Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା
ପୁରୀ: ବିଭିନ୍ନ ଦାବି ନେଇ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା କରାଯାଇଛି । ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଆଗାମୀ ୨୮ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ପୁଣି ଅନ୍ଦୋଳନ…
ଏକାମ୍ର ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ ଭି.କେ. ପାଣ୍ଡିଆନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଫାଇଭ-ଟି ସଚିବ ଏକାମ୍ର ପ୍ରକଳ୍ପକୁ ଯାଇ ଏହାର ଅଗ୍ରଗତି ନେଇ କରିଛନ୍ତି ସମୀକ୍ଷା । ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ଏକାମ୍ର ପ୍ରକଳ୍ପ ୨୦୧୯ରେ ରୂପରେଖ ନେଇଥିଲା ଏବଂ ଗତ ଜୁନ ୨୮ ତାରିଖରେ ଏହାର ଭିତ୍ତିପ୍ରସ୍ତର…
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଦେଉଛନ୍ତି ତାଙ୍କ ଶୁଭଚିନ୍ତକ । ଆଜି ୭୮ବର୍ଷ ବୟସରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସେବା କରିବାର ୨୬ ବର୍ଷ ଅତିକ୍ରମ କରିଥିବା…
ବିଜେଡି କି କଂଗ୍ରେସରୁ ଲଢ଼ିବେ ସମରେନ୍ଦ୍ର! ନିର୍ବାଚନ ଲଢ଼ିବେ ନାହିଁ ନରସିଂହ ମିଶ୍ର
ଭୁବନେଶ୍ବର: ଯାହା ଚର୍ଚା ହେଉଥିଲା ତାହା ସତ୍ୟ ହୋଇଛି । ଆଗାମୀ ନିର୍ବାଚନରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିବା ପରେ ତାଙ୍କ ପୁଅ ସମରେନ୍ଦ୍ର ବିଜେଡି କି କଂଗ୍ରେସରୁ ନିର୍ବାଚନ ଲଢ଼ିବେ ତାକୁ ନେଇ ଚର୍ଚା ଜୋର ଧରିଛି । । ୨୦୨୪ ସାଧାରଣ…
ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଥିବା ବେଳେ ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି ଜଣାପଡିଛି । ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବାରୁ ସେ ଜନ୍ମଦିନ ପାଳନ…
ଆଜିଠୁ ଶକ୍ତିପୀଠରେ ନବରାତ୍ର ପୂଜା
ଆଜିଠୁ ଶକ୍ତିପୀଠରେ ଆରମ୍ଭ ହେଉଛି ନବରାତ୍ର ପୂଜା । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ ବିଭିନ୍ନ ଶକ୍ତିପୀଠ । ଶାରଦୀୟ ଦୁର୍ଗାପୂଜା ଅବସରରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା । ଆଜିଠାରୁ ମା ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ନବରାତ୍ର ପୂଜା ଦୃଷ୍ଚିରୁ ମାଆଙ୍କ ପୀଠରେ ଅଧିକ ଭକ୍ତଙ୍କ…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ବିଜେଡିର ସମାଲୋଚନା
ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଠଗଡ଼ରେ ରଖିଥିବା ଏକ ବୟାନକୁ କାଉଣ୍ଟର କରିବା ସହିତ ତାଙ୍କ ଅଭିଭାଷଣକୁ ମିଛ କହିଛି ବିଜେଡି। ବିଜେଡି ମୁଖପାତ୍ର ଇପ୍ସିତା ସାହୁ କହିଛନ୍ତି, ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା ବୋଲି ଧର୍ମେନ୍ଦ୍ର କହିଥିଲେ । ଯାହାକି…
ପବିତ୍ର ମହାଳୟାରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ
ଆଜି ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ଭୁବନେଶ୍ବର, ପୁରୀରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଶ୍ରାଦ୍ଧ ପାଇଁ ଲୋକେ ଶ୍ରୀମନ୍ଦିର ଉତ୍ତରଦ୍ବାର ନିକଟରେ ଶ୍ରଦ୍ଧାଳୁ ପିତୃପୁରୁଷଙ୍କୁ ଆବାହନ କରି ପିଣ୍ଡ…