Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ପ୍ରଥମ ରଜରେ ବିଶ୍ଵ ଓଡ଼ିଆ ପରିବାର,ଦୋଳିରେ ଝୁଲିଲେ ବାଚସ୍ପତି
ବିଶ୍ୱ ଓଡ଼ିଆ ପରିବାର ପକ୍ଷରୁ ,ରାଜ୍ୟ ସଂଗ୍ରହାଳୟ ଠାରେ ଏକ,ଭବ୍ୟ ଦିବ୍ୟ ରଜ ମହୋତ୍ସବ କାର୍ଯକ୍ରମ ଅନୁଷ୍ଠିତ ହୋଇ ଯାଇଛି ,ଏହି କାର୍ଯକ୍ରମ ରେ ଉଦ୍ଘାଟକ ଓଡ଼ିଶା ବିଧାନ ସଭା ର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଯୋଗ ଦେଇ ଥିବା ବେଳେ,ପ୍ରକୃତି ଓ ସଂସ୍କୃତି ସମନ୍ନୟ ର ପର୍ବ ରଜ ,ସମ୍ପର୍କରେ…
ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ,୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ…
ଓଡ଼ିଶାର ସାଂସ୍କୃତିକ ଓ ଆଧ୍ୟାତ୍ମିକ ଇତିହାସରେ ଏକ ନୂତନ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ…
ଆଜି ‘ରଜ ସଂକ୍ରାନ୍ତି’ ରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ
ରଜ ଦୋଳିରେ ଝୁମୁଛି ଓଡ଼ିଶା! । ପାରମ୍ପରିକ ଏବଂ ଅତି ପ୍ରିୟ ଗଣପର୍ବ ‘ରଜ’ ଏବେ ସାରା ରାଜ୍ୟରେ ବେଶ୍ ଜାକଜମକରେ ପାଳିତ ହେଉଛି । ଗତକାଲି ‘ପହିଲି ରଜ’ର ଉତ୍ସାହ ପରେ ଆଜି ‘ରଜ ସଂକ୍ରାନ୍ତି’ ରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ନାରୀତ୍ୱ, ସୃଜନଶୀଳତା ଏବଂ ଆଗାମୀ ବର୍ଷାର ଆଗମନକୁ ସ୍ୱାଗତ…
ସ୍ୱଳ୍ପ ମୂଲ୍ୟରେ ଘରଭଡ଼ା ଯୋଗାଇଦେବେ ସରକାର
ସହରାଞ୍ଚଳରେ ଭଡ଼ାଘର ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି । ପ୍ରସ୍ତୁତ ହୋଇଛି ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬ର ଚିଠା ପ୍ରସ୍ତାବ । ଏହି ନୂଆ ପଲିସି ଉପରେ ଏବେ ଜନସାଧାରଣଙ୍କ ମତାମତ ଲୋଡ଼ିଛନ୍ତି ସରକାର ।
ସହରାଞ୍ଚଳରେ ଘର…
ଆଜି ପହିଲି ରଜରେ ହସ୍ପିଟାଲରେ ନୂଆ ଡ୍ରେସ୍ ପିନ୍ଧିଛନ୍ତି ଚାମେଲି
କେନ୍ଦ୍ରାପଡା ଜିଲ୍ଲା ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପାଇଁ ରଜରେ ନୂଆ ଡ୍ରେସ୍ ଆଣିଛନ୍ତି ତାଙ୍କ ମା ଭାରତୀ ଓଝା । ଆଜି ପହିଲି ରଜରେ ହସ୍ପିଟାଲରେ ନୂଆ ଡ୍ରେସ୍ ପିନ୍ଧିଛନ୍ତି ଚାମେଲି । ଚାମେଲି କହିଛନ୍ତି, ପୋଲିସ ଉପରେ ମୋର ଭରସା ନାହିଁ ।…
ଆଜି ଓଡ଼ିଶାର ଗଣପର୍ବ ‘ରଜ’,‘ପହିଲି ରଜ’ରେ ସାରା ଓଡ଼ିଶା ଉତ୍ସବମୁଖର
ଆଜି ଓଡ଼ିଶାର ଗଣପର୍ବ ‘ରଜ’। ବଡ଼ ଧୂମଧାମରେ ଆରମ୍ଭ ହୋଇଯାଇଛି ରଜ ମଉଜ। ପ୍ରଥମ ଦିନ ଅର୍ଥାତ୍ ‘ପହିଲି ରଜ’ରେ ସାରା ଓଡ଼ିଶା ଉତ୍ସବମୁଖର। ରଜ ପର୍ବ ହେଉଛି ଧରଣୀ ମା’ଙ୍କ ଉର୍ବରତା ଏବଂ ନବଯୌବନର ପ୍ରତୀକ। ଏହି ତିନି ଦିନ ମାଟି ମା’ ରଜସ୍ୱଳା ହୋଇ ବିଶ୍ରାମ ନିଅନ୍ତି ବୋଲି ବିଶ୍ବାସ ରହିଛି।…
ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝା ଗଲେ ଜେଲ
ଜେଲ୍ ଗଲେ ଚାମେଲି । ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଜେଲ୍ ପଠାଯାଇଛି । ଗିରଫ ପରେ ଆଜି ତାଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇଥିଲା । ଚାମେଲିଙ୍କ ନାଁରେ ମହାକାଳପଡା ଥାନାରେ ରୁଜୁ ହୋଇଥିବା ମାମଲାରେ ତଦନ୍ତ କରୁଛି ପୋଲିସ । ତାଙ୍କୁ ଉଠାଇ ଆଣିଲା…
ଏବେ ମୁଣ୍ଡପିଛା ୧୦ କେଜି ଚାଉଳ ମିଳିବ
ରାଜ୍ୟର ଗରିବ, ଅସହାୟମାନଙ୍କୁ ଏବେ ମୁଣ୍ଡପିଛା ୧୦ କେଜି ଚାଉଳ ମିଳିବ। ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଏଭଳି ବଡ଼ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଏଥିପାଇଁ ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ର ଶୁଭାରମ୍ଭ କରାଯାଇଛି। ଏହି ଯୋଜନାରେ ରାସନ କାର୍ଡଧାରୀ…
ରାଜ୍ୟ ସରକାର କେଜିରୁ ପିଜି ପର୍ଯ୍ୟନ୍ତ ଶିକ୍ଷାକୁ ସଂପୂର୍ଣ୍ଣ ଦେୟମୁକ୍ତ କରାଯିବ ଘୋଷଣା କରିଛନ୍ତି
ରାଜ୍ୟ ସରକାର କେଜିରୁ ପିଜି ପର୍ଯ୍ୟନ୍ତ ଶିକ୍ଷାକୁ ସଂପୂର୍ଣ୍ଣ ଦେୟମୁକ୍ତ କରାଯିବ ଘୋଷଣା କରିଛନ୍ତି। ଏହା ଦ୍ୱାରା ଆର୍ଥିକ ସ୍ତରରେ ପଛୁଆବର୍ଗ ଓ ଛାତ୍ରୀମାନେ ଉପକୃତ ହେବେ। ବୋଧହୁଏ ଶିକ୍ଷା କ୍ଷେତ୍ରରେ ଏପରି ଏକ ପଦକ୍ଷେପ ସାରା ଦେଶରେ ଓଡ଼ିଶାରେ ପ୍ରଥମଥର ପାଇଁ କାର୍ଯ୍ୟକାରୀ ହେବ। ରାଜ୍ୟ…
୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ରାଜ୍ୟର ପର୍ଯ୍ୟଟନ, ଭିତ୍ତିଭୂମି ବିକାଶ, ରାଜସ୍ୱ ପ୍ରଶାସନ ଓ ଜଳସମ୍ପଦ କ୍ଷେତ୍ରରେ ଏହି ପ୍ରସ୍ତାବଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ…