Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ବଦଳିଲେ ୫ ଆସନ ପାଇଁ ପ୍ରାର୍ଥୀ,
ଘୋଷଣା ହୋଇଛି ବିଜେଡିର ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । ଏଥିରେ ଆଜି ୬ଟ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି କ୍ରମରେ ୬ଟି ଆସନରୁ ୫ଟି ଆସନରେ ପ୍ରାର୍ଥୀତ୍ୱ ବଦଳିଥିବାବେଳେ କାକଟପୁରରେ କିନ୍ତୁ ଟିକେଟ୍ ରିପିଟ୍ ହୋଇଛି । ନଜର…
ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟର ପରିସରରେ ଉଦଯାପିତ ହେଲା ଫୁଡ ଫେଷ୍ଟିଭାଲ
ଭାରତୀୟ ସଂସ୍କୃତିରେ ଶିକ୍ଷା ସମୃଦ୍ଧିର ପରିଚାୟକ ଅଟେ । ଏହି କ୍ରମରେ ସମସ୍ତ ପ୍ରକାର ବିଷୟ ମଣିଷର ଉନ୍ନତି ପାଇଁ ଆବଶ୍ୟକ ଅଟେ । ଭାରତୀୟ ଶିକ୍ଷା ପଦ୍ଧତିରେ ପ୍ରାଚୀନ କାଳରୁ ରନ୍ଧନ ବିଦ୍ୟା ଅନ୍ତର୍ଭୁକ୍ତ ହୋଇ ରହିଛି । ଏହାକୁ ଏକ କଳା ଭାବରେ ଗ୍ରହଣ କରାଯାଇଛି । ସମ୍ପ୍ରତି ବିଶ୍ୱରେ ରନ୍ଧନ…
ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବା ନେଇ ସୂଚନା ମିଳିଛି। ୨ ପର୍ଯ୍ୟାୟରେ ଜିଲାର ୩…
ଷଷ୍ଠ ପର୍ଯାୟରେ ୯ ଜଣଙ୍କ ନାଁ ଘୋଷଣା କଲା ବିଜେଡ଼ି
ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡ଼ି । ଷଷ୍ଠ ପର୍ଯାୟରେ ୯ ଜଣଙ୍କ ନାଁ ଘୋଷଣା କଲା ବିଜେଡ଼ି । ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ ଦେଇ ସରପ୍ରାଇଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ୨ ଦିନ ତଳେ ବିଜେଡ଼ିରେ ଯୋଗ ଦେଇଥିଲେ…
ମହାନଦୀରେ ଡଙ୍ଗା ବୁଡ଼ି
ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଡଙ୍ଗା ବୁଡ଼ି ଘଟଣାରେ ଏଯାଏ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଗଲାଣି। ଏମାନଙ୍କ ମଧ୍ୟରେ ୨ ମହିଳା ଓ ୨ ନାବାଳକଙ୍କ ସମେତ ପୁରୁଷ ଥିବା ଜଣାଯାଇଛି। ଦୁଇ ମୃତ ନାବାଳକ ହେଲେ ପିକେଶ୍ବର ରାଠିଆ ଓ ନବୀନ ରାଠିଆ। ଉଭୟଙ୍କର ବୟସ ୭ ବର୍ଷ ବୋଲି କୁହାଯାଉଛି।…
ନନ୍ଦନକାନନର ଧଳା ବାଘୁଣୀ ସ୍ନେହା ମୃତ
ନନ୍ଦନକାନନର ଧଳା ବାଘୁଣୀ ସ୍ନେହା ମୃତ । ନନ୍ଦନକାନନର ପ୍ରାଣୀ ଉଦ୍ୟାନରେ ଚିକିତ୍ସାଧୀନ ଅବସ୍ଥାରେ ବାଘୁଣୀ ସ୍ନେହାର ମୃତ୍ୟୁ ହୋଇଛି । ଗତକାଲି ଅସୁସ୍ଥ ହେବାରୁ ତାକୁ ସାଲାଇନ୍ ଲଗାଇ ଚିକିତ୍ସା କରାଯାଉଥିଲା । ବାଘୁଣୀ ସ୍ନେହାକୁ ୧୪ ବର୍ଷ ହୋଇଥିଲା । ୨୦୧୦ ମସିହାରେ ନାଲି ରଙ୍ଗର ମହାବଳ…
ଶଙ୍ଖ ଛାଡ଼ି ପଦ୍ମ ଧରିବେ ପ୍ରସନ୍ନ ପାଟ୍ଟଶାଣୀ
ବିଜେଡିର ଆଗ ଧାଡ଼ିର ନେତା ପ୍ରସନ୍ନଙ୍କ ନେଇ ଏବେ ବଢିଛି ଚର୍ଚ୍ଚା । ଆଜି ଏହି ବିଜେଡି ନେତା ନୂଆଦିଲ୍ଲୀ ଗସ୍ତ କରିଥିବା ସୂଚନା ମିଳିଛି । ତେବେ ଏହି ଗସ୍ତ ପରେ ଆରମ୍ଭ ହୋଇଛି ଜୋରଦାର ଚର୍ଚ୍ଚା । ଦୀର୍ଘ ଦିନର ସମ୍ପର୍କ ତୁଟାଇ ଏବେ ଦଳ ଛାଡ଼ିପାରନ୍ତି ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ।…
ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ
ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ ଯେକୌଣସି ପ୍ରକାରର ନିର୍ଯ୍ୟାତନାକୁ ମୁକାବିଲା କରିବ।
ଏସିପି…
ନାମାଙ୍କନ ଭରିଲେ ନବରଙ୍ଗପୁର କଂଗ୍ରେସ ସାଂସଦ ପ୍ରାର୍ଥୀ ଭୁଜବଳ ମାଝୀ , ଚିକିଟି ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ…
ନାମାଙ୍କନ ଦାଖଲର ପ୍ରଥମ ଦିନରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ନବରଙ୍ଗପୁର କଂଗ୍ରେସ ସାଂସଦ ପ୍ରାର୍ଥୀ ଭୁଜବଳ ମାଝୀ । ଭୁଜବଳ ମାଝୀ କଂଗ୍ରେସ ସମର୍ଥକଙ୍କ ସହ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚଳିତ ନିର୍ବାଚନରେ କଂଗ୍ରେସ ଦଳ ଭୁଜବଳ ମାଝୀଙ୍କ…
ବିଜେଡିର ନିର୍ବାଚନୀ ଇସ୍ତାହାର ପାଇଁ ଲୋକଙ୍କ ମତାମତ ମାଗିଲେ ଭିକେ ପାଣ୍ଡିଆନ
ବିଜେଡିର ନିର୍ବାଚନି ଇସ୍ତାହାର ପାଇଁ ଲୋକଙ୍କ ମତାମତ ମାଗିଲେ ଭିକେ ପାଣ୍ଡିଆନ । ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି ପାଣ୍ଡିଆନ । ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଥିବା ବେଳେ ଏଥିପାଇଁ ମତାମତ ଲୋଡ଼ିଛନ୍ତି । ପାଣ୍ଡିଆନ କହିଛନ୍ତି, ଏହା ଲୋକଙ୍କ ସରକାର,…