Browsing Category

Odisha

All about all odisha state news updates

ପାରାଦୀପରୁ କେନ୍ଦୁଝର ଗଡ଼ିବ ମେମୋ

ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନ୍‌ରେ ଗଡ଼ିବ ଯାତ୍ରୀବାହୀ ଟ୍ରେନ୍‌। ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଗଡ଼ିବ ମେମୋ ଟ୍ରେନ୍‌। ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଟ୍ରେନ୍‌ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ…

ମୋକିମଙ୍କ ନିର୍ବାଚନ ଅସିଦ୍ଧ; ହରାଇଲେ ବିଧାୟକ ପଦ

କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ ।ହାଇକୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ପାଇଁ ବାରବାଟୀ-କଟକ ଆସନ ଫାଙ୍କା ରହିଲା। ଆଗାମୀ ଦିନରେ…

ନିର୍ବାଚନ ପାଇଁ ପହଞ୍ଚିଲେ ସିଏପିଏଫ

ନିର୍ବାଚନ ପୂର୍ବରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ବରରେ ୭୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ଫୋର୍ସ (ସିଏପିଏଫ) ପହଞ୍ଚିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୫ କମ୍ପାନୀ ସିଏପିଏଫ ଆସିଥିଲେ। ଆଜି ଆଉ ୬୦ କମ୍ପାନୀ ଫୋର୍ସ…

ପ୍ରଦର୍ଶନୀ ପଡ଼ିଆରେ ଭିଡ଼

ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଏକ ଆନ୍ତଃ ରାଜ୍ୟ ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏପରିକି ପାଣିପାଗ ଓ ପରିବେଶ ପ୍ରଦର୍ଶନୀ ପାଇଁ ବେଶ୍‌ ଉତ୍ସାହଜନକ ରହିଥିଲାବେଳେ ସନ୍ଧ୍ୟା…

ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ

ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ। ଜଣେ କି ଦୁଇ ଜଣ ନୁହେଁ, ଜଣେ ହିନ୍ଦୁଙ୍କ ସହିତ ୪ ଜଣ ଅଣ ହିନ୍ଦୁ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିଥିବା ଅଭିଯୋଗ ହୋଇଛି। ସିଂହଦ୍ୱାର ଥାନା ପୁଲିସ…

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୦୧୯ କୋଟି ଟଙ୍କାର ପିସି

ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ ।  ପଂଚାୟତଠୁ ଆରମ୍ଭ କରି ଲୋକସେବା ଭବନ ପର୍ଯ୍ୟନ୍ତ ଚାଲିଛି ପିସି କାରବାର । କେବଳ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୦୧୯କୋଟି ଟଙ୍କାର ପିସି କାରବାର ହୋଇଛି । ଆଉ ଏହି ପିସିରୁ ଆଦାୟ ହୋଇଥିବା ଟଙ୍କା ବିଜେଡିର ନିର୍ବାଚନୀ ଖର୍ଚ୍ଚରେ ବ୍ୟବହୃତ ହେଉଛି । …

ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇବା ସରକାରଙ୍କ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ରାଜ୍ୟର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଜି ଏକ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲର ଉଦ୍‌ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ…

ଆଜିର ରାଶିଫଳ

ଅଦ୍ୟ ମାର୍ଚ୍ଚ ମାସ ୦୩ ତାରିଖ ୨୦୨୪ ମସିହା(ରବିବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ଫାଲଗୁନମାସ- କୃଷ୍ଣପକ୍ଷ ତିଥି- ସପ୍ତମୀ ଦିବା ଘ୦୮/୪୩ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ ନକ୍ଷତ୍ର- ଅନୁରାଧା ଦିବା ଘ୦୪/୨୮ ପର୍ଯ୍ୟନ୍ତ ତଦନ୍ତେ ଜ୍ୟେଷ୍ଠା…

କଟକ ତାରକସିକୁ ମିଳିଲା ଜିଆଇ ଟ୍ୟାଗ୍

କଟକର ତାରକସି କାମକୁ ମିଳିଛି ଜିଆଇ ଟ୍ୟାଗ୍ ମାନ୍ୟତା (ଭୌଗୋଳିକ ପରିଚୟ)। କଟକ ସହରର ତାରକସି କାର୍ଯ୍ୟ ଯେଭଳି ଅତୁଳନୀୟ, ଅନନ୍ୟ ଓ ଅସାଧାରଣ, ଏହାର ଇତିହାସ ମଧ୍ୟ ସେହିଭଳି ସମୃଦ୍ଧ। ଏବେ ପୂଜାପାର୍ବଣରେ ଶୋଭା ପାଉଥିବା ସୂକ୍ଷ୍ମ ତାରକସି କାରୁକାର୍ଯ୍ୟର ୩୨ ବିଶାଳ ଚାନ୍ଦିମେଢ଼ କଟକ…

ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁଦେଖୁ କେବା ସହୁ

ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜନସାଧାରଣଙ୍କୁ ସମ୍ବୋଧିତ କରିବା ଅବସରରେ ସନ୍ଥକବି ଭୀମ ଭୋଇଙ୍କ  କବିତା ଆବୃତ୍ତି କରିଥିଲେ। ମହାମହିମା ଶ୍ରୀମ ମୁର୍ମୁ କହିଥିଲେ, ସନ୍ଥକବି ଭୀମ ଭୋଇଙ୍କ ବାଣୀ ମୋ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।…