Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ହେବ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ହେଉଛି ‘ଆମ ଓଡିଶା ନବୀନ ଓଡିଶା’ । ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ହେବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ବେଦବ୍ୟାସ ପୀଠ ପାଇଁ ପୁଣି ୧୪କୋଟି ୫୦ଲକ୍ଷ ଟଙ୍କା ଅନୁମୋଦନ
ରାଉରକେଲା : ବେଦବ୍ୟାସ ମନ୍ଦିରର ଉନ୍ନତିକରଣ ପାଇଁ ଅନୁମୋଦିତ ହୋଇଛି ଆଉ ୧୪ କୋଟି ୫୦ ଲକ୍ଷ ଟଙ୍କା । ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ଅର୍ଥରାଶି ଦେଇଥିବାରୁ ଖୁସି ପ୍ରକାଶ କରିଛନ୍ତି ଅଞ୍ଚଳବାସୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଗତ ଜାନୁଆରୀ…
‘ମୋ ସ୍କୁଲ ଅଭିଯାନ’ରେ ୮ ଲକ୍ଷ ୧୨ ହଜାରରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀ ହୋଇଛନ୍ତି ସାମିଲ
ଭୁବନେଶ୍ୱର :‘ମୋ ସ୍କୁଲ ଅଭିଯାନ’ରେ ୮ ଲକ୍ଷ ୧୨ ହଜାରରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀ ହୋଇଛନ୍ତି ସାମିଲ । ‘ମୋ ସ୍କୁଲ’ ଅଭିଯାନ ଅଧୀନରେ ବିଦ୍ୟାଳୟର ଉନ୍ନତି ପାଇଁ କରାଯାଇଥିବା ବିଭିନ୍ନ ପ୍ରକଳ୍ପ ଗୁଡିକର ସ୍ୱଚ୍ଛତା ବଜାୟ ରଖିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ସାମାଜିକ…
ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର :ସରକାର ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । କୁଟୀର ଶିଳ୍ପର ବିକାଶ ପାଇଁ ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର । କୁଟୀର ଶିଳ୍ପର ବିକାଶ ପାଇଁ ଲକ୍ଷ ଲକ୍ଷ ଲୋକଙ୍କର ଜୀବିକାର ଉନ୍ନତି ପାଇଁ ଏପରି ଘୋଷଣା…
ଆରମ୍ଭ ହେଲା ବିଜେଡିର ପ୍ରଶିକ୍ଷଣ ଶିବିର
ଭୁବନେଶ୍ବର: ପାଖେଇ ଆସୁଛି ନିର୍ବାଚନ । ବିଜେଡି ପୁଣି ସରକାର ଗଠନ କରିବା ପାଇଁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ କରିଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର।…
ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ : ମାଲକାନଗିରିର ଏମଭି ୩ ବୁଲିଲେ ମୁଖ୍ୟମନ୍ତ୍ରୀ ନବୀନ
ମାଲକାନଗିରି: ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା । ମାଲକାନଗିରି ଷ୍ଟାଡିୟମରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବା ପରେ ନିଜେ ବସରେ ବସି ଏମଭି-୩ ଯାଇଥିଲେ ମୁଖ୍ୟମନ୍ତ୍ରୀ । ଉଭୟ ପାର୍ଶ୍ବରେ ଶହ ଶହ ଜନତାଙ୍କୁ ହାତ…
‘ଫାଇଲିନ୍କୁ ୧୦ ବର୍ଷ, ମନେପଡେ ସେଦିନର ବିଭତ୍ସ ଦୃଶ୍ୟ
ବ୍ରହ୍ମପୁର: ଆଜିର ଦିନରେ ଫାଇଲିନ ଆଣିଥିଲା ବିପର୍ଯ୍ୟୟ । ୨୦୧୩ ଅକ୍ଟୋବର ୧୨ର ‘ଫାଇଲିନ୍ ରାଜ୍ୟର ଅନେକ ପରିବାରକୁ ଉଜାଡି ଦେଇଥିଲା । ସେଦିନର ପ୍ରାକୃତିକ ବିପର୍ଯ୍ୟୟକୁ ଅଙ୍ଗେ ନିଭାଇଥିବା ଗଞ୍ଜାମ, ଖୋର୍ଧା,ପୁରୀ ଜିଲ୍ଲାବାସୀଙ୍କ ପାଇଁ ଥିଲା କଷ୍ଟକର ଅନୁଭୂତି । ‘ଫାଇଲିନ୍…
ଆଜି ଗଡ଼ିବ ’ଲକ୍ଷ୍ମୀ ବସ୍’
ଆଜି ମାଲକାନାଗିରିର ବଣ୍ଡାଘାଟିରୁ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନେ ସ୍କୁଟର ପାଇବେ। ଯୋଜନାର ଶୁଭାରମ୍ଭ ଅବସରରେ ୧୫ ହଜାର ସଦସ୍ୟାଙ୍କୁ ସ୍କୁଟର ଦିଆଯାଇଛି।ଲୋକସେବା ଭବନ କନ୍ଭେନଶନ ସେଣ୍ଟରରେ ଆୟୋଜିତ…