Trending
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
Browsing Category
Odisha
All about all odisha state news updates
ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କଲା ଚନ୍ଦ୍ରଯାନ-୩ : ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କଲା ଚନ୍ଦ୍ରଯାନ-୩ । ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ କରିଛି ଅବତରଣ । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଇସ୍ରୋ ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । …
ଆମ ବସଷ୍ଟାଣ୍ଡର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟର ୨୬ଟି ଜିଲ୍ଲାରେ ୧୨୪ ଟି ନୂଆ ବସଷ୍ଟାଣ୍ଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଭଳି ୧୩ଟି ଜିଲ୍ଲାରେ ୨୧ଟି ନୂଆ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ଏହାସହ ମୋ ପରିବହନ ସେବା ଓ ଏମ୍ ପରିବହନ ଆପ୍ ସେବାର ଶୁଭରାମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…
ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ
ଆଜି ପ୍ରବଳ ବର୍ଷା ନେଇ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ରାଜ୍ୟର…
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି…
ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ଼ କମ୍ପାନିର ରାଜ୍ୟ ସଂଯୋଜକ ଓ ବ୍ରାଞ୍ଚ ମ୍ୟାନେଜରଙ୍କୁ ୫ବର୍ଷର ଜେଲଦଣ୍ଡ
ବାଲେଶ୍ଵର: ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ଼ କମ୍ପାନିର ରାଜ୍ୟ ସଂଯୋଜକ ବିଚିତ୍ରାନନ୍ଦ ଦାସ ଓ ବାଲେଶ୍ଵର ଶାଖାର ମ୍ୟାନେଜର ବାସୁଦେବ ସାମଲଙ୍କୁ ୫ ବର୍ଷ ଲେଖାଏଁ ଦଣ୍ଡାଦେଶ ପ୍ରଦାନ କରିଛନ୍ତି ମାନ୍ୟବର ବାଲେଶ୍ଵର ସ୍ୱତନ୍ତ୍ର ଓପିଆଇଡି କୋର୍ଟର ଜଜ ବିଶ୍ୱଜିତ ଦାସ। ଉଭୟଙ୍କୁ ୨ ଲକ୍ଷ ୪୦…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଅକ୍ଟୋବରରେ ଶେଷ ହେବ
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଅକ୍ଟୋବରରେ ଶେଷ ହେବ । ଆସନ୍ତା ଅକ୍ଟୋବର ମାସରେ ନିର୍ମାଣାଧୀନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାମ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି । ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ଶେଷ ହେଲେ ଭକ୍ତଙ୍କୁ ଶ୍ରୀମନ୍ଦିରର ମେଘନାଦ ପାଚେରୀ ବାହାରେ…
ଧ୍ୟାନରେ ବସନ୍ତୁ ସ୍ମୃତି ଶକ୍ତି ବଢ଼ିବ: ଭିକେ ପାଣ୍ଡିଆନ୍
ଖୋର୍ଦ୍ଧା: ସବୁଦିନ ଧ୍ୟାନ କରିବା ପାଇଁ ୫ଟି ସଚିବ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି । କ୍ରୀଡା, ଯୋଗ, ସାଇକ୍ଲିଂ କରି ଫିଟ ରହିବାକୁ ଖୋର୍ଦ୍ଧା ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ କହିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ । ଶରୀର ସୁସ୍ଥ ରହିଲେ ଆତ୍ମବିଶ୍ଵାସ ବଢିବ। ଏବେ ପ୍ରତିଯୋଗିତାର…
CWCରେ ଓଡ଼ିଶା ନେତାଙ୍କୁ ଅଣଦେଖା କରାଯାଇଛି: ସୁର ରାଉତରାୟ
ଭୁବନେଶ୍ବର: ଓଡ଼ିଶା କଂଗ୍ରେସକୁ AICCର ଅଣଦେଖା ହୋଇଥିବା କହି ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ । ଗତକାଲି AICC ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ୩୯ ଜଣିଆ ନୂଆ ୱାର୍କିଂ କମିଟି ଗଠନ କରିଥିବା ବେଳେ ଏଥିରେ ରାଜ୍ୟ କଂଗ୍ରେସର କେହି ବି ଜଣେ ନାହାନ୍ତି ।…
ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । କଟକ, ଭୁବନେଶ୍ବରରେ ମଧ୍ୟ ବର୍ଷା ହେଉଛି । ଆସନ୍ତା ତିନି ଦିନ ପୁଣି ବର୍ଷା ହେବ । ଦୁଇଦିନ ପରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ନେଇ ୧୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି…
ସୀମା ଡ଼ିଅନ୍ତୁ ନାହିଁ କି କ୍ଷମତାକୁ ଦୁରୁପଯୋଗ କରନ୍ତୁ ନାହିଁ: ବିଜୟ
ରାଜ୍ୟ ସରକାରଙ୍କ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ୍ଙ୍କୁ କଂଗ୍ରେସ ନେତା ଟାର୍ଗେଟ କରିଛନ୍ତି । କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ସିନିୟର ଅଫିସର ତଥା ବଡ଼ ଭାଇ ହିସାବରେ ପରାମର୍ଶ ଲଷ୍ମଣ ରେଖା ଭିତରେ ରହି କାମ…