Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ବେଗୁନିଆରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ମେଡିକାଲ : ବୋଲଗଡ ବାସିନ୍ଦା କୃତଜ୍ଞତା ଜଣାଇଲେ
ବେଗୁନିଆରେ ନିର୍ମାଣ ହେବ ୧୦୦ଶଯ୍ୟା ବିଶିଷ୍ଟ ଉପଖଣ୍ଡ ସ୍ତରୀୟ ମେଡିକାଲ୍। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବେଗୁନିଆରେ ଖୁସିର ଲହରୀ ଖେଳିଯାଇଛି । ବିଧାୟକ ନେତୃତ୍ବରେ ମୁଖ୍ୟମନ୍ତ୍ରୀ ଓ 5T ସଚିବଙ୍କୁ ଭେଟି କୃତଜ୍ଞତା…
ବାହାନଗା ରେଳ ଦୁର୍ଘଟଣାର ଶିକାର ୨୮ପରିଚୟହୀନ ଶବ ଦାହ
ଭୁବନେଶ୍ବର: ଦୀର୍ଘ ସାଢ଼େଚାରି ମାସ ପରେ ଏମ୍ସ ଶବସଂରକ୍ଷଣ ଗୃହରେ ପଡ଼ି ରହିଥିବା ବାହାନଗା ରେଳ ଦୁର୍ଘଟଣାର ଶିକାର ୨୮ପରିଚୟହୀନ ଶବକୁ ଦାହ କରାଯାଇଛି। ମଙ୍ଗଳବାର ଅପରାହ୍ନ ପ୍ରାୟ ୪.୩୦ରେ ବିଏମ୍ସିର ସ୍ବତନ୍ତ୍ର ବାହନ ଜରିଆରେ କଣ୍ଟେନର ସହିତ ପ୍ରଥମ ୩ଟି ଶବକୁ ଏମ୍ସରୁ ଭରତପୁର ମଶାଣିକୁ…
କୋରାପୁଟ-ଜଗଦଳପୁର ରେଳ ସେକ୍ସନ ରେ ପୁନଃରୁଦ୍ଧାର କାର୍ଯ୍ୟ ସମାପ୍ତ
କୋଟଭାଲାସା-କୋରାପୁଟ-କିରାଣ୍ଡୁଲ (କେ.କେ) ରେଳ ଲାଇନର କୋରାପୁଟ-ଜଗଦଲପୁର ରେଳ ସେକ୍ସନର ମାନବର ଏବଂ ଜରତି ଷ୍ଟେସନ ମଧ୍ୟରେ 13 ସେପ୍ଟେମ୍ବର 2023 ରେ ଟ୍ରେନ ଲାଇନ ଉପରେ ମାଟିଆତଡା ଓ ପଥର ଧସିଯିବା ଯୋଗୁଁ ରେଳ ଧାରଣା ଅବରୋଧ ହୋଇଥିଲା ଓ ରେଳ ମଚଳାଚଳ ବ୍ୟାହତ ହୋଇଥିଲା । ପୁନରୁଦ୍ଧାର…
ବିବାହ ପ୍ରମାଣପତ୍ର ଦେଇ ପାରିବେନି ନୋଟାରି
ବିବାହ ପ୍ରମାଣପତ୍ର ନୋଟାରି ପବ୍ଲିକ୍ ଜାରି କରିବା ପ୍ରସଂଗକୁ ନେଇ ହାଇକୋର୍ଟ ଅସନ୍ତୋଷବ୍ୟକ୍ତ କରିଛନ୍ତି। ବିବାହ ସଂପର୍କିତ ପ୍ରମାଣପତ୍ର ଜାରି ନ କରିବାକୁ ଆଇନ ବିଭାଗ ନୋଟାରିମାନଙ୍କୁ ନିର୍ଦ୍ଦେଶ ଦେଇଥିଲା। ଏଥିସହିତ ଏହି ପ୍ରସଂଗରେ ସୁପ୍ରିମକୋର୍ଟ, ଓଡ଼ିଶା ହାଇକୋର୍ଟ ଓ ଅନ୍ୟ…
ଜୟନାରାୟଣଙ୍କ ମାନସିକ ସ୍ଥିତି ଠିକ ନାହିଁ
ଭୁବନେଶ୍ବର: ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ଜୟନାରାୟଣ ମିଶ୍ରଙ୍କ ମାନସିକ ସ୍ଥିତି ଠିକ୍ ନାହିଁ । କୋଲକାତାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ସକ୍ ଟ୍ରିଟମେଣ୍ଟକୁ ଡରି ଲୁଚିକି ପଳାଇ ଆସିଛନ୍ତି । ଚିକିତ୍ସା ସମ୍ପୂର୍ଣ୍ଣ ହୋଇନି, ତେଣୁ ପ୍ରତିଦିନ କିଛି ନା କିଛି ବାଉଳି…
‘ଆମ ଓଡ଼ିଶା, ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ
କେନ୍ଦୁଝର : କେନ୍ଦୁଝର ଜିଲ୍ଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ । ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି । ଏହି ନାରାରେ ଯୋଜନାର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ କେନ୍ଦୁଝର ଜିଲ୍ଲାରେ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର…