Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Odisha
All about all odisha state news updates
ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
ପୀତବାସ ହତ୍ୟା ମାମଲା , ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ । ପୁଲିସ ଭ୍ୟାନ୍ରେ ବିକ୍ରମଙ୍କୁ କୋର୍ଟ ନେଲା ପୁଲିସ । ପୁଲିସ ଗତକାଲି ରାତିରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଥିଲା । କିଏ ଓ କାହିଁକି ପୀତବାସ ପଣ୍ଡାଙ୍କୁ…
‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ…
ଲୋକଙ୍କ ସରକାରରେ ଲୋକଙ୍କ ଉନ୍ନତି ଓ ବିକାଶକୁ ପ୍ରାଥମିକତା ଦେଇ 'ଅନ୍ତ୍ୟୋଦୟ ଗୃହ ଯୋଜନା' ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି। ଏହାଦ୍ବାରା ପ୍ରତ୍ୟେକ ନାଗରିକ ମର୍ଯ୍ୟାଦାପୂର୍ଣ୍ଣ ଜୀବନଯାପନ କରିବେ ବୋଲି ମୋର…
ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ଶେଷ ଦିନ ଥିବା ବେଳେ ସୋମବାର ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଭରିଛନ୍ତି। ୧୮ରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଉଭୟ ଭାଜପା ଓ କଂଗ୍ରେସ। ଭାଜପାରୁ ଜୟ ଢୋଲକିଆ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ କଂଗ୍ରେସରୁ ଘାସିରାମ ମାଝୀ…
ଆଜି ଠାରୁ ଆରମ୍ଭ ହେଉଛି କାଳୀପୂଜା, ଉତ୍ସବମୂଖର ଭଦ୍ରକ ସହର
ଦୀପାବଳିଠାରୁ ଆରମ୍ଭ ହୋଇଛି ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା। ପାଗ ଅନୁକୂଳ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏବେ ପୂଜା ପାଇଁ ବେଶ୍ ଉତ୍ସବମୁଖର ହୋଇଉଠିଛି ସହର । ସବୁ ପୂଜା ମଣ୍ଡପର ସଚେତନାତ୍ମକ ବାରୁଆଳି ନିକଟରେ ଲୋକଙ୍କ ଭିଡ଼ ଜମିଲାଣି । ସ୍ଥାୟୀ ପୂଜା ମଣ୍ଡପ ସମ୍ମୁଖରେ…
ରାଜ୍ୟର ୪୮ ହଜାର ୬୯୩ ଜଣ ହିତାଧିକାରୀଙ୍କୁ ମିଳିଲା ଗୃହ ନିର୍ମାଣ ପାଇଁ କିସ୍ତି ପ୍ରଦାନ
ରାଜ୍ୟର ୪୮ ହଜାର ୬୯୩ ଜଣ ହିତାଧିକାରୀଙ୍କୁ ରବିବାର ଗୃହ ନିର୍ମାଣ ପାଇଁ କିସ୍ତି ପ୍ରଦାନ କରାଯାଇଛି। ଏହାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ପୂର୍ବରୁ ଆମେ ଆର୍ଥିକ ଅନଗ୍ରସର ପରିବାରମାନଙ୍କ ମୁହଁରେ ହସ ଫୁଟାଇପାରିଛୁ।…
ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ରାଜ୍ୟର ଭାଇ-ଭଉଣୀମାନଙ୍କୁ ଦୀପାବଳିର ଶୁଭେଚ୍ଛା…
ଯେଉଁ ଛାତ୍ରମାନେ ୧୮ ହଜାର ଟଙ୍କା ବୃତ୍ତି ପାଉଥିବେ, ସେମାନେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ
ସୁଭଦ୍ରାକୁ ନେଇ ବଡ ଅପଡେଟ୍ ସାମ୍ନାକୁ ଆସିଛି। ଯେଉଁ ଛାତ୍ରମାନେ ୧୮ ହଜାର ଟଙ୍କା ବୃତ୍ତି ପାଉଥିବେ, ସେମାନେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ । ଏନେଇ ଦୁଇ ବିଭାଗରୁ ମହିଳା ଓ ଶିଶୁ ବିକାଶ ବିଭାଗ ରିପୋର୍ଟ ମାଗିଛି । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ…
ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ପାଇଁ ଦୀପାବଳି ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ହୋଇଥିବା ସତ୍ତ୍ବେ ଏହି ଦିନ ଛୁଟି ହେବ…
ରାଜ୍ୟରେ ଖୋଲିବ ୧୩୯ଟି ନୂଆ ସବ୍-ରେଜିଷ୍ଟ୍ରାର୍ ଅଫିସ
ରାଜ୍ୟରେ ଖୋଲିବ ୧୩୯ଟି ନୂଆ ସବ୍-ରେଜିଷ୍ଟ୍ରାର୍ ଅଫିସ । ଏହାଦ୍ୱାରା ସାଧାରଣ ଲୋକଙ୍କୁ ଜମି କିଣାବିକାରେ ଅଧିକ ସୁବିଧା ହେବ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଅନୁଷ୍ଠିତ ଏକ ସରକାରୀ କାର୍ଯ୍ୟକ୍ରମରେ ଏହା ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଚଳିତ ଆର୍ଥିକ ବର୍ଷରୁ…
ଆସନ୍ତା ସୋମବାର କୁ ଦୀପାବଳୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଆସନ୍ତା ସୋମବାର (୨୦୨୫ ଅକ୍ଟୋବର ୨୦) ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି…