Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ଆଜି ଅଶୋକାଷ୍ଟମୀ
ମହାପ୍ରଭୁ ଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥ ଯାତ୍ରା । ଏଥିପାଇଁ ପ୍ରସ୍ତୁତ ରହିଛି ରଥ ପଥ, ପ୍ରସ୍ତୁତ ଅଛି ପ୍ରଶାସନ ଏବଂ ଭକ୍ତିଭାବରେ ବିଭୋର ହୋଇ ଉଠିଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଦୀର୍ଘ ବର୍ଷକ ପରେ ଆଜି ଦେଉଳରୁ ବାହାରି ଭକ୍ତଙ୍କ ଦୁଃଖ ବୁଝିବାକୁ ଆସୁଛନ୍ତି ବାବା ଲିଙ୍ଗରାଜ ।…
କୁଆଖିଆ ପୋଲ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍
ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର କୁଆଖିଆ ନିକଟ ବାରବାଟୀ ପୋଲରେ ଘଟିଛି ଏଭଳି ଏକ ମର୍ମନ୍ତୁତ ଦୁର୍ଘଟଣା । ବସଟି ପୋଲରୁ ଓଲଟି ତଳେ ପଡିଥିବାର ଚିତ୍ର ଦେଖିବାକୁ ମିଳିଛି। ତେବେ ଏହି ଦୁର୍ଘଟଣା ଅନେକ ଜଣଙ୍କୁ କ୍ଷତି ପହଞ୍ଚାଇଥିବା ଜଣାପଡିଛି। ଯଦିଓ, ଏହି ଦୁର୍ଘଟଣା କେତେ ଜଣ ଆହତ…
ରାଜନୈତିକ କାର୍ଯ୍ୟରେ ସାମିଲ ହୋଇଥିବାରୁ ଶିକ୍ଷକଙ୍କ ହେଲା ବଦଳି
ବୌଦ୍ଧ ଜିଲ୍ଲାରେ ଆଉ ଜଣେ ଶିକ୍ଷକଙ୍କ ଉପରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ଛାଟ । ରାଜନୈତିକ କାର୍ଯ୍ୟରେ ସାମିଲ ହେବାରୁ ଶିକ୍ଷକଙ୍କ ଉପରେ ହୋଇଛି କାର୍ଯ୍ୟାନୁଷ୍ଠାନ । କଣ୍ଟାମାଳ ଆଦିବାସୀ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ ନିର୍ବାଚନ ମଣ୍ଡଳୀ ବାହାରକୁ ବଦଳି କରାଯାଇଛି…
ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ମାଛଧରା ବନ୍ଦ
ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ଏହି ୨ମାସରେ କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ମାଛ ଧରି ପାରିବେ ନାହିଁ। ମତ୍ସ୍ୟ ନିର୍ଦ୍ଦେଶାଳୟ କଟକ ପକ୍ଷରୁ ଏହି ସର୍କୁଲାର (ଚିଠି ନଂ.୩୯୮୭) ଜାରି କରାଯାଇଛି।…
ଶ୍ରୀମନ୍ଦିରରେ ନୂଆ ପାଞ୍ଜି
ଶ୍ରୀମନ୍ଦିରରେ ପବିତ୍ର ମହାବିଷୁବ ସଂକ୍ରାନ୍ତି ପାଳନ ପୂର୍ବକ ନୂଆ ପାଞ୍ଜି ପ୍ରଚଳନ ହୋଇଛି। ତେବେ ପ୍ରଚଳିତ ପାଞ୍ଜିରେ ପର୍ବପର୍ବାଣିର ତିଥି, ନକ୍ଷତ୍ର, ଗ୍ରହଚଳନକୁ ନେଇ ଅଡ଼ୁଆ ସ୍ଥିତି ଉପୁଜିଛି। ଚଳିତବର୍ଷ ଗୋଟିଏଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି।…
ଖଣିଜ ପାଣ୍ଠି ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ
ସୋସିଆଲ ମିଡିଆରେ ପୁଣି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ । ଖଣିଜ ପାଣ୍ଠି ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ମୋଦୀ ସରକାର ଜିଲ୍ଲା ଖଣିଜ ପାଣ୍ଠି ଯୋଜନାରେ ସୁନ୍ଦରଗଡ଼କୁ ୬ହଜାର ୪୦୫ କୋଟି…
ଡିଭାଇଡର୍ ଉପରେ ଚଢ଼ିଗଲା କାର୍, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର
ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି।ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଯଶୋଟିକିରୀଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।…
ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି
ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି। ସାରା ରାଜ୍ୟରେ ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ…
ଟାର୍ଗେଟ କଲେ ବୈଜୟନ୍ତ
କେନ୍ଦ୍ରାପଡ଼ା: ପାଟକୁରା ତିକନପୁରରେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଜୋରଦାର କରିଛନ୍ତି ପ୍ରଚାର । ଏଥର ବିଜେପି ବିଜେଡି ମଧ୍ୟରେ ଟକ୍କର ହେବାକୁ ଯାଉଥିବା ବେଳେ ନିର୍ବାଚନୀ ପ୍ରଚାରରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବୈଜୟନ୍ତ ପଣ୍ଡା । ଉପସ୍ଥିତ ଜନସାଧାରଣଙ୍କୁ ସେ…
ଆଜିର ରାଶିଫଳ
ମେଷ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପ୍ରଶଂସା ପାଇବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।
ବୃଷ: ଅନେକ କ୍ଷେତ୍ରରେ…