Trending
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
Browsing Category
Odisha
All about all odisha state news updates
ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ପିସିସି ସଭାପତି ଶରତ ପଟ୍ଟନାୟକ
ଭୁବନେଶ୍ବର: ଆନ୍ଧ୍ରପ୍ରଦେଶର ବିଜୟନଗରମରେ ଘଟିଥିବା ରେଳ ଦୁର୍ଘଟଣାରେ ୧୪ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏହାକୁ ନେଇ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଇସ୍ତଫା ଦାବି କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଲଗାତାର ଭାବେ ଟ୍ରେନ ଦୁର୍ଘଟଣା ଘଟୁଛି। ଲୋକଙ୍କ ଜୀବନ ଯାଉଛି ।…
ରାଜଭବନରେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ବର: ରାଜଭବନରେ ନୂଆ ରାଜ୍ୟପାଳ ରଘୁବର ଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ସ୍ବାଗତ କରିଛନ୍ତି। ରାଜଭବନରେ ଗାର୍ଡଅଫଅନର ପ୍ରଦାନ କରାଯାଇଛି । ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ । ସକାଳୁ ସକାଳୁ…
ରାୟଗଡ଼ା ଓ ଝାରସୁଗୁଡ଼ା ଜିଲ୍ଲାର ଶୁଭାରମ୍ଭ
୧୧ଟି ବ୍ଲକରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ
ଭି.କେ. ପାଣ୍ଡିଆନଙ୍କ ମେଟ୍ରୋ ରେଳ ପ୍ରକଳ୍ପ ସମୀକ୍ଷା
କଟକ: ଆଜି ମେଟ୍ରୋ ପ୍ରକଳ୍ପର ସମୀକ୍ଷା କରିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ।ନୂଆବର୍ଷରେ ଶିଳାନ୍ୟାସ ହେବ ମେଟ୍ରୋ ରେଳ ପ୍ରକଳ୍ପ । ଜାନୁଆରୀ ପହିଲାରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ପ୍ରସ୍ତାବିତ ମେଟ୍ରୋ…
ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା
ଭୁବନେଶ୍ୱର :ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା । ଅକ୍ଟୋବର ୨୯, ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ମୁକାବିଲା ନେଇ ଓଡ଼ିଶା ଉଦାହରଣ ସୃଷ୍ଟି କରିଛି । ବିପର୍ଯ୍ୟୟ ସମୟରେ ମିଶନ ଜିରୋ କାଜୁଆଲଟିରେ ଗୁରୁତ୍ବ ଦେଇ କାମ କରୁଛନ୍ତି ଓଡ଼ିଶା ସରକାର । ପ୍ରତି ବର୍ଷ…
କାର୍ତ୍ତିକ ବ୍ରତ ଆରମ୍ଭ
ପୁରୀ: ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ସବୁ ମାସ ମଧ୍ୟରେ କାର୍ତ୍ତିକ ମାସ ଶ୍ରେଷ୍ଠ ମାସ ହୋଇଥିବାରୁ ହବିଷ୍ୟାଳୀମାନେ ମାସଟେ ଧରି କାର୍ତ୍ତିକ ବ୍ରତ ପାଳନ କରନ୍ତି। କାର୍ତ୍ତିକ ବ୍ରତ ପାଇଁ ପୁରୀରେ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଦେଖିବାକୁ ମିଳିଛି । ଏଥିପାଇଁ ଚଳଚଞ୍ଚଳ…
ପୁରୀରେ ଭି.କେ ପାଣ୍ଡିଆନ
ଆଜି ଭୋର ସମୟରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭାବେ ନୂଆ ଦାୟିତ୍ଵ ଗ୍ରହଣ ପରେ ଭି.କେ ପାଣ୍ଡିଆନ । ଭୋର୍ ୪ଟା ରୁ ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା ବି କରିଛନ୍ତି। ଏହା ତାଙ୍କର ପ୍ରଥମ ସମୀକ୍ଷା…
ଅମଳ ଧାନକୁ ନେଇ ଚିନ୍ତାରେ ବରଗଡ଼ ଚାଷୀ
ବରଗଡ଼: ବରଗଡ଼ ଜିଲ୍ଲାରେ ଧାନ ଅମଳ ହୋଇସାରିଛି । ତେବେଏଯାଏଁ ମଣ୍ଡି ଖୋଲିନାହିଁ । ସେପଟେ ଅମଳ ଧାନ ରଖିବା ପାଇଁ ପର୍ଯ୍ୟାପ୍ତ ସ୍ଥାନ ନାହିଁ । ତେଣୁ ଚାଷୀ ଚିନ୍ତାରେ ଅଛନ୍ତି । ଫସଲ ନଷ୍ଟ ହେଉଥିବା ବେଳେ ଧାନ ଅମଳ ପରେ ସାଇତି ରଖିବାରେ ଅସୁବିଧା ଥିବା ବେଳେ ବାରମ୍ବାର ବର୍ଷା ଭୟ ରହୁଛି ।…
ନୂଆଦିଲ୍ଲୀରେ ପ୍ରତିଷ୍ଠା ହେବ ଅମୃତ ବାଟିକା,ମାଟି କଳସ ଯାତ୍ରାର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା ରାଜ୍ୟର ସବୁ ପଞ୍ଚାୟତରୁ ସଂଗୃହିତ ପବିତ୍ର ମାଟିରେ ନୂଆଦିଲ୍ଲୀରେ ଏକ ଅମୃତ ବାଟିକା ପ୍ରତିଷ୍ଠା କରାଯିବ। ନୂଆଦିଲ୍ଲୀ ଅଭିମୁଖେ ଏହି ମାଟି…
ଗଜଲକ୍ଷ୍ମୀ ପୂଜା
ଆଜି ମା ଲକ୍ଷ୍ମୀଙ୍କ ପୂଜା । ବିଭିନ୍ନ ଅନୁଷ୍ଠାନ, କ୍ଲବ୍ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ପୂଜା ହେଉଛି । କେଉଁଠି ସପ୍ତାହବ୍ୟାପୀ ତ ଆଉ କେଉଁଠି ୧୨ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ହେବ । ପ୍ରମୁଖ ଅନୁଷ୍ଠାନଗୁଡ଼ିକରେ ଏଥର ସୁନ୍ଦର ତୋରଣ କରାଯାଇଛି। ଆଲୋକୀକରଣ ମୁଖ୍ୟ ଆକର୍ଷଣ…