Trending
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
Browsing Category
Odisha
All about all odisha state news updates
ମହାପ୍ରଭୁଙ୍କୁ ଦର୍ଶନ କଲେ ଜଷ୍ଟିସ ଅରିଜିତ
ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଓଡ଼ିଶାରେ ପହଞ୍ଚିଛନ୍ତି। ସେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସକଳେ ସେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।ପରେ ଅପରାହ୍ନରେ ସେ ରତ୍ନଭଣ୍ଡାରରେ ଗଚ୍ଛିତ…
ବଡ଼ ଦେଉଳୁ ଖସିଲା ପଥର
କଳିଯୁଗ ଶେଷ ବିଷୟରେ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ମାଳିକାରେ ଅନେକ ଘଟଣା-ଅଘଟଣା ବିଷୟରେ ବର୍ଣ୍ଣନା କରାଯାଇଛି। ପତିତ ପାବନରେ ନିଆଁ ଲାଗିବା, ହୀରାକୁଦ ବନ୍ଧ ଭାଙ୍ଗିବା ହେଉ କି ହୀରାକୁଦରେ ଚିତଳ ମାଛର କାହାଣୀ ହେଉ, ଏମିତି ଅନେକ ଘଟଣା କଳିଯୁଗରେ ଘଟିବା ନେଇ ସେ ଲେଖି ଯାଇଛନ୍ତି। ଯାହା…
ବିଜେପି ରାଜ୍ୟରେ ଏକାକୀ ବିଧାନସଭା ଓ ଲୋକସଭା ନିର୍ବାଚନ ଲଢ଼ିବ!
ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ମେଂଟ ହେବ କି ନାହିଁ ତାକୁ ନେଇ ଚର୍ଚା ଜାରି ରହିଛି । ନିର୍ବାଚନୀ ମେଂଟକୁ ନେଇ ଦୁଇ ଦଳ କିଛି କହୁନାହାଁନ୍ତି । ମେଂଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ସମ୍ଭାବ୍ୟ ମେଂଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ…
ଆଜିର ରାଶିଫଳ
ମେଷ: ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ପରିବାରରେ ଭାଇ ଓ ଭଉଣୀମାନଙ୍କ କଥାବାର୍ତ୍ତାକୁ ନେଇ ମନ ଭାରାକ୍ରାନ୍ତ ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ ।
ବୃଷ : ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ…
ପାରାଦୀପ ବନ୍ଦର ବିଶ୍ୱସ୍ତରୀୟ କଣ୍ଟେନର ସର୍ଭିସ୍ ଆରମ୍ଭ
ପାରାଦୀପ ବନ୍ଦର ଏବଂ ଓଡ଼ିଶା ସରକାରଙ୍କ ସହ ବିଶ୍ୱର ସର୍ବବୃହତ ଭୂମଧ୍ୟସାଗରୀୟ ଶିପିଂ କମ୍ପାନୀ ଏମ୍ଏସ୍ସି (ମେଡିଟାରାନ ଶିପିଂ କମ୍ପାନୀ)ବୁଝାମଣାପତ୍ର କରିଛି। ପ୍ରଥମଥର ପାଇଁ ପଣ୍ୟ କାରବାରରେ ଓଡ଼ିଶା ସରକାରଙ୍କ ଭାଗୀଦାରି ହୋଇଛି। ଉକ୍ତ କମ୍ପାନୀର ବୃହତ୍ ଜାହାଜ ଏମ୍ଭି ଟାଇଗର ଏଫ୍…
ଜଗିବେ ୧୨ ପ୍ଲାଟୁନ ପୋଲିସ ଫୋର୍ସ
ମହାଶିବରାତ୍ରୀରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଶ୍ରଦ୍ଧାଳୁମାନେ କିପରି ଶାନ୍ତିଶୃଙ୍ଖଳାରେ ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କରିବେ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା…
ଅନ୍ତର୍ଜାତୀୟ ମହିଳା ଦିବସ
ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ଉଦ୍ୟମ ଜାରି ରଖିଛନ୍ତି ବୋଲି ବିଶ୍ୱ ମହିଳା ଦିବସ ଉପଲକ୍ଷେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।ଲୋକସେବା କନ୍ଭେନଶନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ…
ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ବୃଦ୍ଧି
ଆଉଟସୋର୍ସିଂ କର୍ମଚାରୀ ଓ ସର୍ଭିସ ପ୍ରୋଭାଇଡର୍ ଏଜେନ୍ସି ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଓଡ଼ିଶା ଷ୍ଟେଟ୍ ଆଉଟସୋର୍ସିଂ ଏମ୍ପ୍ଲୋଇଜ୍ ଲୋକପାଳ ଗଠନ ବିଷୟରେ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ବଢ଼ାଇଲେ ରାଜ୍ୟ ସରକାର । ଆଉଟସୋର୍ସିଂ କର୍ମଚାରୀଙ୍କ…
ଓଡିଶା ଆସୁଛନ୍ତି ଅମିତ ଶାହା
ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ଦଳୀୟ ନେତାଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସୂଚନା ମଧ୍ୟ ମିଳିଛି ।ସୂଚନା ଅନୁଯାୟୀ, ଦେଶରେ ସାଧାରଣ ନିର୍ବାଚନ ହେବାକୁଥିବାବେଳେ ଓଡିଶାରେ ମେଣ୍ଟ…
ଓଡ଼ିଶା ଜାତୀୟ କ୍ୟାଡେଟ୍ କର୍ପସ ନିର୍ଦ୍ଦେଶାଳୟ ଏବଂ ବାଣିଜ୍ୟ ଏବଂ ପରିବହନ ବିଭାଗ ସହିତ ଏମୟୁ ସ୍ବାକ୍ଷରିତ
ସଡ଼କ ସୁରକ୍ଷା ନେଇ ସଚେତନତା କରିବା ଏବଂ ଜୀବନ ରକ୍ଷା କରିବା ଦିଗରେ ଓଡ଼ିଶା ଜାତୀୟ କ୍ୟାଡେଟ୍ କର୍ପସ (ଏନସିସି) ନିର୍ଦ୍ଦେଶାଳୟ ଏବଂ ବାଣିଜ୍ୟ ଏବଂ ପରିବହନ ସହିତ ଏମୟୁ ସ୍ବାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଓଡ଼ିଶା ସଚିବାଳୟର ଲୋକ ସେବା ଭବନ…