Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ, ୨୬ରେ ପ୍ରାର୍ଥୀ ପତ୍ର ଯାଞ୍ଚ
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ରହିଛି। ଏପ୍ରିଲ ୨୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଭୋଟ୍ ଗ୍ରହଣ ହେବ । ମେ୨୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଥିବାବେଳେ ୨୯ରେ ପ୍ରାର୍ଥୀପତ୍ର…
୩ ବିଧାୟକଙ୍କର ଟିକେଟ କାଟିଲା ବିଜେଡି, ଜାଣନ୍ତୁ ୩ ଆସନରେ କାହାକୁ ଭରସିଲେ ନବୀନ?
୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ୫ମ ପର୍ଯ୍ୟାୟରେ ୯ଟି ଆସନରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୨ଟି ଆସନରେ ପ୍ରାର୍ଥୀ ଅଦଳବଦଳ କରିଛନ୍ତି ବିଜେଡି ସୁପ୍ରିମୋ । ୫ମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୩ ବିଧାୟକଙ୍କର ଟିକେଟ କାଟିଛି ଦଳ । ଅନୁଗୁଳ, ନିମାପଡା ଓ…
ଆସିଲା ବିଜେଡି ବିଧାୟକ ପ୍ରାର୍ଥୀ ତାଲିକା , ଜାଣନ୍ତୁ ଆଉ କାହାକୁ କେଉଁଠୁ ପ୍ରାର୍ଥୀ କଲା ଦଳ
ଆସିଲା ବିଜେଡି ଆଉ ଏକ ପ୍ରାର୍ଥୀ ତାଲିକା । ଜାଣନ୍ତ କିଏ ହେଲେ କେଉଁଠି ପ୍ରାର୍ଥୀ
କଣ୍ଟାବାଂଜି- ନବୀନ ପଟ୍ଟନାୟକ
ରେଢାଖୋଲ- ପ୍ରସନ୍ନ ଆଚାର୍ଯ୍ୟ
ସମ୍ବଲପୁର – ରୋହିତ ପୂଜାରୀ
ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ
ପଦ୍ମପୁର- ବର୍ଷା ସିଂ ବରିହା
କୁଚିଣ୍ଡା- ରାଜେନ୍ଦ୍ର…
କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ଭଳି ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ହୋଇଥିବା ବେଳେ ଆଜି କଣ୍ଟାବାଞ୍ଜିରୁ ନବୀନ…
୩ ଦିନ ବନ୍ଦ ରହିବ ସ୍କୁଲ
ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।
ଓଡିଶାରେ ପ୍ରଚାର କରିବେ ମୋଦି
ଓଡିଶା ଆସିବେ ମୋଦି। ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା…
ଏନକାଉଣ୍ଟରରେ ୧୮ ମାଓବାଦୀ ନିପାତ
ଜାରି ରହିଛି ମାଓବାଦୀ ନିପାତ ଅପରେସନ୍ । ଛତିଗଡରେ ପୁଣି ବଡ ଏନକାଉଣ୍ଟର କଲେ ଯବାନ । ୧୮ ରୁ ଅଧିକ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୁଚନା। ଛତିଶଗଡ଼ କାଙ୍କେର ଜିଲ୍ଲା ଛୋଟେବେଟିଆ ଥାନା କଲପର ଜଙ୍ଗଲରେ ହୋଇଛି ଏନକାଉଣ୍ଟର। ତେବେ ମାଓ ଅପରେସନ୍ ଘଟଣା ସ୍ଥଳରୁ ୧୮ ମାଓବାଦୀଙ୍କ ସମେତ ୭ଟି ଏକେ୪୭…
ହାତ ଗଲା , ପାର୍ଟି ଗଲା ଏବେ ଖୁଲୁମଖୁଲା ପ୍ରଚାର କରିବେ ସୁର
ଭୁବନେଶ୍ବର: ହାତ ଗଲା , ପାର୍ଟି ଗଲା , ଏବେ ଖୁଲୁମଖୁଲା ପ୍ରଚାର କରିବେ ସୁର । ପୁଅ ପାଇଁ ପ୍ରଚାର କରିବାକୁ ଏବେ ଆଉ କିଛି ସଂକୋଚ ନାହିଁ । ଦଳରୁ ବହିଷ୍କାର ହେବା ପରେ ଏବେ ସୁରେଶ ରାଉତରାୟ ନିଜ ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ପ୍ରଚାର କରିବାରେ ସମସ୍ୟା ନଥିବା କହିଛନ୍ତି । କଂଗ୍ରେସରେ…
ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନିଆଳିରେ ଅଭାବନୀୟ ଘଟଣା ଘଟିଛି । ମହଙ୍ଗା ପଡ଼ା ଗାଁରେ ବିକାଶ ପ୍ରଧାନ ଏବଂ ତାଙ୍କ ପ୍ରେମିକା ପାଗେଲିଙ୍କ ମୃତ୍ୟୁ ଘଟିଛି । ତେବେ ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ପ୍ରକାଶ ପାଇଛି । ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ବେଳେ ତାହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡିନାହିଁ।…
୨ ଆସନରେ ପ୍ରାର୍ଥୀ ବଦଳାଇଲା ବିଜେପି , ରଣପୁରରେ ସୁରମା , ପଟାଙ୍ଗୀରେ ଚୈତନ୍ୟ ନନ୍ଦିବାଲୀଙ୍କୁ ଭରସିଲା ବିଜେପି ।
ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି । ପୂର୍ବରୁ ବିଜେପି ୧୧୨ ଆସନରେ ପ୍ରାର୍ଥୀ ଘୋଷଣା କରିଥିବା ବିଜେପି ଆଜି ଆଉ ୨୧ ଜଣଙ୍କ ନାଁ ଘୋଷଣା କରିଛି । ତେବେ ୨୧ଟି ଆସନ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି ବିଜେପି ।…