Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
୨୦ରୁ ବସ୍ ଚଳାଚଳ ବନ୍ଦ
ଭୁବେନଶ୍ବର: ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନା ଓ ସହର ବାହାରେ ‘ମୋ ବସ୍’ ଚଳାଚଳକୁ ବିରୋଧ କରି ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ ଅକ୍ଟୋବର ୨୦ତାରିଖରୁ ପୁଣି ଥରେ ସାରା ରାଜ୍ୟରେ ବସ୍ ଧର୍ମଘଟ ଡାକରା ଦେଇଛି। ମାଲକାନଗିରିରେ ଲକ୍ଷ୍ମୀ ଯୋଜନାରେ ବସ୍ ଚଳାଚଳ ଆରମ୍ଭ ହେବା ପୂର୍ବରୁ…
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଘାରିଛି ଗିରଫ ଭୟ
କଟକ: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ହାଇକୋର୍ଟରେ କରିଛନ୍ତି ଆଗୁଆ ଜାମିନ ଆବେଦନ । ୨୦୨୨ ଓ ୨୦୨୩ରେ ଦୁଇଟି ଘଟଣାରେ ଜୟନାରାୟଣ ମିଶ୍ରଙ୍କ ବିରୋଧରେ ସମ୍ବଲପୁରରେ ଦୁଇଟି ମାମଲା ହୋଇଥିଲା । ଏହି ଦୁଇଟି ମାମଲାରେ ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ୨୦୨୨ ଫେବୃଆରୀରେ…
ଜମିଜମା ସମସ୍ୟାର ତୁରନ୍ତ ସମାଧାନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସଂପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ…
ସଂଧ୍ୟା ଦଳେଇ ହେଲେ ମିସେସ୍ ଏସିଆ ୱାର୍ଲଡ-୨୦୨୩
ରାୟଗଡାର ଝିଅ ଡ.ସଂଧ୍ୟା ଦଳେଇ ଥାଇଲାଣ୍ଡର ବ୍ୟାଙ୍ଗକକ୍ରେ ଅନୁଷ୍ଠିତ ମିସେସ ଏସିଆ ୱାର୍ଲଡ-୨୦୨୩ ପ୍ରତିଯୋଗିତାରେ ବିଜୟିନୀ ହୋଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁମ୍ବାଇ ଗ୍ଲୋବାଲ ଇଣ୍ଟରନେସନାଲ ବ୍ୟୁଟି ପେଜିଏଣ୍ଟ ତରଫରୁ ଆୟୋଜନ କରାଯାଇଥିଲା। ଡ.ସଂଧ୍ୟା ଦିଲ୍ଲୀରେ ଅନୁଷ୍ଠିତ ଚୟନ…
‘ଆମ ଓଡ଼ିଶା-ନବୀନ ଓଡ଼ିଶା’ଶୁଭାରମ୍ଭ
୫ଟି ନିର୍ବାଚନମଣ୍ଡଳୀକୁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମିଳିଛି
ଚକଡ଼ା ପୋକ ମୁକାବିଲା ପାଇଁ ଏକର ପିଛା ୪ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ରାଶିର ବ୍ୟବସ୍ଥା
ଭୁବନେଶ୍ବର: ଚକଡ଼ା ପୋକ ମୁକାବିଲା ପାଇଁ ଆକ୍ସନ ମୋଡରେ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ପୋକ ଦାଉରୁ ସମ୍ପୂର୍ଣ୍ଣ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କ ପାଇଁ ନିୟମ ଅନୁସାରେ ବିହନ ମାଗଣାରେ ଯୋଗାଇ ଦେବେ ରାଜ୍ୟ ସରକାର । ଏଥିସହ ସାର ଓ କୀଟନାଶକ ପାଇଁ ଏକର ପିଛା ୪ ହଜାର ଟଙ୍କା…
ସାନପୁଅ ମନ୍ମଥ ଜଟଣୀରୁ ଓ ବଡ଼ପୁଅ ସିଦ୍ଧାର୍ଥ ନିମାପଡ଼ାରୁ ନିର୍ବାଚନ ଲଢ଼ିବେ : ସୁର
ଭୁବନେଶ୍ବର: କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ଦୁଇ ପୁଅ ଆଗାମୀ ନିର୍ବାଚନରେ ବିଧାୟକ ପ୍ରାର୍ଥୀ ହେବେ । ତେବେ ସାନ ପୁଅ ବିଜେଡି ସରକାର ପ୍ରଶଂସା କରିଥିବା ବେଳେ ବଡ଼ ପୁଅ ସରକାରଙ୍କୁ ଟାର୍ଗେଟ କରୁଥିବା ଦେଖାଦେଇଛି । ସୁରେଶ ରାଉତରାୟ କହିଛନ୍ତି, ‘୨୦୨୪ ନିର୍ବାଚନରେ ଦୁଇ ପୁଅ ବିଧାୟକ…
ଏଥର ଉଡ଼ିବ ଭୁବନେଶ୍ୱର-ଗୌହାଟି ବିମାନ ସେବା
ଦୈନିକ ବିମାନ ଚଳାଚଳ ହେବ ବୋଲି ସୂଚନା ମିଳିଛି