Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
Odisha
All about all odisha state news updates
ରାଜ୍ୟରେ ସକ୍ରିୟ ଅଛନ୍ତି ୪୦ ମାଓବାଦୀ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜ୍ୟରେ ସକ୍ରିୟ ଅଛନ୍ତି ୪୦ ମାଓବାଦୀ । କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ଛୋଟ ଛୋଟ ଦଳରେ ବିଭକ୍ତ ହୋଇ କାର୍ଯ୍ୟ କରୁଛନ୍ତି ଏହି ମାଓବାଦୀ । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।…
ନାବାଳିକା ଗଣଦୁଷ୍କର୍ମ ଘଟଣାର ବିରୋଧ କରି ୨୪ ରେ ରାଜରାସ୍ତା ଓହ୍ଲାଇବା ନେଇ ସୂଚନା ଦେଇଛି ବିଜେଡ଼ି
କେନ୍ଦ୍ରାପଡ଼ା ରାଜକନିକା ନାବାଳିକା ଗଣଦୁଷ୍କର୍ମ ଘଟଣାକୁ ତୀବ୍ର ନିନ୍ଦା କରିଛି ବିଜେଡି। ଏହା ସହ ଏଭଳି ଘଟଣାର ବିରୋଧ କରି ଆସନ୍ତା ୨୪ ତାରିଖରେ ବିଜୁ ମହିଳା ଜନତା ଦଳ ରାଜରାସ୍ତା ଓହ୍ଲାଇବା ନେଇ ସୂଚନା ଦେଇଛି। କେବଳ ଭୁବନେଶ୍ୱରରେ ନୁହେଁ ବରଂ ସାରା ରାଜ୍ୟରେ ଏହି ସଂଘର୍ଷ ଚାଲିବ ବୋଲି…
ମନ କି ବାତର ୧୩୧ତମ ସଂସ୍କରଣ: ହିରୋଦଙ୍କ ଚାଷ ଶୈଳୀକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମନ କି ବାତର ୧୩୧ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧନ କରୁଛନ୍ତି। ଅଭିଭାଷଣ ସମୟରେ ପ୍ରଧାନମନ୍ତ୍ରୀ ସେ ଏଆଇ ଏବଂ ପ୍ରଯୁକ୍ତିବିଦ୍ୟା ବିକାଶ ବିଷୟରେ ଆଲୋଚନା କରିଛନ୍ତି। ସମ୍ପ୍ରତି ଅନୁଷ୍ଠିତ ଏଆଇ ଶିଖର ସମ୍ମିଳନୀ ପରେ ଏହି ବିଷୟ ଉପରେ ଆଲୋଚନା…
ଏଣିକି ଟେଟ୍ରା ପ୍ୟାକ୍ରେ ମିଳିବ ମଦ
ଏଣିକି ଟେଟ୍ରା ପ୍ୟାକ୍ରେ ମିଳିବ ମଦ । କାଚ ବୋତଲ ପରିବର୍ତ୍ତେ ଟେଟ୍ରା ପ୍ୟାକ୍ର ବ୍ୟବହାର କରାଯିବ । ବିଧାନସଭାରେ ଉତ୍ତର ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଅବକାରୀ ନୀତି ଅନୁସାରେ କାଚ ବୋତଲର ପରିବର୍ତ୍ତନ କରାଯିବ । ଟେଟ୍ରା ପ୍ୟାକ୍ ବ୍ୟବହାରକୁ…
ଦିଲ୍ଲୀଠାରେ ଅନୁଷ୍ଠିତ “ଏଆଇ ସମିଟ୍”ରେ କଂଗ୍ରେସର ଅପମାନଜନକ ପ୍ରଦର୍ଶନ ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ
ରାହୁଲ ଗାନ୍ଧୀଙ୍କ ରାଜନୀତି ଅତି ନିଚ୍ଚସ୍ତରକୁ ଖସିଯାଇଛି । ବିଶ୍ୱର ସର୍ବବୃହତ ଏଆଇ ଇମ୍ପାକ୍ଟ ସମିଟ ଭାରତରେ କରାଯିବା ସବୁ ଭାରତୀୟ ପାଇଁ ଗର୍ବର ବିଷୟ । ମାତ୍ର ଏହି ସମ୍ମିଳନୀ ଚାଲିଥିବାବେଳେ ରାହୁଲ ଗାନ୍ଧୀଙ୍କ ଇଙ୍ଗିତରେ କଂଗ୍ରେସ କର୍ମୀମାନେ ରାଜନୈତିକ ପୋଷ୍ଟର ଧରି ଅଭଦ୍ରାମୀ…
ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି : ମନମୋହନ ସାମଲ
ସମୁଦାୟ ବଜେଟରେ “ସମୃଦ୍ଧ ଓଡିଶା, ବିକଶିତ ଓଡିଶା”କୁ ଗୁରୁତ୍ୱ ଦିଆଯାଇଛି । ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି । କୃଷି, ପର୍ଯ୍ୟଟନ, ଜଳସେଚନ ଓ ବନ୍ୟା ନିୟନ୍ତ୍ରଣ, ସ୍ୱାସ୍ଥ୍ୟ, ଶିକ୍ଷା, ଶିଳ୍ପ, କ୍ରୀଡା, ଦକ୍ଷତା ବିକାଶ, ଖାଦ୍ୟ…
ପୁରୀ ପାଇଁ ସମର୍ପଣ ନାମରେ ଏକ ସୁରକ୍ଷିତ ଅନଲାଇନ୍ ଦାନ ପ୍ଲାଟଫର୍ମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଆରମ୍ଭରେ ହିଁ ପ୍ରଭୁ ଜଗନ୍ନାଥ ଓ ପୁରୀ ସହ ଜଡିତ ବିକାଶ ପ୍ରକଳ୍ପ ବାବଦରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ବିକାଶ ପ୍ରକଳ୍ପ ପାଇଁ ହଜାରେ କୋଟି ଟଙ୍କା ବ୍ୟୟ ବରାଦ…
ଭୁବନେଶ୍ବର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କ୍ଷେତ୍ର ପାଇଁ ଅର୍ଥନୈତିକ ଯୋଜନା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରାଯାଇଛି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪…
୨୦୨୬-୨୭ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ
୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର କୋଟିି ବଜେଟ୍ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଆସିବା ପରେ ରାଜ୍ୟରେ ଅନେକ କିଛି ପରିବର୍ତ୍ତନ ଘଟିଛି।…
ଆଜି ଆସିବ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଓଡ଼ିଶା ବଜେଟ
ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଆଜି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଅପରାହ୍ଣ ୪ଟାରେ ବଜେଟ ଉପସ୍ଥାପନ କରିବେ। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ନକ୍ସା ପ୍ରସ୍ତୁତ ହୋଇଛି। ପୂର୍ବ ବଜେଟଠାରୁ ଚଳିତ ବର୍ଷ ବଜେଟର ଆକାର ବଢ଼ି ୩ ଲକ୍ଷ ୧୦ହଜାର କୋଟି ଟଙ୍କା…