼ାରେ କାର୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର ,ନାଁ ନନେଇ କେନ୍ଦ୍ରମନ୍ତ୍ରୀଙ୍କୁ କଲେ ଟାର୍ଗେଟ,
ଗତକାଲି ହିଂଜିଳିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ଅଭିଯାନ ଆରମ୍ଭ କରିବା ପରେ ଆଜି ଏହାକୁ ଆଗକୁ ବଢ଼ାଇଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ ।
କୋରାପୁଟର ପଟାଙ୍ଗୀ ଓ ଲକ୍ଷ୍ମୀପୁରରେ ସେ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି । ରାୟଗଡ଼ାର ବିଷମ କଟକରେ ମଧ୍ୟ ପ୍ରଚାର କରିଛନ୍ତି…