Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ବିଭାଗଓ୍ବାରୀ ସମୀକ୍ଷା
ଭୁବନେଶ୍ୱର: ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ । ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ବସିଥିବା ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳ ସାମିଲ ହୋଇଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ବିଭାଗଓ୍ବାରୀ ସମୀକ୍ଷା ହେଉଛି । କେଉଁ ବିଭାଗ…
ରାଜଧାନୀରେ ଡେଙ୍ଗୁ ସ୍ଥିତି ସଙ୍ଗୀନ: ୮ ଦିନରେ ୬୦୦ ଆକ୍ରାନ୍ତ
ଭୁବନେଶ୍ୱର: ରାଜଧାନୀରେ ଡରାଉଛି ଡେଙ୍ଗୁ । ପରିସ୍ଥିତି ସଙ୍ଗୀନ ହେଲାଣି। ଗତ ୮ ଦିନରେ ୬ଶହ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ଡେଙ୍ଗୁ ମୁକାବିଲା ପାଇଁ ବିଏମ୍ସି ଯାହା ଯାହା ପ୍ରସ୍ତୁତି କରିଥିଲା ତାହା ସବୁ ଫେଲ୍ ମାରିଲାଣି। ଖାଲି ପ୍ରଚାର ପ୍ରସାର ପାଇଁ ଫଟୋ ଉଠାରେ ଏହି…
୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର…
ପୁରୀରୁ ତାଳଚେର ମଧ୍ୟରେ ଦ୍ଵିତୀୟ ବନ୍ଦେ ଭାରତ ଟ୍ରେନର ଟ୍ରାଏଲ ରନ୍ ଆରମ୍ଭ
ପୁରୀ: ଓଡ଼ିଶାରେ ଚାଲିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଚଳାଚଳ ଆଜି କରାଯାଇଛି | ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ଏହି ଟ୍ରେନ୍ ରହିଥିଲା । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରୁ ବାହାରିଥିବା…
ଡେଙ୍ଗୁରେ ପୀଡିତ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ରାଜ୍ୟରେ ଡେଙ୍ଗୁ ସ୍ଥିତି ସଂଗୀନ ହୋଇଛି । ଏହାରି ଭିତରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଡେଙ୍ଗୁରେ ପୀଡିତ ହୋଇଥିବା ନେଇ ସୂଚନା ମିଳିଛି। । ଡେଙ୍ଗୁରେ ପୀଡ଼ିତ ମୁଖ୍ୟ ସଚିବ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର…
ସୌମ୍ୟଙ୍କୁ କଡ଼ା ସମାଲୋଚନା କଲେ ପ୍ରତାପ , କହିଲେ ଦଳ ଛାଡ଼, ସମ୍ପାଦକୀୟ ଲେଖ
ଭୁବନେଶ୍ବର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ । ଦଳକୁ ବିରୋଧ କରିବା ଠିକ୍ ନୁହେଁ । ଯଦି ଗଣମାଧ୍ୟମରେ ଦଳକୁ ବିରୋଧ କରିବାର ଅଛି ତେବେ ଦଳ ଛାଡିଦେବା ଉଚିତ । ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ…
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ବର୍ଷିଲା ବିଜେଡି
ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ବର୍ଷିଲା ବିଜେଡି। ବିଧାୟକ ସୌମ୍ୟ ପଟ୍ଟନାୟକଙ୍କୁ ସମର୍ଥନ ଦେବାକୁ ଏବେ ଆଗେଇ ଆସିଛନ୍ତି ଜୟନାରାୟଣ। କିନ୍ତୁ ସୌମ୍ୟ ଯଦି କହିବେ ବିଜେପିରେ ଯୋଗ ଦେବି, ତେବେ ସେ ଡିପ୍ରେସନକୁ ପଳାଇବେ ବୋଲି କହି ଜୟନାରାୟଣଙ୍କୁ…
ସୁରଙ୍କ ପୁଅ ମନ୍ମଥଙ୍କୁ ନିଲମ୍ବନ କଲା କଂଗ୍ରେସ
ଭୁବନେଶ୍ୱର: ଜଟଣୀରେ ବିଧାୟକ ପ୍ରାର୍ଥୀ ହେବା ପାଇଁ ସୁରଙ୍କ ପୁଅ ଘୋଷଣା କରିବା ପରେ ରାଜନୀତି ଚର୍ଚା ଜୋର ଧରିଛି । ଗଣମାଧ୍ୟମରେ ମନ୍ମଥ ଯେଉଁ ବୟାନ ଦେଇଥିଲେ ସେନେଇ କଂଗ୍ରେସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । କଂଗ୍ରେସ ଦଳରୁ ନିଲମ୍ବିତ ହୋଇଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ…
ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ସମ୍ବଲପୁର: ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ବୁଧବାର ୨୦ ସେପ୍ଟେମ୍ବର ଦିବା ୧୦ଟା ୨୭ମିନିଟରୁ ୧୦ଟା ୪୨ମିନିଟ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ ନିମନ୍ନେ ଲଗ୍ନଧାର୍ଯ୍ୟ କରାଯାଇଛି। ରାଜାରାଜୁଡ଼ା ଅମଳରୁ ଚାଲି…
ଭୁବନେଶ୍ୱରରେ ମାଗଣା ଇଲେକ୍ଟ୍ରିକ ମୋ-ବସ୍ ଯାତ୍ରା
ଅନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ ଅବସରରେ ବିଏମସି ଓ କ୍ରୁଟ ପକ୍ଷରୁ ମିଳିତ ଭାବେ ନିଆରା ପଦକ୍ଷେପ ନିଆଯାଇଛି । ଦିନକ ପାଇଁ ଭୁବନେଶ୍ଵରରେ ମାଗଣା ମୋ-ବସ୍ ସେବାର ଲାଭ ଉଠାଇବେ ଯାତ୍ରୀ। କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ସବୁ ଇଲେକ୍ଟ୍ରିକ ମୋ-ବସ୍ ଓ ଇ-ରିକ୍ସାରେ…