Browsing Category

Odisha

All about all odisha state news updates

ଦୀପାବଳି ନୀତିକୁ ନେଇ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ ସୃଷ୍ଟି

ଶ୍ରୀମନ୍ଦିର ରେ ମଙ୍ଗଳବାରଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିଥିବା ଶ୍ରାଦ୍ଧ ନୀତି ଅନୁଷ୍ଠିତ ହେଉଛି । ଗତକାଲି ଚତୁର୍ଦଶୀରେ ମହାପ୍ରଭୁ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଶିଳ୍ପ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ

କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ…

ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷ !

ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ସମ୍ଭାବନା ରହିଛି ।  ଏନେଇ ସୂଚନା ଦେଇଛନ୍ତି, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏବେ ୪ ଲକ୍ଷ ମିଳୁଛି କ୍ଷତିପୂରଣ, ୧୦ ଲକ୍ଷକୁ ବୃଦ୍ଧି ସୁପାରିସ ହୋଇଛି । ଏନେଇ ସୁପ୍ରିମ କୋର୍ଟଙ୍କ ଗାଇଡ ଲାଇନ ଆସିଥିବା ସୂଚନା ରହିଛି ।…

ରାଜୁ ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ – ୭ ମାଉବାଦୀ ମୃତ

ସୁରକ୍ଷାକର୍ମୀମାନେ ଯେଉଁ ଭଳି ନକ୍ସଲମାନଙ୍କୁ ନିପାତ କରୁଛନ୍ତି ଓ ନକ୍ସଲମାନେ ବହୁ ସଂଖ୍ୟାରେ ଆତ୍ମସମର୍ପଣ କରୁଛନ୍ତି, ତାହା ଦେଖିଲେ ଲାଗୁଛି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦେଇଥିବା ଟାର୍ଗେଟ ପୂରଣ ହେବ। ୨୦୨୬ ମାର୍ଚ୍ଚ ସୁଦ୍ଧା ନକସଲମୁକ୍ତ ଭାରତ ଗଠନ ସମ୍ଭବ ହେବ।…

ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଆଜି କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି  । ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି  । ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ…

ଆଜି ଆସିବ ପିଏମ କିଷାନ ଟଙ୍କା

ଚାଷୀଙ୍କ ପାଇଁ ଖୁସୀ ଖବର।  ଆଜି ଆସିବ ପିଏମ କିଷାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯିବ ।  ୯ କୋଟି କୃଷକଙ୍କ ପାଖକୁ ପଠାଯିବ  ୧୮ହଜାର  କୋଟି ଟଙ୍କା ।  ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ…

ସରକାରୀ ଦପ୍ତରରେ ଓଡ଼ିଆ ଭାଷାର କାର୍ଯ୍ୟକାରିତାକୁ ନେଇ ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୁଇ ଦିନିଆ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ସମ୍ମିଳନୀ ଭୁବନେଶ୍ବରଠାରେ ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଭାଷଣ ରଖି ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟରେ ବିଭିନ୍ନ ପରାମର୍ଶ ଦେଇଛନ୍ତି। ଏଥିରେ ସେ ଜିଲ୍ଲାପାଳମାନଙ୍କୁ ୯ଟି ପରାମର୍ଶ ଦେଇଛନ୍ତି।…

ସାଲିଆ ସାହିରେ ଉଚ୍ଛେଦ, ଉଚ୍ଛେଦକୁ ବିରୋଧ କରି ରାସ୍ତାରେ ବସିଲେ ବସ୍ତି ବାସିନ୍ଦା

ଉଚ୍ଛେଦ ହେବ ସାଲିଆ ସାହି । ଏଥିପାଇଁ ପାଞ୍ଚ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଉଚ୍ଛେଦକୁ ବିରୋଧ କରି ରାସ୍ତାରେ ବସିଲେ ବସ୍ତି ବାସିନ୍ଦା । ବିଏମସି ଓ ବିଡିଏ ପକ୍ଷରୁ ମିଳିତ ଭାବରେ ଉଚ୍ଛେଦ ହେବ ସାଲିଆ ସାହିର କିଛି ଅଞ୍ଚଳ । ଏକାମ୍ର କାନନରୁ ଅନ୍ଧାରୁଆ ୧୩ କିଲୋମିଟର ପର୍ଯ୍ୟନ୍ତ…

ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି – ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ରାଜ୍ୟରୁ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସେମାନଙ୍କ ବିରୁଦ୍ଧରେ ସରକାରଙ୍କ ଆଭିମୁଖ୍ୟ…

ଆନ୍ଧ୍ର -ଓଡ଼ିଶା ଓ ଛତିଶଗଡ଼-ଓଡ଼ିଶା ସୀମାରେ ବଡ଼ ଏନକାଉଣ୍ଟର,ବର୍ତ୍ତମାନ ସୁଦ୍ଧା ୭ ନକ୍ସଲ ନିହତ

ଆନ୍ଧ୍ର -ଓଡ଼ିଶା ଓ ଛତିଶଗଡ଼-ଓଡ଼ିଶା ସୀମାରେ ବଡ଼ ଏନକାଉଣ୍ଟର। ବର୍ତ୍ତମାନ ସୁଦ୍ଧା ୭ ନକ୍ସଲ ନିହତ ହେଲେଣି। ମୃତକଙ୍କ ଭିତରେ କୁଖ୍ୟାତ ମାଓ ନେତା ହିଡମା ଏବଂ ତାଙ୍କ ପତ୍ନୀ ରାଜେ ଥିବାର ସୂଚନା ରହିଛି। ବାଟାଲିୟନ ନମ୍ବର ୧ର ମୁଖ୍ୟ ଥିଲା ହିଡ଼ମା। ହିଡ଼ମା ନାମରେ କୋଟିଏ ଟଙ୍କାର ପୁରସ୍କାର…