Trending
- ପୁଣି ଭୁବନେଶ୍ବରରୁ ବ୍ୟାଙ୍କକକୁ ଉଡ଼ିବ ବିମାନ,ଅକ୍ଟୋବର ୨ତାରିଖରୁ ବ୍ୟାଙ୍କକ ପାଇଁ ବୁକିଂ ଆରମ୍ଭ କରିଛି ଇଣ୍ଡିଗୋ
- ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷଣା
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
Browsing Category
Odisha
All about all odisha state news updates
ଆଜିର ରାଶିଫଳ
ଅଦ୍ୟ ମାର୍ଚ୍ଚ ମାସ ୧୮ ତାରିଖ ୨୦୨୪ ମସିହା(ସୋମବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- ଶୁକ୍ଳପକ୍ଷ
ତିଥି- ନବମୀ ରାତ୍ରି ଘ ୧୦/୫୦ ପର୍ଯ୍ୟନ୍ତ ତଦନ୍ତେ ଦଶମୀ
ନକ୍ଷତ୍ର- ଆର୍ଦ୍ରା ରାତ୍ରି ଘ୦୬/୫୨ ପର୍ଯ୍ୟନ୍ତ ତଦନ୍ତେ ପୁନର୍ବସୁ…
ଆଜି କେନ୍ଦୁଝର ବନ୍ଦ
ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଧନ ଖଣିରୁ ଗୁହାଳଡିହି ସାଇଡିଂକୁ ରେଳ ସଂଯୋଗ ପ୍ରତିବାଦରେ କେନ୍ଦୁଝର ଜିଲା ଟ୍ରକ୍ ମାଲିକ ସଂଘର ୨୪ ଘଣ୍ଟିଆ କେନ୍ଦୁଝର ଜିଲା ବନ୍ଦ ଓ ଅର୍ଥନୈତିକ ଅବରୋଧ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ଏହି ସାଇଡିଂ ହେଲେ ହଜାର ହଜାର ଟ୍ରକ୍ ମାଲିକ କାମ ହରାଇବେ…
ନବୀନଙ୍କ ଖୋଲା ଚିଠି
୨୦୩୬ରେ ଆମେ ଆମ ପ୍ରିୟ ଓଡ଼ିଶା ରାଜ୍ୟ ଗଠନର ୧୦୦ ବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛନ୍ତି। ଏହି ସମୟ ସୁଦ୍ଧା ଓଡ଼ିଶାକୁ ସବୁ କ୍ଷେତ୍ରରେ ଦେଶର ଏକ ନମ୍ବର ରାଜ୍ୟ କରିବା। ଏଥି ପାଇଁ ଆମେ ଦୃଢ଼ ସଂକଳ୍ପର ସହ ଆଗକୁ ବଢ଼ୁଛୁ। ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ଖୋଲା ଚିଠି ଲେଖି ଏମିତି କହିଛନ୍ତି…
୧୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
ରାଜ୍ୟର ୧୪ଟି ଜିଲ୍ଲାକୁ କାଳବୈଶାଖୀ ନେଇ ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ବାଲେଶ୍ୱର ଏବଂ…
ଦୁଇ ନକଲି ଇଡି ଅଧିକାରୀ ଗିରଫ
ଦୁଇ ନକଲି ଇଡି ଅଧିକାରୀଙ୍କୁ ଧରିଲା କ୍ରାଇମବ୍ରାଞ୍ଚ। ଗିରଫ ଦୁଇ ଭାଇ ଢେଙ୍କାନାଳ ଦୋଳମଣ୍ଡପ ସାହିର ତାରିଣୀ ସେନ୍ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର ବୋଲି ସୂଚନା ମିଳିଛି। ଛତ୍ରପୁର ଉପଜିଲ୍ଲାପାଳଙ୍କ ଅଭିଯୋଗ ଆଧାରରେ ଉଭୟଙ୍କୁ ଗିରଫ କରାଯାଇଛି। ଏମାନେ ନିଜକୁ ଇଡି ଅଧିକାରୀର ପରିଚୟ…
ସିଏଏ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ଜୟଶଙ୍କର
ଆମେରିକା ତଥା ବିଶ୍ୱର ଅନ୍ୟାନ୍ୟ ଦେଶରେ ନାଗରିକତ୍ୱ (ସଂଶୋଧନ) ଅଧିନିୟମ (ସିଏଏ)କୁ ନେଇ ଚାଲିଥିବା ସମାଲୋଚନା ମଧ୍ୟରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କଡ଼ଶା ଜବାବ ଦେଇଛନ୍ତି। ସେ କହିଛନ୍ତି, ଏହାକୁ ବିଭାଜନ ପ୍ରସଙ୍ଗରେ ଦେଖିବା ଜରୁରୀ ଅଟେ। ଅନେକ ଦେଶ ନାଗରିକତ୍ୱ ପ୍ରଦାନ…
ନିର୍ବାଚନ ଆଚରଣବିଧି ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଦେଶରେ ସାଧାରଣ ନିର୍ବାଚନ ସହିତ ଓଡିଶାରେ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ନିର୍ବାଚନ ଆୟୋଗ ଶନିବାର ଏହି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ତେବେ ନିର୍ବାଚନ ତାରିଖ ଘୋଷଣା ହେବା ସହିତ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି । ଏହି କ୍ରମରେ ନିର୍ବାଚନ ଆଚରଣ ବିଧି ଦୃଷ୍ଟିରୁ…
ଖୋଲିବ ୫୪ଟି ଆରଟିଓ କ୍ୟାମ୍ପ ଅଫିସ୍
ଦେଶରେ ଯାନବାହାନ ଦ୍ରୁତଗତିରେ ବଢିବାରେ ଲାଗିଛି । ଏଥିସହ ଜଡିତ ସେବାର ମଧ୍ୟ ଆବଶ୍ୟକତା ପଡୁଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଅଧୀନରେ ୫୪ଟି କ୍ୟାମ୍ପ ଅଫିସ ଖୋଲାଯିବା ନେଇ ପ୍ରସ୍ତୁତି ଚାଲିଛି । ତେବେ ଏହି…
ଆସନ୍ତା ୧୦ବର୍ଷ ନିର୍ଣ୍ଣାୟକ
୨୦୩୬ ମସିହାରେ ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ ହେବ। ସେତେବେଳକୁ ଓଡ଼ିଶା ସବୁ କ୍ଷେତ୍ରରେ ୧ ନମ୍ବର ହେଉ ବୋଲି ନିଜର ଶେଷ କ୍ୟାବିନେଟ୍ରେ ଆଶାବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ସାଢ଼େ ୪…
ପ୍ରଥମଥର ପାଇଁ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ଡିଜିଟାଲ ସାର୍ଟିଫିକେଟ
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ଡିଜିଟାଲ ସାର୍ଟିଫିକେଟ । ପରୀକ୍ଷାର୍ଥୀମାନଙ୍କୁ ପ୍ରଥମ ଥର ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଡିଜିଟାଇଜଡ ସାର୍ଟିଫିକେଟ ପ୍ରଦାନ କରିବ । ତେବେ ପରୀକ୍ଷା ଫଳାଫଳ ପ୍ରକାଶ ପାଇବାର ୭ ଦିନ ମଧ୍ୟରେ ଅନଲାଇନରେ ଏହି ସାର୍ଟିଫିକେଟ ପ୍ରଦାନ କରାଯିବ ।…