Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ଠିକା ନିଯୁକ୍ତି ନେଇ ବିଜେଡିର କଡ଼ା ଜବାବ
ଭୁବନେଶ୍ବର: ବିଜେପି ଏବଂ କଂଗ୍ରେସକୁ କଡା ଜବାବ ଦେଇଛି ବିଜେଡି । ଠିକା ନିଯୁକ୍ତି ନେଇ ରାଜ୍ୟ ବିଜେପି ଓ କଂଗ୍ରେସଯେଉଁ କଥା କହୁଛନ୍ତି ଅନ୍ୟ ରାଜ୍ୟରେ କିନ୍ତୁ ତାହା ପାଳନ କରୁନାହାଁନ୍ତି । ଉଭୟ ଦଳକୁ ଟାର୍ଗେଟ୍ କଲେ ବିଜେଡି ସାଂସଦ ସସ୍ମିତ ପାତ୍ର । ଠିକା ନିଯୁକ୍ତି ପାଇଁ ଗୁଜରାଟ…
ଗଠନ ହେଲା ବିଜୁ ଶ୍ରମିକ ସାମ୍ମୁଖ୍ୟ
ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ବିଜୁ ଶ୍ରମିକ ସାମ୍ମୁଖ୍ୟ । ପ୍ରଣବ ପ୍ରକାଶ ଦାସଙ୍କୁ ସାମ୍ମୁଖ୍ୟର ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ଦେଲେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ସେହିଭଳି ଉପଦେଷ୍ଟା ଭାବେ ଦେବାଶିଷ ସାମନ୍ତରାୟ ଏବଂ ପ୍ରଭାସ କୁମାର ସିଂଙ୍କୁ ନିଯୁକ୍ତି ପ୍ରଦାନ…
ବିଜୁ ପଟ୍ଟନାୟକଙ୍କ କନ୍ୟା ଗୀତା ମେହେଟ୍ଟାଙ୍କ ପରଲୋକ
ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟାଙ୍କର ୮୦ ବର୍ଷ ବୟସରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ସେ ହେଉଛନ୍ତି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କନ୍ୟା । ସେ…
ଭୁବନେଶ୍ୱର ଗସ୍ତରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଭୁବନେଶ୍ୱର: ଭୁବନେଶ୍ୱର ଗସ୍ତରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସି ପହଁଚିଛନ୍ତି । ଆସନ୍ତା ୨୩ ତାରିଖରେ ଏକ ଦେଶ ଏକ ନିର୍ବାଚନ ନେଇ ଗଠିତ କମିଟିର ପ୍ରଥମ ବୈଠକ ବସିବ କହିଛନ୍ତି କମିଟିର ମୁଖ୍ୟ ତଥା ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏକ ଘରୋଇ ଇଞ୍ଜିନିୟରିଂ କଲେଜର…
ଦାଦା ବଟି ଓ ପୂଜା ଚାନ୍ଦା ଆଦାୟ କରୁଥିଲେ ସାବଧାନ, ଟୋଲ ଫ୍ରି ନମ୍ବର ଜାରି
ଭୁବନେଶ୍ୱର: ପୂଜା ସମୟରେ ଦାଦାବଟିକୁ ନେଇ କମିଶନରେଟ ପୋଲିସ କଡା ଚେତାବନୀ ଦେଇଛି । ଦାଦାବଟି ଆଦାୟ କଲେ କଡା କାର୍ଯ୍ୟାନୁଷ୍ଠାନ ନେବ ଭୁବନେଶ୍ୱର ପୋଲିସ । ପୂଜା ଚାନ୍ଦା ମାଗିଲେ ତୁରନ୍ତ କମିଶନରେଟ୍ ପୋଲିସକୁ ଜଣାଇବାକୁ କହିଛନ୍ତି ଡିସିପି । ଧମକ ଚମକ ଦେଇ ପୂଜା ଚାନ୍ଦା କେହି ମାଗିଲେ…
ଆଜି ଲୋକାର୍ପିତ ହେବ କଟକ ନେତାଜୀ ବସ ଟର୍ମିନାଲ
ଏନେଇ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି
ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲୋକେସନ୍ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍ ଇନିସିଏଟିଭ୍ (ଲକ୍ଷ୍ମୀ) ଉପରେ ମୋହର ଲାଗିଛି। ଏହି ଯୋଜନାରେ…
ହୀରାକୁଦର ସମୁଦାୟ ୨୦ଟି ଗେଟ୍ ଦେଇ ନିଷ୍କାସନ ହେଉଛି ଜଳ
ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏବେ ପର୍ଯ୍ୟନ୍ତ ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଖୋଲାଯାଇ ଜଳ ନିଷ୍କାସନ କାର୍ଯ୍ୟ ଚାଲୁ ରହିଛି। ଏଥର ସମୁଦାୟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯିବ। ବାମ ପଟରୁ ୧୩ଟି ଗେଟ୍ ଖୋଲି…