Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ
ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ ଜଣେ ବିଦେଶୀ ମହିଳା ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଜଣାପଡ଼ିଛି। ଯାହାକୁ ନେଇ ସେବାୟତମାନଙ୍କଠାରୁ ଆରମ୍ଭ କରି ଜଗନ୍ନାଥ…
ରାଜ୍ୟରେ ପାଣି ଯୋଗାଣ ଯୋଜନା ବିଫଳ ହୋଇଛି କହିଲେ ମୁକେଶ ମହାଲିଙ୍ଗ
ଏକାକୀ ଲଢ଼ିବା ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବୟାନ ପରେ ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ରାଜ୍ୟରେ ପିଇବା ପାଣି ସମସ୍ୟାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିଜେପି ବିଧାୟକ ମୁକେଶ ମହାଲିଙ୍ଗ । ଘରେ ଘରେ ପାଣି ଯୋଗାଇବାରେ ସରକାର ବିଫଳ ହୋଇଛନ୍ତି ଏବଂ…
ଆଜି ଅନ୍ଧାରରେ ରହିବ ସାରା ବିଶ୍ୱ!
ଆଜି ସାରା ବିଶ୍ୱ ପାଳିବ ‘ଆର୍ଥ ଆୱାର’। ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଘଣ୍ଟାଏ ପାଇଁ ବିଦ୍ୟୁତ ଆଲୋକ ବନ୍ଦ କରିବେ ବିଶ୍ୱବାସୀ। ଆଜି ରାତି ୮ଟା ୩୦ ରୁ ୯ଟା ୩୦ ଯାଏଁ ‘ଆର୍ଥ ଆୱାର’ ପାଳନ କରାଯିବ। ଅର୍ଥାତ୍ ପୂରା ୧ ଘଣ୍ଟା ବିଶ୍ୱବାସୀ ବିନା ବିଦ୍ୟୁତ୍ ରେ ସମୟ କଟାଇବେ ବା ଅନ୍ଧାରରେ…
ମେଣ୍ଟରେ ପଡିଲା ପୂର୍ଣ୍ଣଚ୍ଛେଦ
ଦୁଇ ଦଳ ଭିତରେ ଆସନ ବୁଝାମଣା ହୋଇପାରିଲାନି। ତେବେ କ’ଣ ସତରେ ଆସନ ଭାଗବଣ୍ଟା ହୋଇପାରିଲାନି ନା ମେଣ୍ଟ ନ ହେବା ପଛରେ ରହିଛି ଅନ୍ୟ କେଉଁ କାରଣ । ତେବେ ମେଣ୍ଟ ହେବା ନେଇ ଦିଲ୍ଲୀରୁ ପଲ୍ଲୀ ହେଉ କି, ଗାଁ ଖଟିରୁ ଚା’ ଖଟି ଯାଏଁ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ବିରାମ ଲାଗିଛି। ଏବେ ପ୍ରସଙ୍ଗ…
ଆଜିର ରାଶିଫଳ
ମେଷ: ଉଚ୍ଚ ସମ୍ଭବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ପରକଥାରେ ପଡି ବନ୍ଧୁଙ୍କ ସହ କଳହ ସୃଷ୍ଟି ହୋଇପାରେ।
ବୃଷ : ବ୍ୟବସାୟରେ ଲାଭ ମିଳିବ ନାହିଁ ବରଂ କାହାରି ସହିତ କଳହ ହୋଇପାରେ । …
ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଦା ହେଲେ ବିଜୟ ପଟ୍ଟନାୟକ
ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକ ବିଦା ହୋଇଛନ୍ତି। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ବିଜୟଙ୍କୁ ହଠାତ୍ ହଟାଯିବା ପରେ ରାଜ୍ୟ…
ବିଜେଡିରୁ ଇସ୍ତଫା ଦେଲେ ଭର୍ତ୍ତୁହରି ମହତାବ
ବିଜେଡିରୁ ଇସ୍ତଫା ଦେଲେ ଭର୍ତ୍ତୁହରି ମହତାବ । ପ୍ରେସମିଟ କରି ସୂଚନା ଦେଲେ ଭର୍ତ୍ତୁହରି । କହିଲେ, ଭଗ୍ନ ହୃଦୟର ସହ ବିଜେଡିରୁ ଇସ୍ତଫା ଦେଇଛି । ଅପରାହ୍ନ ୪ଟାରେ ପଠାଇଛି ଚିଠି । ବନ୍ଧନରେ ରହିଲା ଭଳି ଅନୁଭବ କଲାପରେ ଇସ୍ତଫା ଦେଇଛି । ମୋ ଧୈର୍ଯ୍ୟର ସୀମା ଅତିକ୍ରମ କରିଛି । ଅଢେଇ ବର୍ଷ…
ଓଡ଼ିଶାରେ ଏକାକୀ ଲଢ଼ିବ ବିଜେପି
ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଆରମ୍ଭ ହେବା ଭିତରେ ଏକ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମେଣ୍ଟ ପ୍ରସଙ୍ଗକୁ ନେଇ ସେ ସୋସିଆଲ ମିଡ଼ିଆ ଏକ୍ସ’ରେ ସ୍ପଷ୍ଟତା ରଖିଛନ୍ତି । ତେବେ ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ଏଥିରେ ସେ ପୁଣି ଦୋହରାଇଛନ୍ତି। ଏଥର ରାଜ୍ୟର…
ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ…
ବରିଷ୍ଠ ରାଜନେତା ଡା. ଦାମୋଦର ରାଉତଙ୍କ ପରଲୋକ
ଭୁବନେଶ୍ବର: ବରିଷ୍ଠ ରାଜନେତା ଡା. ଦାମୋଦର ରାଉତଙ୍କ ପରଲୋକ । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡା. ଦାମୋଦର ରାଉତ କିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଏହି ଖବର ପରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ବିଜୁ ଜନତା…